Latest Odisha News

BREAKING NEWS

Browsing Tag

Punjab

ଜେଲ୍ ନିର୍ଯାତନାର କେନ୍ଦ୍ର ନହେଉ: ମାନ୍

ଚଣ୍ଡିଗଡ଼:  ଜେଲ ଗୁଡିକ ନିର୍ଯାତନାର କେନ୍ଦ୍ର ହେବା ଉଚିତ ନୁହେଁ । କଏଦୀଙ୍କ ମାନବିକ ଅଧିକାରକୁ ସୁରକ୍ଷା ଦେବା ଜେଲ୍ ଅଧିକାରୀଙ୍କ ପ୍ରଥମ ପ୍ରାଥମିକତା ହେବା ଉଚିତ।ଏଥିସହ କଏଦୀମାନଙ୍କୁ କିଭଳି ମୁଖ୍ୟସ୍ରୋତରେ ଆଣିହେବ ତାହା ମୂଳଲକ୍ଷ୍ୟ ହେବା ଉଚିତ । ଏଥିପାଇଁ ସଂସ୍କାର ଆଣିବା ଦରକାର।…

୩୫ ହଜାର ଅସ୍ଥାୟୀ କର୍ମଚାରୀଙ୍କୁ ସ୍ଥାୟୀ କଲେ ମାନ୍ ସରକାର

ଚଣ୍ଡିଗଡ: ପଞ୍ଜାବ ମୁଖ୍ୟମନ୍ତ୍ରୀ ହେବା ପରେ ଭଗବନ୍ତ ମାନ ଏବେ ଗୋଟିଏ ପରେ ଗୋଟିଏ ବଡ଼ ନିଷ୍ପତ୍ତି ନେଉଛନ୍ତି। ଭଗବନ୍ତ ମାନ ମଙ୍ଗଳବାର ଏକ ବଡ ଘୋଷଣା କରିଛନ୍ତି। ସେ କହିଛନ୍ତି, ରାଜ୍ୟର ଗ୍ରୁପ୍ ସି ଏବଂ ଗ୍ରୁପ୍ ଡିର ପ୍ରାୟ ୩୫ ହଜାର ଅସ୍ଥାୟୀ କର୍ମଚାରୀଙ୍କୁ ସରକାର ସ୍ଥାୟୀ ଚାକିରି…

ପ୍ରତିଶ୍ରୁତି ପୂରଣ କଲା ଜନତାଙ୍କ ‘ଆପ’, ପ୍ରଥମ କ୍ୟାବିନେଟରେ ୨୫ ହଜାର ନିଯୁକ୍ତିକୁ ମୋହର

ଚଣ୍ଡିଗଡ: ୧୦ କ୍ୟାବିନେଟ ମନ୍ତ୍ରୀ ଶପଥ ନେବା ପରେ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ନେତୃତ୍ୱରେ ବସିଥିଲା ବୈଠକ । ଏହି ବୈଠକରେ ୨୫ ହଜାର ନିଯୁକ୍ତି ସୃଷ୍ଟି କରିବାକୁ କ୍ୟାବିନେଟ ନିଷ୍ପତି ନେଇଛି । ୨୫ ହଜାର ଚାକିରିରୁ ୧୫ ହଜାର ପୁଲିସ ଚାକିରି ଏବଂ ୧୦ ହଜାର ଅନ୍ୟାନ୍ୟ ବିଭାଗ ପାଇଁ ରହିବ ।…

ପଞ୍ଜାବ ପାଇଁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କଲା ଆପ୍‌

ନୂଆଦିଲ୍ଲୀ: ପଞ୍ଜାବରେ ଆମ୍ ଆଦମୀ ପାର୍ଟି ଏହାର ସିଏମ୍ ପ୍ରାର୍ଥୀ ଘୋଷଣା କରିଛି। ପଞ୍ଜାବରେ ଭଗୱନ୍ତ ମାନ ଦଳର ସିଏମ ପ୍ରାର୍ଥୀ ହେବେ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏହି ଘୋଷଣା କରିଛନ୍ତି।ଭଗୱନ୍ତ ମାନଙ୍କ ନାମ ଘୋଷଣା କରି ଅରବିନ୍ଦ କେଜ୍ରିୱାଲ କହିଛନ୍ତି ଯେ ପଞ୍ଜାବର…

ପଞ୍ଜାବରେ ଆକ୍ସନ ମୋଡ୍‌ରେ ଇଡି; ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କୀୟଙ୍କ ଘରେ ଚଢଉ

ନୂଆଦିଲ୍ଲୀ: ମନି ଲଣ୍ଡରିଂ ଅଧୀନରେ ପଞ୍ଜାବର ବେଆଇନ ବାଲି ଖନନକାରୀ କମ୍ପାନୀ ବିରୋଧରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଚଢଉ କରିଛି। ଏଜେନ୍ସି ଦ୍ୱାରା ଚଢଉ କରାଯାଇଥିବା ଲୋକମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ପଞ୍ଜାବ ସିଏମ୍ ଚରଣଜିତ୍ ସିଂ ଚନ୍ନିଙ୍କ ଭଣଜା ଭୁପିନ୍ଦର ସିଂ ହନି। ମଙ୍ଗଳବାର…

