Latest Odisha News

BREAKING NEWS

Browsing Tag

Prime minister narendra modi

ଆଜିଠୁ ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ, ଯୋଗ ଦିବସରେ ନେବେ ନେତୃତ୍ୱ

ନୂଆଦିଲ୍ଲୀ: ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମଙ୍ଗଳବାର ସକାଳେ ଦିଲ୍ଲୀରୁ ଗସ୍ତ ଆରମ୍ଭ କରିଛନ୍ତି। ବୁଧବାର ୱାଶିଂଟନର ଆଣ୍ଡ୍ରିୟୁସ ବାୟୁସେନା ବେସ୍‌ରେ ମୋଦୀ ପହଞ୍ଚିବେ। ଏଠାରେ ତାଙ୍କୁ ସ୍ୱାଗତ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ନ୍ୟୁୟର୍କରେ ମିଳିତ ଜାତିସଂଘ…

ଚର୍ଚ୍ଚାରେ ମୋଦୀଙ୍କ ନୀଳ ରଙ୍ଗର ଜ୍ୟାକେଟ୍‌, ଜାଣନ୍ତୁ ଏହା ପଛର କାରଣ… 

ନୂଆଦିଲ୍ଲୀ : ପୁଣି ଚର୍ଚ୍ଚାରେ ମୋଦୀଙ୍କ ଜ୍ୟାକେଟ୍‌  । ସବୁ ସମୟରେ ନିଜର ପୋଷାକକୁ ନେଇ ଚର୍ଚ୍ଚାରେ ରହିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ  । ବିରୋଧି ଦଳ ମଧ୍ୟ ସବୁବେଳେ ପ୍ରଧାନମନ୍ତ୍ରୀଙ୍କ ପୋଷାକର ଦାମକୁ ନେଇ ଆଲୋଚନା କରନ୍ତି। ସଂସଦ ହେଉକି ପ୍ରଧାନମନ୍ତ୍ରୀଙ୍କ ବିଦେଶ ଗସ୍ତ ସବୁ ସମୟରେ…

ଫିଲ୍ମକୁ ନେଇ ଅଯଥା ଟିପ୍ପଣୀ କରିବାରୁ ଦୂରେଇ ରୁହ: ବିଜେପି ନେତାଙ୍କୁ ମୋଦୀଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ବିଭିନ୍ନ ଫିଲ୍ମ ଉପରେ ବିଜେପି ନେତାଙ୍କର ବେପରୁଆ ଟିପ୍ପଣୀକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏଭଳି ଅଯଥା ଟିପ୍ପଣୀରୁ ଦୂରେଇ ରହିବାକୁ ସେ ବିଜେପି ନେତାମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀରେ ଚାଲିଥିବା ଦୁଇ ଦିନିଆ (୧୬-୧୭)…

‘ଆର୍‌ଆର୍‌ଆର୍‌’ ଟିମ୍‌କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ଗୋଲ୍ଡେନ ଗ୍ଲୋବ୍ସ ଆୱାର୍ଡ ଜିତିଛି ‘ଆର୍‌ଆର୍‌ଆର୍‌’ ଫିଲ୍ମ । ଏସଏସ ରାଜାମୌଲୀଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଆର୍‌ଆର୍‌ଆର୍‌’ ର ‘ନାଟୁ ନାଟୁ’ ଗୀତକୁ ଶ୍ରେଷ୍ଠ ଅରିଜନାଲ ଗୀତର ଆୱାର୍ଡ ମିଳିଛି।‘ଆର୍‌ଆର୍‌ଆର୍‌’ ରେ ଜୁନିଆର୍‌ ଏନ୍‌ଟିଆର୍‌ ଓ ରାମ ଚରଣଙ୍କ ଅଭିନୀତ ଏହି ଗୀତ…

ଓଡ଼ିଆ ନବ ବର୍ଷ ଓ ପଣା ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଆ ନବ ବର୍ଷ ଏବଂ ମହାବିଷୁବ ଓ ପଣା ସଂକ୍ରାନ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି । ମୋଦି ଟ୍ୱିଟ୍ କରି ଲେଖିଛନ୍ତି- ନୂଆ ବର୍ଷରେ ଆପଣମାନଙ୍କର ମନସ୍କାମନା ପୂର୍ଣ୍ଣ ହେଉ, ଏହା ହିଁ ମୋର ପ୍ରାର୍ଥନା ।…

