ଘରୋଇ ହସ୍ପିଟାଲରେ ୧୮-୪୪ ବର୍ଷ ବୟସବର୍ଗଙ୍କୁ ଟୀକାକରଣ ପାଇଁ ମିଳିଲା ଅନୁମତି
ଭୁବନେଶ୍ୱର : ଦ୍ରୁତଗତିରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଟୀକାକରଣକୁ ତ୍ୱରାନ୍ୱିତ କରିବା ପାଇଁ ୧୮-୪୪ ବର୍ଷ ବୟସବର୍ଗଙ୍କୁ ଘରୋଇ ହସ୍ପିଟାଲରେ ଟୀକାକରଣ ପାଇଁ ଅନୁମତି ମିଳିଛି ।
କୋଭାକ୍ସିନ ଓ କୋଭାଲସିଲ୍ଡ ଟୀକା ଲୋକଙ୍କୁ ମାଗଣାରେ ଦିଆଯାଉଛି । କିନ୍ତୁ ଘରୋଇ ହସ୍ପିଟାଲରେ…