Latest Odisha News

BREAKING NEWS

Browsing Tag

Puri Jagannath Temple

‘ବନକଲାଗି’ ନୀତି ପାଇଁ ୪ଘଣ୍ଟା ଯାଏଁ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିରରେ ବୁଧବାର ହେବାକୁ ଥିବା ମହାପ୍ରଭୁଙ୍କ ଗୁପ୍ତନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ମିଳିଥିବା ସୂଚନା ଅନୁଯାୟୀ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ଅପରାହ୍ନ ସାଢ଼େ ୪ଟାରୁ ରାତି ସାଢ଼େ ୮ଟା ପର୍ଯ୍ୟନ୍ତ…

ଚନ୍ଦ୍ରଗହଣ ଲାଗି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ: ଚନ୍ଦ୍ରଗ୍ରହଣ ଅବସରରେ ମଙ୍ଗଳବାର ଦିନ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବାକୁ ଯାଉଛି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ କରାଯାଇଛି । ଜାଣନ୍ତୁ, କ’ଣ ରହିଛି ନୀତି ନିର୍ଘଣ୍ଟ ସମୟ- ଦ୍ୱାର ଫିଟା- ସକାଳ ୬ଟା…

ଆଜି ଶ୍ରୀଜିଉଙ୍କ ସୁନାବେଶ: ଦର୍ଶନ ଲାଗି ପୁରୀରେ ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ

ପୁରୀ: ଆଜି ହେଉଛି ମହାପ୍ରଭୁଙ୍କ ସୁନାବେଶ । ରଥ ଉପରେ ଶ୍ରୀଜିଉ ବିଜେ କରିବେ ସୁନା ବେଶରେ । ଭାଇ ଭଉଣୀଙ୍କ ସହ ମାଉସୀ ଘରେ ପିଠା ମିଠା ଖାଇ ମଉଜ ମଜଲିସ କରି ଘର ମୁହାଁ ହୋଇଛନ୍ତି ମହାପ୍ରଭୁ । ଏହି ଅବସରରେ ବଡ଼ଦାଣ୍ଡରେ ଶ୍ରଦ୍ଧାଳୁ୍ଙ୍କ ଭିଡ଼ ଜମିବାରେ ଲାଗିଛି । ମହାପ୍ରଭୁଙ୍କ ମାନବୀୟ…

ବାହୁଡାଯାତ୍ରା ଲାଗି ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ବାହୁଡା ଯାତ୍ରା ଆଗାମୀ ୧୨ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଯାଉଛି । ମାଉସୀମା ଘରକୁ ବୁଲି ଯାଇଥିବା ଚତୁର୍ଦ୍ଧା ମୂରତି ଏବେ ଫେରିବେ ବଡ ଦେଉଳକୁ । ଏନେଇ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି ପର୍ବ । ଗଣମାଧ୍ୟମକୁ…

ସୋସିଆଲ ମିଡିଆରେ ଶ୍ରୀମନ୍ଦିର ବେଢାର ଫଟୋ ଛାଡି ନିଲମ୍ବିତ ହେଲେ ସେବାୟତ

ପୁରୀ : ଶ୍ରୀଜଗନ୍ନାଥ ମନ୍ଦିର ଭିତର ଦୃଶ୍ୟର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ଘଟଣାରେ ଗୁରୁବାର ଦିନ ଜଣେ ସେବାୟତ ନିଲମ୍ବିତ ହୋଇଛନ୍ତି । ମିଳିଥିବା ସୂଚନାନୁଯାୟୀ ମନ୍ଦିର ବେଢା ମଧ୍ୟରେ ମହାପ୍ରଭୁଙ୍କ ପାଇଁ ପଇତା ତିଆରି ହେଉଥିବାର ଦୃଶ୍ୟ ଅଶୋକ ପାତ୍ର ନାମକ ଜଣେ ପାଟରା ସେବାୟତ…

‘ବନକଲାଗି’ ନୀତି ପାଇଁ ୪ଘଣ୍ଟା ଯାଏଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ : ଶ୍ରୀଜଗନ୍ନାଥ ମନ୍ଦିରରେ ବୁଧବାର ହେବାକୁ ଥିବା ମହାପ୍ରଭୁଙ୍କ ଗୁପ୍ତନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ମିଳିଥିବା ସୂଚନା ଅନୁଯାୟୀ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ଅପରାହ୍ନ ସାଢ଼େ ୪ଟାରୁ ରାତି ସାଢ଼େ ୮ଟା ପର୍ଯ୍ୟନ୍ତ…

ପୁରୀ ଶ୍ରୀଜଗନ୍ନାଥ ମନ୍ଦିରକୁ ଆତଙ୍କବାଦୀ ବିପଦ !

ଭୁବନେଶ୍ୱର: ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ଆତଙ୍କବାଦୀଙ୍କ ଆକ୍ରମଣର ସମ୍ଭାବନା ରହିଥିବା ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଓଡ଼ିଶା ସରକାରଙ୍କୁ ସତର୍କ କରିଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏପରି ସୂଚନା ପାଇବା ପରେ ରାଜ୍ୟ ଆଇନ ବିଭାଗ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନକୁ ଏନେଇ…

ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା: ଭାଇ ଜଗା-ବଳିଆ ପିନ୍ଧିଲେ ସୁନାଭଉଣୀ ସୁଭଦ୍ରାଙ୍କ ରାକ୍ଷୀ

ପୁରୀ: ଭାରତୀୟ ପରମ୍ପରାରେ ଆଜିର ଦିନଟିକୁ ରକ୍ଷାବନ୍ଧନ ବା ରାକ୍ଷୀ ପୂର୍ଣ୍ଣିମା ଭାବେ ପାଳିତ ହୋଇଥାଏ । ଆଜି ଓଡ଼ିଶାର ପୁରପଲ୍ଲୀରେ ଏହି ପବିତ୍ର ଦିନରେ ଓଡ଼ିଆ ଝିଅମାନେ ସେମାନଙ୍କ ଭାଇ ହାତରେ ରାକ୍ଷୀ ବାନ୍ଧିଥାଆନ୍ତି । ଶ୍ରୀକ୍ଷେତ୍ର ଶ୍ରୀମନ୍ଦିରରେ ମଧ୍ୟ ଆଜି ଏହି ରାକ୍ଷୀ ପୂର୍ଣ୍ଣିମା…