ଗଳ୍ପ : ପ୍ରତ୍ୟାବର୍ତ୍ତନ
ପ୍ରିୟମ୍ବଦା ରଥ
ଏଥର ତୁ ଯା ମା,ଉପାସଟାରେ ସକଳ ପହରୁ ଘରଟା ଯାକ କାମ କରିଚାଲିଚୁ। ପ୍ରସାଦ ପାଇସାରି ଟିକେ ବିଶ୍ରାମ ନେଇଯିବୁ। ବାକି କାମ ମୁଁ ସାରିଦେଉଛି। ପ୍ରଥମ ଥର ସାବିତ୍ରୀ ବ୍ରତ କରିଛୁ। ଉପାସ ବ୍ରତ ତୋର ଅଭ୍ୟାସ ନାହି। ଥାଳିରେ ଫଳମୂଳ ସଜାଡୁ ସଜାଡୁ ଭାଉଜ ଙ୍କୁ ଆଦେଶ ଦେଲା…