Latest Odisha News

BREAKING NEWS

Browsing Tag

Presidential Election

ରାଷ୍ଟ୍ରପତି ନିର୍ବାଚନ: ଦ୍ୱିତୀୟ ରାଉଣ୍ଡରେ ବି ସିହ୍ନାଙ୍କୁ ପଛରେ ପକାଇ ମୁର୍ମୁ ଆଗୁଆ

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନର ଦ୍ୱିତୀୟ ରାଉଣ୍ଡ ଭୋଟ୍ ଗଣତି ସରିଛି । ଦ୍ୱିତୀୟ  ରାଉଣ୍ଡରେ ମୋଟ ୧୦ଟି ରାଜ୍ୟର ଭୋଟ୍ ଗଣତି ହୋଇଛି । ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ଦ୍ରୌପଦୀ ମୁର୍ମୁ ବହୁ ଭୋଟରେ ଆଗୁଆ ରହିଛନ୍ତି । ମୁର୍ମୁଙ୍କୁ ଦ୍ୱିତୀୟ ରାଉଣ୍ଡରେ ୮୦୯ ଖଣ୍ଡ ଭୋଟ୍ ମିଳିଥିବା ବେଳେ…

କିଏ ଯିବେ ରାଇସିନା ହିଲ୍ ? ରାଷ୍ଟ୍ରପତି ନିର୍ବାଚନ ଭୋଟ୍ ଗଣତି ଜାରି

ନୂଆଦିଲ୍ଲୀ: ଦ୍ରୌପଦୀ ମୁର୍ମୁ ନା ଯଶୱନ୍ତ ସିହ୍ନା ? କିଏ ଯିବେ ରାଇସିନା ହିଲ୍ ? ରାଷ୍ଟ୍ରପତି ପଦ ପାଇଁ ୧୮ ତାରିଖରେ ହୋଇଥିବା ନିର୍ବାଚନର ଆଜି ଭୋଟ୍ ଗଣତି ଚାଲିଛି । ମିଳିତ ବିରୋଧୀ ଦଳର ପ୍ରାର୍ଥୀ ଯଶୱନ୍ତ ସିହ୍ନା ଓ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ମଧ୍ୟରେ କଡ଼ା ଟକ୍କର ହୋଇଥିଲେ…

ରାଷ୍ଟ୍ରପତି ନିର୍ବାଚନ: ଭୋଟ୍ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ରାଷ୍ଟ୍ରପତି ନିର୍ବାଚନ ପାଇଁ ମଦତାନ ଆରମ୍ଭ ହୋଇଛି । ଦେଶର ସଂସଦ ସହ ପ୍ରତି ରାଜ୍ୟର ବିଧାନସଭାରେ ମତଦାନ ଚାଲିଛି । ଓଡ଼ିଶା ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ମତଦାନ ଚାଲିଛି । ଜଣଙ୍କ ପରେ ଜଣେ ବିଧାୟକ ଆସି ମତ ସାବ୍ୟସ୍ତ କରୁଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୋଟ୍…

ରାଜନ ଏକ୍କା, ଲକ୍ଷ୍ମଣ ମୁଣ୍ଡା ଦ୍ରୈାପଦୀ ମୁର୍ମୁଙ୍କୁ ଭୋଟ ଦେବେନି!

ରାଉରକେଲା ( ସତୀଶ ଶର୍ମା) : ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ଯଶୋବନ୍ତ ସିହ୍ନା ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । କଂଗ୍ରେସ, ବାମ ଦଳ, ସପା ଆଦି 17ଟି ଦଳ ଯଶୋବନ୍ତଙ୍କୁ ସମର୍ଥନ କରିଛନ୍ତି । ଏହି ଦଳମାନେ ବିଭିନ୍ନ ରାଜ୍ୟରେ ଥିବା ସେମାନଙ୍କ ବିଧାୟକ ଏବଂ ସାଂସଦଙ୍କୁ ଯଶୋବନ୍ତ…

କିଏ ହେବେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ? ରେସରେ ସବୁଠୁ ଆଗରେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ପରେ ଏବେ କିଏ ହେବେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଏହାକୁ ନେଇ ଚର୍ଚ୍ଚା ବଢ଼ିଛି । ଏହାରି ଭିତରେ ସବୁଠୁ ଆଗରେ ରହିଛି ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ତଥା ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କ ନାଁ । କେବଳ ମୁର୍ମୁ ନୁହେଁ ଅନେକ ପ୍ରାର୍ଥୀଙ୍କ ନାଁ…

ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ଅପରାହ୍ଣରେ ତାରିଖ ଘୋଷଣା

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ନେଇ ଆଜି ହେବ ତାରିଖ ଘୋଷଣା । ଆଜି ଅପରାହ୍ଣରେ ଦିଲ୍ଲୀ ବିଜ୍ଞାନ ଭବନରେ ତାରିଖ ଘୋଷଣା କରିବେ ଜାତୀୟ ନିର୍ବାଚନ କମିଶନ । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଆସନ୍ତା ଜୁଲାଇ ୨୪ ତାରିଖରେ ସରୁଛି । ସେହି ଅନୁସାରେ ତା’ପୂର୍ବରୁ ରାଷ୍ଟ୍ରପତି…