Latest Odisha News
Browsing Tag

Puri Jagannath Temple

ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ

ପୁରୀ: ଆଜି ପୁରୀ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ସକାଳୁ ସକାଳୁ ସେ ପୁରୀରେ ପହଞ୍ଚିଥିଲେ । ତାଙ୍କୁ ଜିଲ୍ଲାପାଳ ସ୍ୱାଗତ କରିଥିଲେ । ସିଂହଦ୍ୱାର ଦେଇ ପ୍ରବେଶ କରିଥିଲେ ମୁଖ୍ୟ ଶାସନ ସଚିବ । ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ କରୋନା କାଳରେ…

କାଲିଠୁ ସର୍ବସାଧାରଣ ଦର୍ଶନ, ଆଜି ଶ୍ରୀମନ୍ଦିରକୁ କରାଗଲା ସାନିଟାଇଜ୍

ପୁରୀ: କାଲିଠୁ ରତ୍ନ ସିଂହାସନରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ସାଧାରଣ ଭକ୍ତ । ପୁରୀ ସହର ବାସୀ ଶ୍ରଜିଉଙ୍କୁ ଦର୍ଶନ କରିବେ । ଏଥିପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରିଛି ପ୍ରଶାସନ । ତାପୂର୍ବରୁ ଆଜି ଶ୍ରୀମନ୍ଦିର ପରିସରକୁ ସାନିଟାଇଜ୍ କରାଯାଇଛି । ସିଂହଦ୍ୱାର ପରିସରକୁ ସମ୍ପୂର୍ଣ୍ଣ…

ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ସେବାୟତଙ୍କ ପରିବାର

ପୁରୀ: ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଦର୍ଶନ । ଆଜି ଓ ଆସନ୍ତାକାଲି ସେବାୟତଙ୍କ ପରିବାର ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ । ଆଜି ସକାଳ ୭ଟାରୁ ଦର୍ଶନ ଆରମ୍ଭ ହୋଇଛି । ସେବାୟତଙ୍କ ପରିବାର ସଦସ୍ୟ ଯେକୌଣସି ଦ୍ୱାର ଦେଇ ମନ୍ଦିର ଭିତରେ ପ୍ରବେଶ କରିପାରୁଛନ୍ତି । ଏଥିପାଇଁ…

ଶ୍ରୀମନ୍ଦିର ଖୋଲିବା ନେଇ ଏସଓପି: କିଏ କେବେ କରିବେ ଦର୍ଶନ, ଜାଣନ୍ତୁ

ପୁରୀ: ଆସନ୍ତା ୧୬ ତାରିଖରୁ ଭକ୍ତଙ୍କ ପାଇଁ ଖୋଲିବ ଜଗା ଦୁଆର । ତାପୂର୍ବରୁ ସେବାୟତ ପରିବାର ମହାପ୍ରଭୁଙ୍କୁ ଦର୍ଶନ କରିବେ । ଶ୍ରୀମନ୍ଦିର ଖୋଲିବା ନେଇ ଜାରି ହୋଇଛି ଏସଓପି । ଆସନ୍ତା ୧୨ ଓ ୧୩ ତାରିଖରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ସେବାୟତ ପରିବାର । ସେହିପରି ୧୬ରୁ ୨୦ ତାରିଖ ଯାଏ…

ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି ଅନୁଷ୍ଠିତ

ପୁରୀ: ଦିନେ ପରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା । ତାପୂର୍ବରୁ ଆଜି ଦଇତା ସେବକମାନେ ମଙ୍ଗଳ ଆଳତୀ ପରେ ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି । ପରମ୍ପରା ଅନୁସାରେ, ସ୍ନାନଯାତ୍ରା ପୂର୍ବରୁ ତ୍ରୟୋଦାଶୀ ତିଥିରେ ଦଇତାପତିମାନେ ଶ୍ରୀମନ୍ଦିର ପ୍ରବେଶ କରିଥାନ୍ତି ।…