କୋଭାକ୍ସିନର ଦ୍ୱିତୀୟ ଡୋଜ୍ ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: କରୋନାର ବଢ଼ୁଥିବା ମାମଲା ଭିତରେ କୋଭିଡ୍ ଟିକା କୋଭାକ୍ସିନର ଦ୍ୱିତୀୟ ଡୋଜ୍ ନେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦିଲ୍ଲୀ ଏମ୍ସରେ ଦେଶୀ ଟିକା କୋଭାକ୍ସିନ୍ ନେବା ସହ ଲୋକଙ୍କୁ ଭ୍ୟାକ୍ସିନ୍ ନେବା ପାଇଁ ପ୍ରଧାନମନ୍ତ୍ରୀ ଅନୁରୋଧ କରିଛନ୍ତି । କହିଛନ୍ତି- ଭୂତାଣୁକୁ…

ପେଟ୍ରୋଲ ପମ୍ପ୍‌ରୁ ପ୍ରଧାନମନ୍ତ୍ରୀଙ୍କ ଫଟୋ ଥିବା ହୋର୍ଡିଂ ହଟାଇବାକୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ 

ନୂଆଦିଲ୍ଲୀ: ଚଳିତ ମାସ ୨୭ ତାରିଖରୁ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ଏଥିପାଇଁ ରାଜନୈତିକ ଦଳଗୁଡ଼ିକର ପ୍ରଚାର ଅଭିଯାନ ଜୋରଦାର ଚାଲିଛି । ତେବେ ଏହା ପୂର୍ବରୁ ବିଜେପିକୁ ୪ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ପେଟ୍ରୋଲ ପମ୍ପ୍‌ରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ଥିବା ହୋର୍ଡିଂ…

ବଜେଟ୍ ଅଧିବେଶନ ପୂର୍ବରୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା

ନୂଆଦିଲ୍ଲୀ: ବଜେଟ୍ ଅଧିବେଶନ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ଭାରତର ଉଜ୍ଜ୍ୱଳ ଭବିଷ୍ୟତ ଲାଗି ଚଳିତ ଦଶନ୍ଧି ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ମୋଦି । ଦଶନ୍ଧିର ଭରପୂର ଉପଯୋଗ ନେଇ ଚଳିତ ଅଧିବେଶନରେ ସମସ୍ତ ଚର୍ଚ୍ଚା ହେଉ ବୋଲି ପ୍ରଧାନମନ୍ତ୍ରୀ…

ଷ୍ଟାଚ୍ୟୁ ଅଫ୍ ୟୁନିଟିକୁ ସିଧାସଳଖ ଟ୍ରେନ୍ ସେବା, ୮ଟି ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ବର୍ତ୍ତମାନ ଗୁଜୁରାଟର କେଭାଡିଆ ଗାଁକୁ ଯାଇ ସର୍ଦ୍ଦାର ବଲ୍ଲଭାଇ ପଟେଲଙ୍କ ଷ୍ଟାଚ୍ୟୁ ଅଫ୍ ୟୁନିଟି ବୁଲି ଦେଖିବା ଆହୁରି ସହଜ ହେବ । ବର୍ତ୍ତମାନ ଦିଲ୍ଲୀରୁ ସିଧାସଳଖ କେଭାଡିଆ ଗାଁକୁ ଯିବ ଟ୍ରେନ୍ । ଭିଡିଓ କନଫରେନ୍ସିଂରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮ଟି ନୂଆ ଟ୍ରେନକୁ…

ଆମେରିକା ହିଂସାକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ଆମେରିକାରେ ହିଂସାକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏଭଳି ହିଂସା ଓ ଦଙ୍ଗା ଖବର ଅତ୍ୟନ୍ତ ବ୍ୟଥିତ କରିଛି । ବେଆଇନ୍ ବିକ୍ଷୋଭକୁ ଗଣତନ୍ତ୍ରରେ ଅନୁମତି ନାହିଁ । ଗଣତାନ୍ତ୍ରିକ ପ୍ରକ୍ରିୟାରେ ବିରୋଧ ପ୍ରଦର୍ଶନ ପ୍ରଭାବ…