Latest Odisha News

BREAKING NEWS

Browsing Tag

Press meet

ସାମ୍ବାଦିକ ସମ୍ମିଳନୀରେ କାହିଁକି ଭୋ ଭୋ କାନ୍ଦିଲେ କେନ୍ଦ୍ର ମନ୍ତ୍ରୀ

ପାଟନା: କେନ୍ଦ୍ର ମନ୍ତ୍ରୀ ପ୍ରେସ ମିଟରେ କାନ୍ଦିଲେ । ନିଜ ସାଥୀଙ୍କୁ ମନେ ପକାଇ ଭୋ ଭୋ କାନ୍ଦିଲେ । କାନ୍ଦୁ କାନ୍ଦୁ କଥା କହି ପାରିଲେନି । ଏମିତି ଦୃଶ୍ୟ ଦେଖିବାକୁ ମିଳିଥିଲା ସୋମବାର । କେନ୍ଦ୍ର ମନ୍ତ୍ରୀ ତଥା ବିହାର ବକ୍ସରର ସାଂସଦ ଅଶ୍ୱିନୀ ଚୌବେ ସୋମବାର ମିଡିଆ ସାମ୍ନାରେ…

ଚିତ୍ତରଞ୍ଜନ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ବୋଲି ଅଭିଯୋଗ ଆଣିଲା କଂଗ୍ରେସ

ଭୁବନେଶ୍ୱର : ମମିତା ମେହେରକୁ ନ୍ୟାୟ ଦାବିରେ ଆନ୍ଦୋଳନ କରିଥିବା ଛାତ୍ର କଂଗ୍ରେସ କର୍ମକର୍ତ୍ତାଙ୍କୁ ପୋଲିସ ଆକ୍ରମଣ କରିଛି । ଅନ୍ୟପଟେ ପୁରୀର ଜନୈକ ଯୁବକ ଚିତ ରଞ୍ଜନ ପଲାଇ ହତ୍ୟାକାଣ୍ଡରେ ପରିବାର ପକ୍ଷରୁ ଯାହାଙ୍କ ବିରୋଧରେ ଷଡ଼ଯନ୍ତ୍ର ଅଭିଯୋଗ କରାଯାଇଛି ସେ ବିଜୁ ଜନତା ଦଳର ରାଜ୍ୟ…

‘ଶୀତ ଦିନ ପାଇଁ ସାବଧାନ’

ଭୁବନେଶ୍ୱର: ରାଜ୍ୟରେ ଏବେ କରୋନା ତଳମୁହାଁ ରହିଛି । ହେଲେ ରାଜ୍ୟରୁ କରୋନାର କୋପ କମିନି । ଅନ୍ୟ ଭୂତାଣୁ ଓ କରୋନା ଭାଇରସ ମଧ୍ୟରେ ଅନେକ ଫରକ ରହିଛି । ଆଗକୁ ଶୀତ ଆସୁଥିବାରୁ ସଜାଗ ରହିବା ଆବଶ୍ୟକ । ଶୀତ ଲାଗି କରୋନା ବ୍ୟାପିବା ଅଧିକ ସମ୍ଭାବନା ରହିଥିବା ନେଇ ଆଜି ସାମ୍ବାଦିକ ସମ୍ମିଳନୀରେ…

ବାଲେଶ୍ୱର-ତିର୍ତ୍ତୋଲ ଉପନିର୍ବାଚନ, ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତାକାଲି ପଡିବ ବାଲେଶ୍ୱର-ତିର୍ତ୍ତୋଲ ଉପନିର୍ବାଚନ ଭୋଟ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆଜି ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରେସମିଟ୍ କରିଛନ୍ତି । ଆସନ୍ତାକାଲି ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏଁ ହେବ ଭୋଟ୍ । ଭୋଟରଙ୍କ ସୁବିଧା ପାଇଁ…

ଚଳିତ ବର୍ଷ ଜବତ ହୋଇଛି ୨୦ କେଜି ବ୍ରାଉନ ସୁଗାର: ଡିଜିପି

ଭୁବନେଶ୍ୱର: ବ୍ରାଉନ ସୁଗାର ଜବତରେ ପୁଣି ପୋଲିସକୁ ମିଳିଛି ବଡ ସଫଳତା । ଗୋଟିଏ ଦିନରେ ୪ କେଜି ୨୫ ଗ୍ରାମ୍ ବ୍ରାଉନ ସୁଗାର ଜବତ କରିଛି ଏସଟିଏଫ । ଏହି କାରବାରରେ ଜଳେଶ୍ଵର ଥାନା ଅଞ୍ଚଳରୁ ୨ ଜଣଙ୍କୁ ଗିରଫ କରିଛି ପୋଲିସ । ଏହାକୁ ମିଶାଇ ଏ ବର୍ଷ ଏସଟିଏଫ ହାତରେ ଲାଗିଛି ୨୦ କେଜି ୭୩୬ ଗ୍ରାମ…