ଭିଜିଲାନ୍ସ ଜାଲରେ ପୁରୀ ସିଡିପିଓ ଅଫିସର ଷ୍ଟାଟିଷ୍ଟିକାଲ୍ ଆସିଷ୍ଟାଣ୍ଟ
ପୁରୀ: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀ ଜିଲ୍ଲା ସମନ୍ୱିତ ଶିଶୁ ବିକାଶ କାର୍ଯ୍ୟାଳୟର ଷ୍ଟାଟିଷ୍ଟିକାଲ୍ ଆସିଷ୍ଟାଣ୍ଟଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ତାଙ୍କ ନାଁ କୃଷ୍ଣଚନ୍ଦ୍ର ଜେନା । ଏକକାଳୀନ ୪ଟି ସ୍ଥାନରେ ରେଡ୍ ଚାଲିଛି ।
ପୁରୀରେ ତିନିଟି ଓ ଭୁବନେଶ୍ୱରରେ ଗୋଟିଏ…