Latest Odisha News

BREAKING NEWS

Browsing Tag

Pulwama Encounter

ପୁଲୱାମାରେ ଦୁଇ ଆତଙ୍କବାଦୀ ନିହତ; ପ୍ରବାସୀ ଶ୍ରମିକ ହତ୍ୟା ରେ ଥିଲେ ସାମିଲ୍

ଶ୍ରୀନଗର: ବୁଧବାର ରାତି ଅଧରେ ପୁଲୱାମା ଜିଲ୍ଲାରେ ଦୁଇ ଆତଙ୍କବାଦୀ ଙ୍କୁ ନିହତ କରିଛି ଭାରତୀୟ ସେନା। ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ ବେଳେ ଦୁଇ ଆତଙ୍କବାଦୀ ଲୁଚିଥିବା ଖବର ଆସିଥିଲା । ସେନା ପକ୍ଷରୁ ଆଗୁଆ କିଛି ଆକ୍ରମଣ ହୋଇନଥିବା ବେଳେ ଦୁଇ ଆତଙ୍କବାଦୀ ପ୍ରଥମେ ଗୁଳି ଚାଳନା…

ଏନକାଉଣ୍ଟରରେ ୩ କୁଖ୍ୟାତ ଆତଙ୍କବାଦୀ ନିହତ

ଶ୍ରୀନଗର: ନୂଆବର୍ଷର ପ୍ରଥମ ସପ୍ତାହରେ ପଞ୍ଚମ ଏନ୍କାଉଣ୍ଟର । କାଶ୍ମୀର ଜୋନ ପୋଲିସ ଜମ୍ମୁ-କଶ୍ମୀରରେ ଆରମ୍ଭ କରିଥିଲେ ଏନକାଉଣ୍ଟର ଅଭିଯାନ । ବର୍ଷ ଆରମ୍ଭରୁ ଭାରତୀୟ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୩ ଆତଙ୍କୀବାଦୀ ନିହତ । ନିହତ ୩ଜଣ ପାକିସ୍ତାନୀ…

ପୁଲଓ୍ୱାମାରେ ଏନକାଉଣ୍ଟର, ୨ ଆତଙ୍କୀ ନିହତ

ଶ୍ରୀନଗର: ଜମ୍ମୁ-କାଶ୍ମୀର ପୁଲୱାମାରେ ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ଦୁଇ ଜଣ ଆତଙ୍କବାଦୀ । ତେବେ ସେମାନଙ୍କର ପରିଚୟ ମିଳି ପାରି ନାହିଁ । ଆଉ କିଛି ଆତଙ୍କବାଦୀ ଲୁଚିଥିବା ସନ୍ଦେହରେ ଜୋରଦାର ଚାଲିଛି ସର୍ଚ୍ଚ ଅପରେସନ୍। ପୁଲୱାମାର ଟିକନ ଅଞ୍ଚଳରେ ଆତଙ୍କାବାଦୀ ଲୁଚିଥିବା…

ପୁଲଓ୍ୱାମା ଏନକାଉଣ୍ଟର: ଜଣେ ଆତଙ୍କୀ ନିହତ, ଜଣେ ଯବାନ ସହିଦ

କଶ୍ମୀର: ଜମ୍ମୁ କଶ୍ମୀର ପୁଲଓ୍ୱାମାରେ ଆତଙ୍କବାଦୀ-ସୁରକ୍ଷାବାହିନୀ ଗୁଳିବିନିମୟ । ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛି । ତାର ପରିଚୟ ଅସ୍ପଷ୍ଟ ରହିଛି । ଏହି ସୂଚନା ଦେଇଛି କଶ୍ମୀର ଜୋନ୍ ପୋଲିସ । ଆତଙ୍କବାଦୀଙ୍କ ସହ ଗୁଳି ବିନିମୟ ବେଳେ ଜଣେ ଯବାନ ସହିଦ ହୋଇଛନ୍ତି । ଆଜି ସକାଳୁ…

ପୁଲୱାମାରେ ଏନକାଉଣ୍ଟର, ହିଜବୁଲ୍ ମୁଜାହିଦ୍ଦିନର ୨ ଆତଙ୍କବାଦୀ ମୃତ

ଶ୍ରୀନଗର: ଜମ୍ମୁ-କାଶ୍ମୀର ଅନ୍ତର୍ଗତ ପୁଲୱାମା ଜିଲ୍ଲାରେ ସୋମବାର ଦିନ ହୋଇଥିବା ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ଗୁଳି ବିନିମୟରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି । https://twitter.com/ANI/status/1199186047210381313?s=08…

ପୁଲୱାମାରେ ସେନା ଏନକାଉଣ୍ଟର, ୪ ଆତଙ୍କବାଦୀ ନିହତ

ଶ୍ରୀନଗର : ଜମ୍ମୁ-କାଶ୍ମୀର ଅନ୍ତର୍ଗତ ପୁଲୱାମା ଜିଲ୍ଲାର ଲାସିପୋରା ଅଞ୍ଚଳରେ ଗୁରୁବାର ବିଳମ୍ବିତ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ଗୁଳି ବିନିମୟରେ ୪ ଆତଙ୍କବାଦୀ ନିପାତ ହୋଇଛନ୍ତି । ନିହତଙ୍କ ମଧ୍ୟରେ ଜମ୍ମୁ-କାଶ୍ମୀର ପୋଲିସର ଜଣେ ଫେରାର ଏସପିଓ ସାମିଲ ଥିବା ନେଇ ଜଣାପଡିଛି । ମିଳିଥିବା…

ଜାମ୍ମୁ-କାଶ୍ମୀର: ଏନକାଉଣ୍ଟରରେ ୩ ଆତଙ୍କବାଦୀ ମୃତ, ଯବାନ ସହିଦ

ଶ୍ରୀନଗର : ଜାମ୍ମୁ-କାଶ୍ମୀର ଅନ୍ତର୍ଗତ ପୁଲୱାମା ଜିଲ୍ଲାରେ ଗୁରୁବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ଗୁଳି ବିନିମୟରେ ୩ ଜଣ ଆତଙ୍କବାଦୀ ନିହତ ହୋଇଥିବାବେଳେ ଜଣେ ଯବାନ ସହିଦ ହୋଇଛନ୍ତି । ପ୍ରାପ୍ତ ସୂଚନା ଅନୁଯାୟୀ ପୁଲୱାମା ଜିଲ୍ଲା ନିକଟସ୍ଥ ଦଲିପୋରା ଅଞ୍ଚଳରେ କେତେକ…

ପୁଲୱାମାରେ ଏନକାଉଣ୍ଟର, ଲସ୍କର-ଇ-ତଇବାର ୪ ଆତଙ୍କବାଦୀ ମୃତ

ଶ୍ରୀନଗର : ଜାମ୍ମୁ-କାଶ୍ମୀର ଅନ୍ତର୍ଗତ ପୁଲୱାମା ଜିଲ୍ଲାର ଲାସିପୋରା ଅଞ୍ଚଳରେ ସୋମବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ଗୁଳି ବିନିମୟରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି । ପ୍ରାପ୍ତ ସୂଚନା ଅନୁଯାୟୀ ପୁଲୱାମା ଜିଲ୍ଲା ନିକଟସ୍ଥ ଲାସିପୋରା ଅଞ୍ଚଳରେ କେତେକ ଆତଙ୍କବାଦୀମାନେ ଛପି…