Latest Odisha News

BREAKING NEWS

Browsing Tag

Priyambada Rath

ଗଳ୍ପ : ପ୍ରତ୍ୟାବର୍ତ୍ତନ

ପ୍ରିୟମ୍ବଦା ରଥ  ଏଥର ତୁ ଯା ମା,ଉପାସଟାରେ ସକଳ ପହରୁ ଘରଟା ଯାକ କାମ କରିଚାଲିଚୁ। ପ୍ରସାଦ ପାଇସାରି ଟିକେ ବିଶ୍ରାମ ନେଇଯିବୁ। ବାକି କାମ ମୁଁ ସାରିଦେଉଛି। ପ୍ରଥମ ଥର ସାବିତ୍ରୀ ବ୍ରତ କରିଛୁ। ଉପାସ ବ୍ରତ ତୋର ଅଭ୍ୟାସ ନାହି। ଥାଳିରେ ଫଳମୂଳ ସଜାଡୁ ସଜାଡୁ ଭାଉଜ ଙ୍କୁ ଆଦେଶ ଦେଲା…

ଗଳ୍ପ : ଜୀବନ ଯନ୍ତ୍ରଣା

ପ୍ରିୟମ୍ବଦା ରଥ  ପ୍ରାୟ ରାତି ଦୁଇଟା ବେଳେ ମେଡିକାଲରୁ ଫୋନକରି ଜଣାଇଲେ ପ୍ରଭାତ ।ଖବରଟି ପାଇବା ପରେ ବ୍ୟତିବ୍ୟସ୍ତ ହୋଇପଡିଲେ ରୀତିକା । କିଛି ସମୟ ପାଇଁ ନିଜର ସ୍ଥିତିକୁ ସେ ଅନୁଭବ କରିପାରିନଥିଲେ। ସବୁକିଛି ନିସ୍ତବ୍ଧ ହୋଇଯାଇଥିଲା ଯେପରି। ସ୍ଵାଭାବିକ ଅବସ୍ଥାକୁ ଫେରିବାକୁ ତାଙ୍କୁ…