ପୁରୀ କୃଷ୍ଣଚନ୍ଦ୍ର ପ୍ରତିହାରୀ ହତ୍ୟା ମାମଲା, ୪ ଅଟକ
ପୁରୀ: ସୁଆର ଓ ମହାସୁଆର ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀ ହତ୍ୟା ମାମଲାରେ ୪ ଜଣ ଅଟକ । ଏହି ଚାରି ଜଣଙ୍କ ମଧ୍ୟରେ ୨ ଜଣ ମୁଖ୍ୟ ଷଡଯନ୍ତ୍ରକାରୀ ରହିଛନ୍ତି ବୋଲି ସୂଚନା ରହିଛି । ଅଟକଙ୍କ ମଧ୍ୟରେ ରହିଛନ୍ତି କାଳିଆ ସିଂହାରୀ ଓ ଦୋଳଗୋବିନ୍ଦ । ଗୁନସିଂହାରୀ ମୃତ୍ୟୁ ଘଟଣାରେ…