Latest Odisha News

BREAKING NEWS

Browsing Tag

Prime minister narendra modi

କୋଭିଡ୍ ଟିକା ନିର୍ମାତା ୩ଟି କମ୍ପାନୀ ସହ ଆଜି ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କୋଭିଡ୍‌ ଟିକା ପ୍ରସ୍ତୁତ କରୁଥିବା ୩ଟି କମ୍ପାନୀ ସହ ଆଲୋଚନା କରିବେ । ଭର୍ଚ୍ଚୁଆଲ ମିଟିଂରେ ଜେନୋଭା ବାୟୋଫାର୍ମା, ବାୟୋଲୋଜିକାଲ-ଇ’ ଓ ଡକ୍ଟର ରେଡ୍ଡି ଫାର୍ମା ପ୍ରତିନିଧି ଯୋଗଦେବେ । ଗତ ଶନିବାର ଦିନ ପ୍ରଧାନମନ୍ତ୍ରୀ ଜାଇଡସ…

ରୋଜଗାର ହରାଇଥିବା ଲୋକଙ୍କୁ ସାହାଯ୍ୟ କରନ୍ତୁ ସରକାର: ସୋନିଆ

ନୂଆଦିଲ୍ଲୀ: କରୋନା ସଂକଟ ଉପରେ ଆଜି ଭିଡିଓ କନଫରେନ୍ସିଂରେ କଂଗ୍ରେସ ୱାର୍କିଂ କମିଟର ବୈଠକ ହୋଇଛି । ଏଥିରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଲକଡାଉନ ସମୟରେ ବେକାର ଥିବା ଲୋକ ତଥା ଚାକିରୀ ହରାଇଥିବା ଲୋକଙ୍କ ସମ୍ପର୍କରେ ଆଲୋଚନା କରିଛନ୍ତି । ସେ କହିଛନ୍ତି ଯେ, ସରକାର…

ଓଡିଆରେ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ 

ଭୁବନେଶ୍ୱର: ଉତ୍କଳ ଦିବସ ଅବସରରେ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି । ଉଭୟ ଟ୍ୱିଟ୍‌ରରେ ଓଡିଆ ଭାଷାରେ ଲେଖି ସମସ୍ତ ଓଡିଶାବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି ରାଜ୍ୟର ଭବିଷ୍ୟତ ଉଜ୍ଜ୍ୱଳମୟ,…

ମୋଦିଙ୍କ ଟୁଇଟ୍‌ରେ କୁନି ଝିଅର କରୋନା ସଚେତନତା ବାର୍ତ୍ତା

ନୂଆଦିଲ୍ଳୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ସମୟରେ ସାଧାରଣଲୋକଙ୍କ ଭଲ କାମ ଓ ବାର୍ତ୍ତାକୁ ନିଜ ପକ୍ଷରୁ ଟୁଇଟ୍ କରି ଉତ୍ସାହିତ କରିବାର ଅନେକ ନଜିର୍ ରହିଛି । ତେବେ ରବିବାର ଅପରାହ୍ନରେ ନରେନ୍ଦ୍ର ମୋଦିଙ୍କ ଟ୍ୱିଟରରେ ସ୍ଥାନ ପାଇଥିଲା କରୋନା ସଂକ୍ରମଣ ଓ ଲକ୍ ଡାଉନ୍ କୁ…

 ମୋଦୀଙ୍କ ଜୀବନୀକୁ ନେଇ ନିର୍ମାଣ ହେବାକୁ ଯାଉଛି ଚଳଚ୍ଚିତ୍ର ‘ମନ୍ ବୈରାଗି’

ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜୀବନୀ ଉପରେ ନିର୍ମାଣ ହେବାକୁ ଯାଉଛି ଆଉ ଏକ ସିନେମା । ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଏହାର ପୋଷ୍ଟର ମଧ୍ୟ ରିଲିଜ ହୋଇଛି। ଏହି ପୋଷ୍ଟରକୁ ସୁପରଷ୍ଟାର ଅକ୍ଷୟ କୁମାର ଓ ପ୍ରଭାସଙ୍କ ଭଳି ବଲିଉଡର ଆଗଧାଡ଼ିର ଅଭିନେତା ମାନେ ନିଜ ଟ୍ୱିଟର…

ମୋଦୀ ନବୀନଙ୍କୁ ଦେଲେ ପ୍ରତିଶୃତି, ଓଡ଼ିଶାର ବିକାଶ ଲାଗି କେନ୍ଦ୍ର କରିବ ସହଯୋଗ

ଭୁବନେଶ୍ୱର : ଓଡିଶାରେ ୫ମ ଥର ଲାଗି ମୁଖ୍ୟମନ୍ତ୍ରୀ ଆସନ ଅକ୍ତିଆର କରିଥିବା ନବୀନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଦିନ ଶୁଭେଚ୍ଛା ଜଣାଇଛନ୍ତି । ଏନେଇ ମୋଦି ଟ୍ୱିଟ୍ କରିଛନ୍ତି । ଉକ୍ତ ଟ୍ୱିଟରେ ମୋଦି ନବୀନ ଓ ତାଙ୍କ ଟିମକୁ ଶୁଭକାମନା ଜଣାଇବା ସହ ଓଡିଶାର ପ୍ରଗତି ଲାଗି…