Latest Odisha News

BREAKING NEWS

Browsing Tag

Price Hike

ରାଜ୍ୟରେ ହୁ ହୁ ହୋଇ ବଢ଼ି ଚାଲିଛି ଟମାଟୋ ଦର : ଉତ୍ତର ରଖିଲେ ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ହୁ ହୁ ହୋଇ ବଢ଼ି ଚାଲିଛି ଟମାଟୋ ଦର । ସପ୍ତାହକରେ ୧୦୦ ଟଙ୍କା ପାର୍ କରିଛି ଟମାଟୋ ଦର। ଯାହା ଫଳରେ ହନ୍ତସନ୍ତ ହେଉଛନ୍ତି ସାଧାରଣ ଜନତା । ରାଜଧାନୀ ଭୁବନେଶ୍ୱରରେ ଟମାଟୋ କିଲୋ ପିଛା ୧୦୦ ଟଙ୍କା ଦରରେ ବିକ୍ରି ହେଉଥିବା ବେଳେ କଟକରେ ଟମାଟୋ ଦର ୮୦/୯୦ ଟଙ୍କା ଛୁଇଁଛି…

ଗ୍ୟାସ୍ ଦର ବଢ଼ାଇ ପିଏମ୍ ମୋଦି ଚାହୁଁଛନ୍ତି କି ଲୋକେ ଚାଉଳ ନ ରାନ୍ଧି କଞ୍ଚା ଖାଆନ୍ତୁ ? :ବିଜେଡି

ଭୁବନେଶ୍ୱର: ଓଡ଼ିଶା ତଥା ଦେଶର ମା’ ଭଉଣୀଙ୍କ ଆଖିରୁ ଚୂଲି ଧୂଆଁ ବାଜି ଯେଭଳି ଲୁହ ନବାହାରିବ ସେଥିପାଇଁ କେନ୍ଦ୍ର ସରକାର ଉଜ୍ୱଳା ଯୋଜନାରେ ରିହାତି ଦରରେ ରନ୍ଧନ ଗ୍ୟାସ ସିଲିଣ୍ଡର ଯୋଗାଣ ଯୋଜନା କରିଥିଲେ । ହେଲେ ଏଲପିଜି ରନ୍ଧନ ଗ୍ୟାସର ଦର ଦ୍ରୁତ ଗତିରେ ବୃଦ୍ଧି କେବଳ ଓଡ଼ିଶାର ମାଆ ଏବଂ…

ପୁଣି ମହଙ୍ଗା ମାଡ଼, ନୂଆ ଗ୍ୟାସ୍ ସଂଯୋଗ ପାଇଁ ଦେବାକୁ ପଡ଼ିବ ଅଧିକ ଟଙ୍କା

ନୂଆଦିଲ୍ଲୀ: ଦିନକୁ ଦିନ ବିଭିନ୍ନ ସାମଗ୍ରୀର ଦର ବଢ଼ି ଚାଲିଛି । ଗତ କିଛିମାସ ମଧ୍ୟରେ ରୋଷେଇ ଘରେ ବ୍ୟବହୃତ ବିଭିନ୍ନ ଜିନିଷର ଦର ବଢ଼ିଥିବା ବେଳେ ଏବେ ନୂଆ ଘରୋଇ ଗ୍ୟାସ୍ ସଂଯୋଗ ନେବା ମଧ୍ୟ ମହଙ୍ଗା ହୋଇଛି । ଆସନ୍ତାକାଲି ଜୁନ୍ ୧୬ ତାରିଖରୁ ତୈଳ କମ୍ପାନୀ ଗ୍ୟାସ୍ ସଂଯୋଗ କ୍ଷେତ୍ରରେ…

ପେଟ୍ରୋଲ ପମ୍ପରେ ୫୦ଟଙ୍କାରୁ ତଳକୁ ତେଲ ମନା

ନାଗପୁର: ୫୦ ଟଙ୍କାରୁ କମ୍ ମାତ୍ରାର ତେଲ ମିଳିବନି । ସିଧାସିଧା ମନା । ବିନା କିଛି ଆଲୋଚନା, ଯୁକ୍ତି ତର୍କରେ ଫେରି ଆସିବେ । ମହାରାଷ୍ଟ୍ର ନାଗପୁରର ଗୋଟିଏ ପେଟ୍ରୋଲ ପମ୍ପରେ ୫୦ ଟଙ୍କାରୁ କମ୍ ମାତ୍ରାର ତେଲ ଦେବାକୁ ମନା କରିଦେଇଛନ୍ତି ଟାଙ୍କି ମାଲିକ । ତେଲ ଭରୁଥିବା ସ୍ଥାନରେ ଏକ କାଗଜରେ…

