ସୁକିନ୍ଦା ଗଣଦୁଷ୍କର୍ମ ମାମଲା: ମୁଖ୍ୟ ଅଭିଯୁକ୍ତ ଗିରଫ
ଯାଜପୁର : ସୁକିନ୍ଦା ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ସୁକିନ୍ଦା ପୋଲିସ ଏବଂ କପିଳାସ ପୋଲିସ ମିଳିତ ଭାବେ ଢେଙ୍କାନାଳ ସ୍ଥିତ କପିଳାସରୁ ଗିରଫ କରିଛି ।
ଗିରଫ ଅଭିଯୁକ୍ତ ନାମ ସବ୍ୟସାଚୀ ବେଉରା ବୋଲି ଜଣାପଡିଛି ।
ପୀଡ଼ିତାଙ୍କ ବାପା ସୁକିନ୍ଦା ଥାନାରେ ଲିଖିତ ଅଭିଯୋଗ କରିବା…