ଭକ୍ତଙ୍କୁ ବଡଦାଣ୍ଡ ମନା, ବିନା ଭକ୍ତରେ ହେବ ରଥଯାତ୍ରା
ପୁରୀ: କରୋନା କଟକଣା ମଧ୍ୟରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ନେଉଁ ଯେଉଁ ଦ୍ୱନ୍ଦ ଲାଗି ରହିଥିଲା । କିନ୍ତୁ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ରଥଯାତ୍ରା ନେଇ ସ୍ପଷ୍ଟ ହୋଇଛି । ବିନା ଭକ୍ତରେ ପୁରୀରେ ରଥଯାତ୍ରା ଆୟୋଜନ ହୋଇପାରିବ ବୋଲି ଗଜପତି ମହାରାଜା ଦିବ୍ୟସିଂହ ଦେବ କହିଛନ୍ତି।…