[ଭିଡ଼ିଓ] ରାଜ ରାସ୍ତାରୁ ରାଜଭବନ ଯାଏଁ ଦରଦାମ ବୃଦ୍ଧିର ପ୍ରତିବାଦ

ଭୁବନେଶ୍ବର: ରାଜରାସ୍ତାରୁ ରାଜଭବନ ପହଞ୍ଚିଲା ଦରଦାମ ବୃଦ୍ଧି ତାତି । ପେଟ୍ରୋଲ, ଡିଜେଲ ଓ ଗ୍ୟାସ୍ ଦର ଅହେତୁକ ବୃଦ୍ଧି ପ୍ରତିବାଦରେ ବିଜେଡିର ଧାରଣା । ମହିଳା, ଯୁବ ଓ ଛାତ୍ର ବିଜେଡି କର୍ମୀ ଧାରଣାରେ ସାମିଲ । ପୂର୍ବରୁ ତିନି ଦିନ ଧରି କଟକ, ସମ୍ବଲପୁର ଓ ବ୍ରହ୍ମପୁର ଆରଡିସି…

ହୁ ହୁ ହୋଇ ବଢୁଛି ଦରଦାମ୍, ବଲାଙ୍ଗିରରେ ବଢ଼ିଲା ଅସନ୍ତୋଷ

ବଲାଙ୍ଗିର : ହୁ ହୁ ହୋଇ ବଢ଼ିଚାଲିଛି ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ୍ । ପ୍ରତିଦିନ ତେଲ ଦର ବଢୁଥିବା ବେଳେ, ପନିପରିବା ଦର ଆକାଶଛୁଆଁ । ବଲାଙ୍ଗୀର ଜିଲ୍ଲାରେ ପଡ଼ିଛି ଅହେତୁକ ତୈଳଦର ବୃଦ୍ଧିର ପ୍ରଭାବ । ଦରବୃଦ୍ଧି ଯୋଗୁ ବଜାର ଉପରେ ପଡିଛି ଏହାର ପ୍ରଭାବ । ବଲାଙ୍ଗୀର ଜିଲ୍ଲାରେ ପେଟ୍ରୋଲ…

ଦରଦାମ୍ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଧାରଣା

ଢ଼େଙ୍କାନାଳ: ଦରଦାମ୍ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଗଣଧାରଣା । ଢ଼େଙ୍କାନାଳ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଅତ୍ୟାବଶ୍ୟକୀୟ ଜିନିଷପତ୍ରର ଦରଦାମ ବୃଦ୍ଧିକୁ ବିରୋଧ କରାଯାଇଛି । ସେହିଭଳି ପେଟ୍ରୋଲ, ଡିଜେଲର ଦାମ୍ ବୃଦ୍ଧି ବିରୋଧରେ ପେଟ୍ରୋଲ ପମ୍ପ ସମ୍ମୁଖରେ ଢ଼େଙ୍କାନାଳ କଂଗ୍ରେସ…

ଦର ବୃଦ୍ଧି ପ୍ରତିବାଦରେ CPIMର ବିକ୍ଷୋଭ

ପୁରୀ : ତୈଳ ଓ ଖାଦ୍ୟ ସାମଗ୍ରୀର ଦର ବୃଦ୍ଧି ପ୍ରତିବାଦରେ ପୁରୀ ଜିଲ୍ଲା CPIMର ବିକ୍ଷୋଭ । ପେଟ୍ରୋଲ, ଡିଜେଲ, ଗ୍ୟାସ ଓ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପତ୍ରର ଦର ବୃଦ୍ଧି ବିରୁଦ୍ଧରେ ଓ କରୋନା ସହାୟତା ପାଇଁ ଆଜି CPIM ର ପୁରୀ ବଡଦାଣ୍ଡରେ ଥିବା ପେଟ୍ରୋଲ ଟାଙ୍କି ସାମନାରେ ପ୍ରତିବାଦ…

ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଦରରେ ବୃଦ୍ଧି ଏକ ଜାତୀୟ ସମସ୍ୟା: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀର ଦରରେ ବୃଦ୍ଧି ଘଟିବା ଏକ ଜାତୀୟ ସମସ୍ୟା ବୋଲି ବୁଧବାର ଦିନ ବିଧାନସଭାରେ କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସିଂହ । ଓଡିଶାରେ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ, ତୈଳ ଦ୍ରବ୍ୟ, ଆଳୁ ଓ ପିଆଜି ଭଳି…