ବିଜେପିକୁ ପ୍ରିୟଙ୍କା ଡର! ମୋଦି ଯିବେ ମଧ୍ୟପ୍ରଦେଶ
ଭୁବନେଶ୍ୱର: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ କର୍ଣ୍ଣାଟକ ଢାଞ୍ଚାରେ ସେଠାରେ କାର୍ଯ୍ୟ ଆରମ୍ଭ କରିଛି। ମୁଖ୍ୟମନ୍ତ୍ରୀ ଚେହେରା ଭାବେ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ମଧ୍ୟପ୍ରଦେଶରେ ଜୋରଦାର ପ୍ରଚାର କରୁଛନ୍ତି।
ଏପରିକି ଦଳ ପକ୍ଷରୁ ପ୍ରିୟଙ୍କା ଗାନ୍ଧୀ ନର୍ମଦା…