ହୋଲିରେ ରାଜଧାନୀର ରାସ୍ତାଘାଟ ଖାଁ ଖାଁ, ସବୁଠି ଜଗିଛି ପୋଲିସ
ଭୁବନେଶ୍ୱର: କୋଭିଡ୍ କଟକଣା ଭିତରେ ରାଜ୍ୟରେ ପାଳନ ହେଉଛି ହୋଲି । ଟ୍ୱିନସିଟିରେ ପୋଲିସର କଡ଼ା ଚେକିଂ । କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଘରେ ହୋଲି ଖେଳିବାକୁ କମିଶନରେଟ୍ ପୋଲିସ ସହିତ ମହାନଗର ନିଗମ କମିଶନର କହିଥିଲେ । ହୋଲି ଖେଳିବାକୁ ରାସ୍ତାକୁ ଆସିଲେ ପୋଲିସ କାର୍ଯ୍ୟାନୁଷ୍ଠାନର ଡର…