[ଦେଖନ୍ତୁ ଭିଡିଓ] ପ୍ରେମ ସପ୍ତାହରେ ଆଜି ‘ପ୍ରପୋଜ ଡେ’
ଭୁବନେଶ୍ୱର: ଚାଲିଛି ପ୍ରେମ ସପ୍ତାହ । ଚକୋଲେଟ ଡେ’ରୁ ଏହି ଦିବସ ଆରମ୍ଭ ହୋଇଛି । ତେବେ ଏହି ପ୍ରେମ ଯେ କେବଳ ପ୍ରେମୀ ଯୁଗଳଙ୍କ ପାଖରେ ସୀମିତ ନୁହେଁ । ପ୍ରେମୀ ଯୁଗଳଙ୍କଠାରୁ ନେଇ ଭାଇ ଭଉଣୀ ସମ୍ପର୍କ ହେଉକି ବନ୍ଧୁତ୍ୱ ସମ୍ପର୍କରେ ବି ରହିବ ନିହାତି ଦରକାର ।
ଆଉ ଏବେ ଏହି ପ୍ରେମ…