ଆସନ୍ତାକାଲି କୋଟିଆରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ବିକାଶ ପଥରେ ସୀମାନ୍ତ କୋଟିଆ । ଆଜି ଅନେକ ପ୍ରକଳ୍ପର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଟିଆର ୧୦ ଶଯ୍ୟା ବିଶିଷ୍ଟ ହସପିଟାଲ, ସବ ସେଣ୍ଟର, ଅଫିସର କ୍ଲଷ୍ଟର ଗୃହ, ସ୍ବାସ୍ଥ୍ୟ ବିଭାଗ କର୍ମଚାରୀଙ୍କ ପାଇଁ ସରକାରୀ ବାସ ଗୃହ, ମାଡକର ଗାଁକୁ ରାସ୍ତା,…