Latest Odisha News

BREAKING NEWS

Browsing Tag

producer

ନେଟଫ୍ଲିକ୍ସ ବିରୋଧରେ ୪୭ କୋଟି ଟଙ୍କା ଠକେଇ ଅଭିଯୋଗ

ମୁମ୍ବାଇ: ବଲିଉଡର ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ମାତା ଭାସୁ ଭଗନାନୀ ଏବଂ OTT ପ୍ଲାଟଫର୍ମ ନେଟଫ୍ଲିକ୍ସ ମଧ୍ୟରେ ବିବାଦ ଲାଗି ରହିଛି। ଏହାରି ମଧ୍ୟରେ ଭାସୁ ଭଗନାନୀ ନେଟଫ୍ଲିକ୍ସ ବିରୋଧରେ ୪୭ କୋଟି ଟଙ୍କା ଠକେଇ ଅଭିଯୋଗ ଆଣିଛନ୍ତି। ସେପଟେ ନେଟଫ୍ଲିକ୍ସ ମଧ୍ୟ ଭାସୁଙ୍କ ବିରୋଧରେ ପାଲଟା ଅଭିଯୋଗ…

[ଦେଖନ୍ତୁ ଭିଡିଓ] କାଷ୍ଟିଂ କାଉଚ୍ ଅଭିଯୋଗର ‘ଅକ୍ଷୟ’ ଅଧ୍ୟାୟ, କିଏ କହୁଛି ସତ ?

ଭୁବନେଶ୍ୱର: ପ୍ରଥମେ ଯୌନ ଶୋଷଣ ଅଭିଯୋଗ ଯୁବତୀ ଆଣିବା ପରେ ଏବେ ଅକ୍ଷୟ ପରିଜା ପାଲଟା ଏତଲା ଦେଇଛନ୍ତି । ଅନ୍ୟପଟେ ମୋବାଇଲରୁ ମୋବାଇଲକୁ ଘୁରି ବୁଲୁଛି ଅନ୍ତରଙ୍ଗ ମୁହୂର୍ତ୍ତର କେତେ ଗୁଡ଼ାଏ ଅଶ୍ଲୀଳ ଫଟୋ । ଯେଉଁଥିରେ ପ୍ରଯୋଜକ ଅକ୍ଷୟ ପରିଜାଙ୍କ ସହ ଜଣେ ଯୁବତୀ ଥିବା ଦେଖା ଯାଉଛି । ଯାହାକି…

ପରଲୋକରେ ପ୍ରଯୋଜକ ଶ୍ରୀନିବାସ ପାଇକରାୟ

ଭୁବନେଶ୍ୱର: ପଞ୍ଚସଖା ଫିଲ୍ମସ୍ ଓ ଦେବାଶିଷ ଚଳଚିତ୍ର ପ୍ରଯୋଜନାର ପ୍ରଯୋଜକ ଶ୍ରୀନିବାସ ପାଇକରାୟଙ୍କର ଆଜି ଭୁବନେଶ୍ୱର ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ମରଶରୀରକୁ ଶେଷଦର୍ଶନ ପାଇଁ ନରଣଗଡର ମାନପୁରକୁ ନିଆଯାଇଛି । ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କର ଶେଷ ଦର୍ଶନ କରିଛନ୍ତି । ଶ୍ରୀ…

ଫେରୁଛନ୍ତି କରିଶ୍ମା କାପୁର, ହେଲେ ଅଭିନୟ କରିବେନି !

ମୁମ୍ବାଇ: ବଲିଉଡର ଚୁଲବୁଲି ନାୟିକା । ଏହି ଟ୍ୟାଗ୍ ପ୍ରଥମେ କରିଶ୍ମା କାପୁରଙ୍କୁ ହିଁ ସୁଟ୍ କରୁଥିଲା । ହେଲେ ବେଳ ଗଡିବା ସହ ସେ ବି ବଲିଉଡରୁ ଉଭାନ୍ ହୋଇଯାଇଥିଲେ । କୁଲି ନମ୍ବର ୱାନ୍ ହେଉ କି ହିରୋ ନମ୍ବର ୱାନ୍ । ଫିଲ୍ମକୁ ନମ୍ବର ୱାନ୍ କରାଇବାରେ କରିଶ୍ମାଙ୍କ ଭୂମିକା ବି କିଛି କମ୍…

ଗ୍ୟାଙ୍ଗସ୍ ଅଫ୍ ଫିଲ୍ମିସ୍ତାନ ବିବାଦ: ନିର୍ମାତାଙ୍କ ଉପରେ ବର୍ଷିଲେ ଶିଳ୍ପା ସିନ୍ଦେ !

ମୁମ୍ବାଇ: ଅନେକ ଲୋକ ଭାବିଥିଲେ ବିଗ୍‌ବସ୍ ପରେ ଛୋଟ ପରଦାକୁ ଫେରିବେ ଶିଳ୍ପା ସିନ୍ଦେ । ପ୍ଲାଟଫର୍ମ ସାଜିଥିଲା ଗ୍ୟାଙ୍ଗସ୍ ଅଫ୍ ଫିଲ୍ମିସ୍ତାନ୍ । ହେଲେ ସୋ' ଆରମ୍ଭ ହେବା ପୂର୍ବରୁ ହିଁ ଶିଳ୍ପା ଓହରିଯାଇଛନ୍ତି । ପ୍ରତିଦିନ ଶିଳ୍ପାଙ୍କୁ ନେଇ କିଛି ନା କିଛି ମସାଲାଦାର ଖବର ସାମ୍ନାକୁ ଆସୁଛି…