ବିଜେପିର ‘ରାମ’ ବାଣକୁ ରୋକିବ ଜଗନ୍ନାଥଙ୍କ ‘ଶଙ୍ଖ’ !
ଭୁବନେଶ୍ୱର: ଜାନୁୟାରୀ ୨୨ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ମୋଦି ମନ୍ଦିର ଉଦଘାଟନ କରିବେ। ଯାହାକୁ ନେଇ ସାରା ଦେଶରେ ଏକ ବଡ଼ ବାତାବରଣ ତିଆରି କରିବା ପାଇଁ ବିଜେପି ବଡ଼ ଯୋଜନା କରୁଛି।
ଦେଶର ପ୍ରତ୍ୟେକ ପ୍ରାନ୍ତରୁ ରାମ…