କଟକରେ ପେଟ୍ରୋଲ ଲିଟର ୮୦ ଟଙ୍କା, କିଏ ବିକୁଛି ଜାଣନ୍ତୁ
କଟକ : ସାରା ଦେଶରେ ଏବେ ଚିନ୍ତା ବଢ଼ାଇଛି ପେଟ୍ରୋଲ ଓ ଡିଜେଲ ଦର । ପ୍ରତିଦିନ ହୁ ହୁ ହୋଇ ବଢ଼ିଚାଲିଛି ଦର । ଲିଟର ପିଛା ଦର ୧୦୦ ଟଙ୍କା ଟପିଲାଣି । ଖାଉଟି ପକେଟରୁ ଟଙ୍କା ବି ଖାଲି ହୋଇଗଲାଣି । ଦରବୃଦ୍ଧିକୁ ନେଇ ବିରୋଧ ବି କରାଯାଉଛି । ହେଲେ କିଛି ବି ପ୍ରଭାବ ପଡୁନି । ଦରବୃଦ୍ଧିର…