Latest Odisha News

BREAKING NEWS

Browsing Tag

Puducherry

ରାଷ୍ଟ୍ରପତିଙ୍କ ନିୟମକୁ କେନ୍ଦ୍ର କ୍ୟାବିନେଟ୍‌ର ଅନୁମୋଦନ; ପୁଡୁଚେରୀ

ନୂଆଦିଲ୍ଲୀ: ପୁଡୁଚେରୀରେ ରାଷ୍ଟ୍ରପତିଙ୍କ ନିୟମକୁ କେନ୍ଦ୍ର କ୍ୟାବିନେଟ୍ ଅନୁମୋଦନ କରିଛି। ପୁଡୁଚେରୀରେ କଂଗ୍ରେସ ସରକାରଙ୍କ ପତନ ପରେ ଏହି ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ଭି ନାରାୟଣସାମୀଙ୍କ ନେତୃତ୍ୱାଧୀନ କଂଗ୍ରେସ ସରକାର ଏହି ସପ୍ତାହ ଆରମ୍ଭରେ ପୁଡୁଚେରୀ ବିଧାନସଭାରେ…

ପୁଡୁଚେରୀ ଉପରାଜ୍ୟପାଳ ପଦରୁ ହଟିଲେ କିରଣ ବେଦୀ

ନୂଆଦିଲ୍ଲୀ: କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀର ଉପ ରାଜ୍ୟପାଳ ପଦରୁ କିରଣ ବେଦୀଙ୍କୁ ହଟାଇ ଦିଆଯାଇଛି । ମଙ୍ଗଳବାର ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ସୂଚନା ଦିଆଯାଇଛି । ରାଷ୍ଟ୍ରପତି ଭବନରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ତେଲଙ୍ଗାନା ରାଜ୍ୟପାଳ ତାମିଲିସାଇ ସୁନ୍ଦରରାଜନଙ୍କୁ ଅତିରିକ୍ତ…