Latest Odisha News

BREAKING NEWS

Browsing Tag

PressMeet

ସ୍କୁଟି ଉପରେ ରୋଗୀ ସେବା ଘଟଣା, ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆପଡା : ଖଡିଆଳ ବିଜ୍ଞାପିତ ପରିଷଦରେ କାର୍ଯ୍ୟରତ ହୋମିଓ ପ୍ୟାଥି ଡାକ୍ତର ସିଦ୍ଧାର୍ଥ ମହାପାତ୍ର ପରିଷଦ କାର୍ଯ୍ୟାଳୟ ପରିସର ରେ ସ୍କୁଟି ଉପରେ ରୋଗୀ ସେବା କରୁଥିଲେ । ରୋଗୀ ସେବା ପାଇଁ ପରିଷଦ ପକ୍ଷରୁ ଡାକ୍ତରଙ୍କୁ ସ୍ଥାନ ଦିଆଯାଇ ନ ଥିବା ନେଇ କିଛି ଗଣମାଧ୍ୟମରେ ଖବର ମଧ୍ୟ ପ୍ରକାଶିତ…

ଓକିଲଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସହ ୩ଗିରଫ

କାମାକ୍ଷାନଗର : ବହୁ ଚର୍ଚ୍ଚିତ ଓକିଲ ଶଶଧର ମହାନ୍ତି ଆକ୍ରମଣକୁ ନେଇ ପୋଲିସ ମୁଖ୍ୟ ଅଭିଯୁକ୍ତ ସହ ୩ ଜଣଙ୍କୁ ଗିରଫ କରିଛି ପୋଲିସ।  ଏହାକୁ ନେଇ କାମାକ୍ଷାନଗର ଏସଡିପିଓ ରଞ୍ଜନ କୁମାର ଦେ ଏକ ପ୍ରେସମିଟ ମାଧ୍ୟମରେ ପ୍ରକାଶ କରିଛନ୍ତି । ଗତ ମାସ ୨୮ ତାରିଖ ଦିନ ଏକ ରେଷ୍ଟୁରାଣ୍ଟରେ କିଛି…

ସାମ୍ବାଦିକ ସମ୍ମିଳନୀ କରି ସରପଞ୍ଚଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗ୍ରାମବାସୀ

ଯାଜପୁର: ସରପଞ୍ଚଙ୍କ ପରିବାର ବିରୁଦ୍ଧରେ ସାମ୍ବାଦିକ ସମ୍ମିଳନୀ କରି ଅଭିଯୋଗ କଲେ ଗ୍ରାମବାସୀ । ଯାଜପୁର ବିଞ୍ଝାରପୁର ବ୍ଲକ ଗୁହାଳି ପଞ୍ଚାୟତର ସରପଞ୍ଚ ଦିବ୍ୟଜ୍ୟୋତି ଘଡାଇ ଓ ତାଙ୍କ ପରିବାର ବିରୁଦ୍ଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ପଞ୍ଚାୟତବାସୀ। ସରପଞ୍ଚଙ୍କ ଶ୍ଵଶୂର, ସ୍ଵାମୀ ଓ ଦିଅର…

ପୋଷ୍ଟର ମାରିଥିବା ବନ୍ଧୁଙ୍କୁ ଧନ୍ୟବାଦ: ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର: ନିଜ ନିଖୋଜ ପୋଷ୍ଟର ନେଇ ସାଂସଦ ଅପରାଜିତା ଷଡଙ୍ଗୀ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ନିଜ ପ୍ରତିକ୍ରିୟା ରଖିଛନ୍ତି । ସେ ପୋଷ୍ଟର ଲଗାଇଥିବାରୁ ବନ୍ଧୁମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏଥି ସହ ସେ କହିଥିଲେ ଯେ, 'ସଂସଦ ଚାଲିଥିବାରୁ ମୁଁ ଦିଲ୍ଲୀରେ ଉପସ୍ଥିତ ଥିଲି । ମୁଁ ପୁଣି…