ଜାନୁଆରୀ ୨୦ରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ
ପୁରୀ:ଆସନ୍ତା ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ନାଟମଣ୍ଡପ ଭିତରେ ଭକ୍ତ ଶୃଙ୍ଖଳିତ ଭାବେ ପ୍ରବେଶ କରି ଶ୍ରୀଜୀଉଙ୍କୁ ସୁବିଧାରେ ଦର୍ଶନ ପାଇଁ ୬ ଥାକିଆ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି । ଏନେଇ ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ସେ ନେଇ ସମସ୍ତ…