ଶ୍ରୀମନ୍ଦିର ବୁଲି ମରାମତି ଯାଞ୍ଚ କଲେ ଏଏସଆଇ ବିଶେଷଜ୍ଞ ଟିମ୍ 

ପୁରୀ: ପୁରୀ ଶ୍ରୀମନ୍ଦିର ବୁଲି ମରାମତି କାର୍ଯ୍ୟ ଯାଞ୍ଚ କରିଛନ୍ତି ଏଏସଆଇର ବିଶେଷଜ୍ଞ ଟିମ୍ । ଏଏସଆଇର ଯୁଗ୍ମ ମହାନିର୍ଦ୍ଦେଶକ ଅରୁଣେନ୍ଦ୍ର କୁମାରଙ୍କ ନେତୃତ୍ୱରେ ଏଏସଆଇର ବରିଷ୍ଠ ଅଧିକାରୀ ଶ୍ରୀମନ୍ଦିର ପରିସର ବୁଲି ଦେଖିବା ସହ ମରାମତି କାର୍ଯ୍ୟର ତଦାରଖ କରିଛନ୍ତି । ପ୍ରତ୍ନତତ୍ତ୍ୱ…

ଓଡ଼ିଶାରେ NSG ଟିମ୍: ଆଜି ଲିଙ୍କରାଜ ମନ୍ଦିରରେ ମକଡ୍ରିଲ୍, ୧୮ରେ ଶ୍ରୀମନ୍ଦିରରେ ସୁରକ୍ଷା ଯାଞ୍ଚ

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଛି ନ୍ୟାସନାଲ୍ ସିକ୍ୟୁରିଟି ଗାର୍ଡର (NSG) ପାଞ୍ଚ ଜଣିଆ ଟିମ୍ । ଏଥିରେ ଦୁଇ ଜଣ ଅଧିକାରୀ ଅଛନ୍ତି । ଏହି ଟିମ୍ ଆଜି ଲିଙ୍ଗରାଜ ମନ୍ଦିରରେ ମକ୍ ଡ୍ରିଲ୍ କରିବା କାର୍ଯ୍ୟକ୍ରମ ରହିଛି । ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିବ ଏନଏସଜି ଟିମ୍ । କାଲି କୋଣାର୍କରେ ହେବ…

ଶ୍ରୀମନ୍ଦିର ଲାଗି ପ୍ରସ୍ତୁତ ହେଲା ୨୦୨ କୋଟି ବଜେଟ୍

ଭୁବନେଶ୍ୱର: ଶ୍ରୀମନ୍ଦିର ଅର୍ଥ ସବ୍ କମିଟି ଶ୍ରୀମନ୍ଦିର ପାଇଁ ୨୦୨କୋଟି ଟଙ୍କାର ବଜେଟ୍ ପ୍ରସ୍ତୁତ କରିଛି । ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଏହି ବଜେଟ୍ ପ୍ରସ୍ତୁତ ହୋଇଛି । ଏ ନେଇ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଏହି ସୂଚନା ଦେଇଛନ୍ତି ଶ୍ରୀ ମନ୍ଦିର ପ୍ରଶାସକ କ୍ରିଷନ କୁମାର ।…

ପୁରୀ ଆସିବ ଏନଏସଜି ଟିମ୍: ୧୮ ତାରିଖରେ ଶ୍ରୀମନ୍ଦିର ସୁରକ୍ଷାର କରିବେ ଯାଞ୍ଚ

ପୁରୀ: ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିବ ନ୍ୟାସନାଲ୍ ସିକ୍ୟୁରିଟି ଗାର୍ଡ ବା ଏନଏସଜି । ଆସନ୍ତା ୧୮ ତାରିଖରେ ପୁରୀ ଆସିବେ ଏନଏସଜିର ବରିଷ୍ଠ ଅଧିକାରୀ । ରାଜ୍ୟ ପୋଲିସ ଅଧିକାରୀଙ୍କ ସହ ୫ ଜଣିଆ NSG ଟିମ୍ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିବେ । ଟିମରେ ରହିବେ…

ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶ

ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଏହି ତିଥିରେ ଶ୍ରୀମନ୍ଦିରର ରତ୍ନ ସିଂହାସନାରୂଢ଼ ଶ୍ରୀଜିଉମାନେ ମନୋଜ୍ଞ ଗଜ ଉଦ୍ଧାରଣ ବେଶରେ ଶୋଭାୟମାନ ହୁଅନ୍ତି । ମନେପଡେ ଭକ୍ତ ସାଲବେଗଙ୍କ ସେହି ପ୍ରସିଦ୍ଧ ଭଜନରୁ - ''ହେ ନୀଳ ଶଇଳ-ପ୍ରବଳ-ମତ୍ତ ବାରଣ ମୋ ଆରତ-ନଳିନୀ ବନକୁ କର ଦଳନ ।। ଗଜରାଜ…