Latest Odisha News
Browsing Tag

Prisoners

ଦୁର୍ଗାପୂଜାରେ କଏଦୀଙ୍କୁ ଦିଆଯିବ ମଟନ୍ ବିରିୟାନୀ, ପୁଲାଓ ସହ ଏସବୁ ଖାଦ୍ୟ

କୋଲକାତା: ଦୁର୍ଗା ପୂଜା ଆରମ୍ଭ ହେବାକୁ ଆଉ ଅଳ୍ପ ଦିନ। ସାରା ଦେଶରେ ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଚାଲିଛି। ପଶ୍ଚିମବଙ୍ଗରେ ଧୁମଧାମରେ ଦୁର୍ଗା ପୂଜା ପାଳିତ ହୋଇଥାଏ। ଏହି ସମୟ ମଧ୍ୟରେ ପଶ୍ଚିମବଙ୍ଗରେ ଦେବୀ ଦୁର୍ଗାଙ୍କ ଭବ୍ୟ ପେଣ୍ଡାଲଗୁଡିକୁ ଆକର୍ଷଣୀୟ ଭାବେ ସଜାଯାଇଥାଏ ଏବଂ…

ତିହାର ଜେଲରେ ୧୨୫ କଏଦୀ ଏଚଆଇଭି ପଜିଟିଭ୍

ନୂଆଦିଲ୍ଲୀ: ଦିଲ୍ଲୀର ତିହାର ଜେଲରେ ୧୨୫ କଏଦୀ ଏଚ.ଆଇ.ଭି. ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ୨୦୦ କଏଦୀଙ୍କୁ ସିଫିଲିସ୍ ହୋଇଥିବା ଜଣାପଡିଛି। ଯାହାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ସୂଚନା ଅନୁଯାୟୀ, ୧୦,୫୦୦ କଏଦୀଙ୍କ ଚେକଅପ କରାଯିବା ପରେ ଏହି ଘଟଣା ଲୋକଲୋଚନକୁ ଆସିଛି। ଏହି ଜେଲରେ ମୋଟ…

ରାଷ୍ଟ୍ରପତିଙ୍କ ଭାଷଣ ପରେ ସୁପ୍ରିମକୋର୍ଟଙ୍କ ପଦକ୍ଷେପ: ଦଣ୍ଡ ସମୟ ସରିଥିବା ଗରୀବ ଆଦିବାସୀ କଏଦୀଙ୍କ ରିପୋର୍ଟ ତଲବ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଭାଷଣ ପରେ ପଦକ୍ଷେପ ନେଲେ ସୁପ୍ରିମକୋର୍ଟ । ଖୁବ ଶୀଘ୍ର ଜେଲ୍ ରୁ ମୁକୁଳିବେ ସାମାନ୍ୟ ଅପରାଧ ପାଇଁ ଦଣ୍ଡ ସମୟ ସରିଯାଇଥିବା ଗରୀବ ଆଦିବାସୀ କଏଦୀ । ଜାମିନ ପରେ ବି ଛୋଟମୋଟ କଏଦୀ ଜେଲ୍ ଜୀବନ କାଟୁଥିବା ନେଇ ୨୬ ତାରିଖରେ ରାଷ୍ଟ୍ରପତି ନିଜ…