କଂଗ୍ରେସ ଦଳରୁ ଇସ୍ତଫା ଦେଲେ ଅମରିନ୍ଦର ସିଂ

ନୂଆଦିଲ୍ଲୀ: ନିକଟରେ ଏକ ନୂତନ ଦଳ ଗଠନ ଘୋଷଣା କରିଥିବା ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ଦଳର ଅନ୍ତରୀଣ ସଭାପତି ସୋନିଆ ଗାନ୍ଧୀଙ୍କୁ କ୍ୟାପଟେନ ଅମରିନ୍ଦର ସିଂ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ତେବେ ସୋନିଆ…

ବଦଳିଲେ ୪ ରାଜ୍ୟର ରାଜ୍ୟପାଳ

ନୂଆଦିଲ୍ଲୀ: ବଦଳିଲେ ୪ ରାଜ୍ୟର ରାଜ୍ୟପାଳ। ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ୪ଟି ରାଜ୍ୟରେ ନୂତନ ରାଜ୍ୟପାଳ ନିଯୁକ୍ତି କରିଛନ୍ତି। ଗୁରୁବାର ଦିନ ରାଷ୍ଟ୍ରୀୟ ଭବନ ଦ୍ବାରା ଜାରି ପ୍ରେସ କମ୍ୟୁନିକେସନ ଅନୁଯାୟୀ ଚାରିଟି ରାଜ୍ୟରେ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି।…

ଶୋଇଛି ସରକାର ? କରୋନା ରୋଗୀଙ୍କୁ ମିଳୁନି, ନଦୀରେ ଭାସୁଛି ରେମଡେସିଭର ଇଞ୍ଜେକ୍ସନ୍

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ମାମଲା ସମସ୍ତଙ୍କ ନିଦ ହଜାଇ ଦେଇଛି । ଦେଶରେ ଅକ୍ସିଜେନ୍, ବେଡଠୁ ନେଇ ଔଷଧ ସବୁକିଛିର ଅଭାବ ଦେଖା ଦେଇଛି । କେଉଁଠି ଅକ୍ସିଜେନ୍ ପାଇଁ ଛଟପଟ ହୋଇ ଜୀବନ ଯାଉଛି ତ ଆଉ କେଉଁଠି ଔଷଧ ପାଇଁ । ଏହାରି ଭିତରେ ପଞ୍ଜାବର ଏକ ଭିଡିଓକୁ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ…

ଅତ୍ୟାବଶ୍ୟକୀୟ ସାମଗ୍ରୀ ତାଲିକାରେ ମଦ, ଲକଡାଉନରେ ବି ଏହି ରାଜ୍ୟରେ ଖୋଲା ରହିବ ମଦ ଦୋକାନ

ଚଣ୍ଡିଗଡ଼: କରୋନା ସଂକ୍ରମଣ ମାମଲା ବଢ଼ି ଚାଲିଥିବା ବେଳେ ଆଉ ଏକ ବିବାଦୀୟ ନିଷ୍ପତ୍ତି ନେଇଛନ୍ତି ପଞ୍ଜାବ ସରକାର । ନିଷ୍ପତ୍ତି ଯଦିଓ ବିବାଦୀୟ ତଥାପି ଏଭଳି ପଦକ୍ଷେପ ଅନେକଙ୍କୁ ଆଶ୍ୱସ୍ତି ଦେଇଛି । ସରକାର ଏଥିରୁ ରାଜସ୍ୱ ମାଧ୍ୟମରେ ଆଶ୍ୱସ୍ତି ପାଇଥିବା ବେଳେ ଲୋକ ମଦରେ ସଉକ ଥିବା ଲୋକଙ୍କ…

ରବର୍ ବଏଙ୍କ କମାଲ୍, ନିଜ ଶରୀରକୁ ଆଗ ଓ ପଛ ଉଭୟ ପଟୁ ଛୁଇଁପାରୁଛନ୍ତି 

ପଞ୍ଜାବ: ସାଧାରଣ ମଣିଷ ଲାଗୁଥିବା ଜଣେ ଅସାଧାରଣ ବାଳକ । ଦେଖିବାକୁ ମଣିଷ ଭଳି ସେମ୍ ଟୁ ସେମ୍ । କଥାବାର୍ତ୍ତା ବି ସମାନ । ଆଚରଣ ଉଚ୍ଚାରଣରେ ବି ରହିଛି ସମାନତା । ହେଲେ ମଣିଷଠୁ ଭିନ୍ନ ଏଭଳି ଜଣେ ମଣିଷ ଯିଏ ପିଠି ପର୍ଯ୍ୟନ୍ତ ବୁଲାଇ ପାରନ୍ତି ନିଜ ମୁଣ୍ଡକୁ । ପଞ୍ଜାବ ଲୁଧିଆନା ଅଞ୍ଚଳର ଏହି…