Latest Odisha News

BREAKING NEWS

Browsing Tag

President Ramnath Kovind

ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ୱର: ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ସନ୍ଧ୍ୟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ଶନିବାର ସନ୍ଧ୍ୟା ପ୍ରାୟ ୬ଟା ୨୫ରେ ଭୁବନେଶ୍ୱର ବିମାନବନ୍ଦରରେ ରାଷ୍ଟ୍ରପତି ପହଞ୍ଚିବେ । ସେଠାରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍ ଅନର ଦିଆଯିବା ପରେ ସିଧା…

ଆସୁଛନ୍ତି ରାଷ୍ଟ୍ରପତି: କାଲି ସନ୍ଧ୍ୟାରେ ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବେ କୋବିନ୍ଦ

ଭୁବନେଶ୍ଵର: ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । କାଲି ସଂଧ୍ୟା ୬ଟାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସେଠାରୁ ସିଧା ରାଜଭବନ ଯାଇ ସେଠାରେ ରାତ୍ରି ଯାପନ କରିବେ । ୨୧ ତାରିଖ ସକାଳେ ଭୁବନେଶ୍ୱର ଏୟାରପୋର୍ଟ…

ପଲ୍ଲୀରୁ ଦିଲ୍ଲୀ ସବୁଠି ଦେଶ ପ୍ରେମର ମାହୋଲ, ରାଜପଥରେ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ପଲ୍ଲୀରୁ ଦିଲ୍ଲୀ, ଗାଁରୁ ସହର । ସବୁଠି ଦେଶ ପ୍ରେମର ମାହୋଲ । ଆଜି ଭାରତବ୍ୟାପୀ ପାଳିତ ହେଉଛି ୭୨ତମ ସାଧାରଣତନ୍ତ୍ର ଦିବସ । ରାଜପଥରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅନ୍ୟ ଅତିଥିବୃନ୍ଦ…

କୃଷି ଆଇନ ପ୍ରସଙ୍ଗରେ ଆଜି ରାଷ୍ଟ୍ରପତିଙ୍କୁ ଭେଟିବେ ବିରୋଧୀ ଦଳ ପ୍ରତିନିଧି

ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିବେ ବିରୋଧୀ ଦଳଗୁଡ଼ିକର ପ୍ରତିନିଧି । ସଂଧ୍ୟା ୫ଟାରେ କୃଷି ଆଇନ ପ୍ରସଙ୍ଗରେ ଆଲୋଚନା କାର୍ଯ୍ୟକ୍ରମ ରହିଛି। କୋଭିଡ କଟକଣା ଯୋଗୁଁ ରାଷ୍ଟ୍ରପତିଙ୍କୁ ଭେଟିବା ପାଇଁ ୫ ଜଣଙ୍କୁ ଅନୁମତି ମିଳିଛି । ବିରୋଧୀଙ୍କ ମିଳିତ ପ୍ରତିନିଧି ଦଳରେ…

୭୪ ତମ ସ୍ୱାଧୀନତା ଦିବସ ଅବସରରେ ରାଷ୍ଟ୍ରପତିଙ୍କ ଅଭିଭାଷଣ

ନୂଆଦିଲ୍ଲୀ: ଆସନ୍ତାକାଲି ଦେଶ ୭୪ ତମ ସ୍ୱାଧୀନତା ଦିବସ ପାଳନ କରିବ । ଏହା ପୂର୍ବରୁ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଅଭିଭାଷଣ ଦେଇଛନ୍ତି । ରାଷ୍ଟ୍ରପତି କହିଛନ୍ତି ଯେ, ‘ଚଳିତ ବର୍ଷ ସ୍ୱାଧୀନତା ଦିବସ ସମାରୋହ ଧୁମଧାମରେ ପାଳନ ହେବନାହିଁ । କରୋନା ପାଇଁ ଆମ…

ଅନ୍ତର୍ଜାତୀୟ ଯୋଗ ଦିବସ, ମୋଦିଙ୍କ ବାର୍ତ୍ତା ‘ଯୋଗ ଆଣେ ଏକତା’

