ଅଭାବ ନା ଅବହେଳା
ସୃଷ୍ଟିର ଆରମ୍ଭ ଆମ ମହିଳାଙ୍କୁ ନେଇ । ମହିଳା ଯଦି ନ ରହିବେ ତା’ହେଲେ ସଂସାର ଛାରଖାର, ଏକଥା ସମସ୍ତେ ହୃଦୟଙ୍ଗମ କରିଛନ୍ତି । ହେଲେ ବି ଆଜି ଆମେ କେଉଁଠି ନା କେଉଁଠି ମହିଳାମାନଙ୍କ ଅଭାବ ଦେଖୁଛେ । ସବୁ କ୍ଷେତ୍ରରେ ଆମେ ଯେତେ ସଶକ୍ତ ମହିଳାଙ୍କୁ କରୁଛେ ବୋଲି ଯେତେ ଉଦାହରଣ ଭାଷଣବାଜିରେ…