Latest Odisha News

BREAKING NEWS

Browsing Tag

Prof Ganeswar Mishra

ଅନୁବାଦକ ଗଣେଶ୍ୱର ମିଶ୍ର : ଜାହାନାରା ଆତ୍ମକାହାଣୀରୁ ହେଲେନ୍ କେଲର୍

ଏବେ ଅନୁବାଦ, ଗଳ୍ପ, କବିତା, ନାଟକ ଓ ଉପନ୍ୟାସ ଭଳି ସର୍ଜନଶୀଳ ସାହିତ୍ୟର ମର୍ଯ୍ୟାଦା ଲାଭ କରିବା ସଙ୍ଗେ ସଙ୍ଗେ ଆଧୁନିକ ସାହିତ୍ୟ କ୍ଷେତ୍ରରେ ଏକ ସ୍ୱତନ୍ତ୍ର ବିଭାଗ ରୂପେ ଗୃହୀତ ହୋଇ ସାରିଲାଣି । ସମାଲୋଚକମାନଙ୍କ ମତରେ ଅନୁବାଦ ହେଉଛି ଝରକା ସଦୃଶ ଯଦ୍ଦ୍ୱାରା ବାହାରଜଗତର ଦୃଶ୍ୟ-ଜୀବନ ଓ…

ସାହିତ୍ୟ ପିଲାମାନଙ୍କୁ ରୁଦ୍ଧିମନ୍ତ କରେ ବୋଲି ଗଣେଶ୍ୱର ମିଶ୍ରଙ୍କ ବିଶ୍ୱାସ ରହିଥିଲା : ଦାଶ ବେନହୂର

ଭୁବନେଶ୍ୱର: ‘ସାହିତ୍ୟ ପିଲାମାନଙ୍କୁ ଗଢେ, ସଂସ୍କାର ଦିଏ, ଦିଗ୍‌ଦର୍ଶନ ଦିଏ ଓ ଏଥି ସହିତ ମୌଳିକ ପରିଚୟ ଦେଇଥାଏ । ତେଣୁ ପିଲାମାନଙ୍କ ସାହିତ୍ୟ ଅବହେଳିତ ହେବା କଥା ନୁହେଁ । ଓଡିଶାରେ ପିଲାଙ୍କ ସାହିତ୍ୟର କିପରି ଉନ୍ନତି ହୋଇପାରିବ ସେ ଉପରେ ଗୁରୁତ୍ୱ ଦିଆଯିବାର ଆବଶ୍ୟକତା ରହିଛି । ଏହି…

ସରଳ କବିତା

(ଭାବାନୁବାଦ - ପ୍ରଶାନ୍ତ କୁମାର ଦାଶ) ଦିନେ ମୁଁ ଲେଖିଲି, ଏକ ସରଳ କବିତା। ବିଜ୍ଞାନୀ ଭାବିଲେ, ଏହା କେତେ ଜଟିଳ ! ଅଗୁଁଆର ପାଠକ କହିଲେ, ଭାରି ସହଜିଆ। ଏମିତି ........... କେହିବି ପଢିଲେନି ତାହାକୁ। କବିତାଟି ଏତେ ସହଜ ଥିଲାଯେ , ଶବ୍ଦରାଜି ମୋ ମୁହଁରେ ଝଲସି…