ଭୁବନେଶ୍ୱର : ଆଜି ଷଷ୍ଠ ଅନ୍ତର୍ଜାତୀୟ ଯୋଗ ଦିବସ । ଚଳିତବର୍ଷର ଥିମ୍ ରହିଛି ‘ଘରେ ରହି ପରିବାର ସହ ଯୋଗ କରନ୍ତୁ’ । ସକାଳୁ ଇଲୋକ୍ଟ୍ରୋନିକ୍ସ ଓ ଡିଜିଟାଲ ପ୍ଲାଟଫର୍ମରେ ପାଳନ ଆରମ୍ଭ ହୋଇଛି ଯୋଗ ଦିବସ । ଏହି ଅବସରରେ ଦେଶବାସୀଙ୍କୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ଚିଫ୍ ଭିଜିଲାନ୍ସ କମିଶନର ଭାବେ ଦାୟିତ୍ୱ ନେଲେ ସଂଜୟ କୋଠାରୀ

ନୂଆଦିଲ୍ଲୀ: ଚିଫ୍ ଭିଜିଲାନ୍ସ କମିଶନର ଭାବେ ଦାୟିତ୍ୱ ନେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସଚିବ ତଥା ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ସଂଜୟ କୋଠାରୀ । ଶନିବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ ରାମନାଥ କୋବିନ୍ଦଙ୍କ ସମ୍ମୁଖରେ ଚିଫ୍ ଭିଜିଲାନ୍ସ କମିଶନର ଭାବେ ସେ ଶପଥ ଗ୍ରହଣ…

ବରୁଣେଇରେ ରାଷ୍ଟ୍ରପତି: ପାଇକ ବିଦ୍ରୋହ ସ୍ମାରକୀର କରିବେ ଶିଳାନ୍ୟାସ

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲା ବରୁଣେଇରେ ପହଞ୍ଚିଛନ୍ତି ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏଠାରେ ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ କରିବେ ରାଷ୍ଟ୍ରପତି। ସେଠାରେ ହେବାକୁ ଥିବା ପାଇକ ମେମୋରିଆଲ ଫାଉଣ୍ଡେସନର ସଭାରେ ରାଷ୍ଟ୍ରପତି କୋବିନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ…

ଦୁଇ ଦିନିଆ ଓଡିଶା ଗସ୍ତରେ ରାଷ୍ଟ୍ରପତି କୋବିନ୍ଦ, ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ୱର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଦିନ ୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି । ତାଙ୍କ ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ୍ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଗସ୍ତ କାର୍ଯ୍ୟସୂଚୀ ଅନୁଯାୟୀ ସେ ଆଜି ଏକ ସ୍ୱତନ୍ତ୍ର ବିମାନରେ ଆସି ବିଜୁ ପଟ୍ଟନାୟକ…

ଆର୍ମି ଏୟାର ଡିଫେନ୍ସରେ ରାଷ୍ଟ୍ରପତି କୋବିନ୍ଦ, ପ୍ରଦାନ କଲେ ‘କଲର୍ସ ଆୱାର୍ଡ’

ଭୁବନେଶ୍ୱର: ଭାରତର ରାଷ୍ଟ୍ରପତି ତଥା ଭାରତୀୟ ସଶସ୍ତ୍ର ସେନାବାହିନୀର ସର୍ବୋଚ୍ଚ କମାଣ୍ଡର ରାମନାଥ କୋବିନ୍ଦ ଶନିବାର ଦିନ ଗୋପାଳପୁର ଆର୍ମି ଏୟାର ଡିଫେନ୍ସ ଠାରେ ସେନା ବାୟୁ ପ୍ରତିରକ୍ଷା ବାହିନୀକୁ ‘ରାଷ୍ଟ୍ରପତି କଲର୍ସ’ ସମ୍ମାନରେ ସମ୍ମାନିତ କରିଛନ୍ତି । ସ୍ୱାଧୀନ ବାହିନୀ ଭାବେ ୨୫…