ଧଉଳି ଚାରୁକଳା ମହାବିଦ୍ୟାଳୟରେ ଚିତ୍ରକଳା ଶିବିର
ଭୁବନେଶ୍ୱର : ଧଉଳି ଚାରୁକଳା ମହାବିଦ୍ୟାଳୟ ଓ ଭାରତ ପର୍ଯ୍ୟଟନର ଆନୁକୂଲ୍ୟରେ ସହିଦ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମହାବିଦ୍ୟାଳୟର ୧୧ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଏକ ଚିତ୍ରକଳା ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିରରେ ଅନୁଷ୍ଠାନର ଛାତ୍ରଛାତ୍ରୀଙ୍କ ଦ୍ଵାରା ସୁଭାଷ ବୋଷଙ୍କ ଜୀବନୀ…