ପୁଣେରେ ଅଗ୍ନିକାଣ୍ଡ; ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା
ପୁଣେ: ମହାରାଷ୍ଟ୍ରର ପୁଣେ ସ୍ଥିତ ସାନିଟାଇଜର ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟି ୧୭ ଜଣଙ୍କର ମୃତ୍ୟୁ ହୋଇଛି। ଏହି ସମୟରେ ଆହତଙ୍କ ଚିକିତ୍ସା ପାଇଁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।…