Latest Odisha News

BREAKING NEWS

Browsing Tag

Puri Ratha Yatra

ରଥ ପ୍ରସ୍ତୁତ, ପଥ ପ୍ରସ୍ତୁତ ..ଭଗବାନଙ୍କ ଅପେକ୍ଷାରେ ଭକ୍ତ

ପୁରୀ : ଆଉ କେଇ ଘଣ୍ଟା ପରେ ରତ୍ନ ସିଂହାସନ ଛାଡି ବଡଦାଣ୍ଡକୁ ଓହ୍ଲାଇ ଆସିବେ ମହାପ୍ରଭୁ । ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ରଥରେ ବସି ଗୁଣ୍ଡିଚା ମନ୍ଦିରକୁ ଯିବେ । ସକାଳ ୯ଟା.୩୦ରୁ ୧୨ଟା ୩୦ ମଧ୍ୟରେ ହେବ ଶ୍ରୀଜୀଉଙ୍କ ଧାଡ଼ି ପହଣ୍ଡି । ଦିନ ୨ଟାରୁ ୩ଟା ମଧ୍ୟରେ ଛେରାପହଁରା କରିବେ ଗଜପତି ।…

ଆଜି ବଡ଼ଦାଣ୍ଡରେ ରଥାରୁଢ଼ ମହାପ୍ରଭୁଙ୍କର ସୁନାବେଶ

ପୁରୀ: ନବଦିନାତ୍ମର ରଥଯାତ୍ରା ସାରି ଶ୍ରୀମନ୍ଦିର ଅଭିମୁଖେ ବାହୁଡିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ସିଂହଦ୍ୱାର ଆଗରେ ଆଜି ତିନି ରଥରେ ମହାପ୍ରଭୁଙ୍କ ହେବ ସୁନାବେଶ । ଦୁର୍ଲଭ ସୁନାବେଶରେ ଝଟକିବେ ଶ୍ରୀଜିଉ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଓ ନୀତି ନିର୍ଘଣ୍ଟ ସରିଛି । ମହଣ ମହଣ ରତ୍ନ ଖଚିତ…

ଶ୍ରୀକ୍ଷେତ୍ରରେ ହେରାପଞ୍ଚମୀ ନୀତି: ନନ୍ଦିଘୋଷ ରଥ ଭାଙ୍ଗିଲେ ମା’ ଲକ୍ଷ୍ମୀ

ପୁରୀ: ଶ୍ରୀମନ୍ଦିରରେ ପାଳିତ ହୋଇଛି ହେରା ପଞ୍ଚମୀ ନୀତି । ରୁକ୍ମିଣୀ ହରଣ ଏକାଦଶୀରେ ବିବାହ ସମ୍ପନ୍ନ ପରେ ଚତୁର୍ଦ୍ଦଶୀ ତିଥିରେ ସ୍ନାନବେଦୀରେ ଏକାଧିକ ସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇ ଅଣସର ଘରେ ଥିଲେ । ସୁସ୍ଥ ହେବା ପରେ ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ରଥଯାତ୍ରାରେ ଜନ୍ମବେଦୀ ବିଜେ…

ଆଜି ତିନି ରଥର ହେବ ଦକ୍ଷିଣ ମୋଡ଼

ପୁରୀ: ଶ୍ରୀକ୍ଷେତ୍ରରେ ଆଜିଠାରୁ ଆରମ୍ଭ ହେବ ବାହୁଡ଼ା ଯାତ୍ରା ପ୍ରସ୍ତୁତି । ଆଜି ଶ୍ରୀଜିଉଙ୍କର ତିନି ରଥରେ ହେବ ଦକ୍ଷିଣ ମୋଡ଼ । ତାଳଧ୍ୱଜ, ଦର୍ପଦଳନ ଓ ନନ୍ଦିଘୋଷ ରଥ ନାକଚଣା ଦ୍ୱାର ପାଖରେ ଦଣ୍ଡାୟମାନ ହେବେ । ମହାପ୍ରଭୁଙ୍କ ଆଜ୍ଞାମାଳ ଆସିବା ପରେ ତିନି ରଥର ଦକ୍ଷିଣ ମୋଡ଼ ହେବ ।…

ମିଳିବନି ଶ୍ରୀଜିଉଙ୍କ ଆଡ଼ପ ଦର୍ଶନ, ଆଜିଠୁ ମିଳିବ ଆଡ଼ପ ଅବଢ଼ା

ପୁରୀ: ଜନ୍ମବେଦୀରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଗତକାଲି ମହାପ୍ରଭୁ ଆଡ଼ପ ମଣ୍ଡପ ବିଜେ କରିଥିଲେ । ଆଜିଠୁ ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କୁ ଲାଗି ହେବ ଷାଠିଏ ପଉଟି ଭୋଗ । ତେଣୁ ଆଜିଠାରୁ ମିଳିବ ମହାପ୍ରଭୁଙ୍କ ଆଡ଼ପ ଅବଢ଼ା । ଏବର୍ଷ କରୋନା ଯୋଗୁ ଭକ୍ତ ଦୁର୍ଲଭ ଆଡ଼ପ…

ଆଜି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ନବ ଦିନାତ୍ମକ ଯାତ୍ରାରେ ବଡ଼ଦେଉଳ ଛାଡ଼ି ଜନ୍ମବେଦୀ ଯାଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଶରଧାବାଲିରେ ଲାଗିଛି ତିନି ରଥ । ଏବେ ରଥାରୁଢ଼ ଶ୍ରୀଜିଉମାନଙ୍କର ରଥ ଉପରେ ବିଭିନ୍ନ ନୀତିକାନ୍ତି ଚାଲିଛି । ଆଜି ଆଡପ ମଣ୍ଡପକୁ ବିଜେ କରିବେ ମହାପ୍ରଭୁ । ସନ୍ଧ୍ୟାରେ ପହଣ୍ଡିରେ…

ବଡ଼ଦାଣ୍ଡରେ ଗଡ଼ିଲା ତିନି ରଥ, ନିର୍ଦ୍ଧାରିତ ସମୟ ଆଗରୁ ହେଲା ରଥଟଣା

ପୁରୀ: ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ଶ୍ରୀଜିଉମାନଙ୍କର ନବଦିନାତ୍ମକ ଯାତ୍ରା । ରଥ ଚଢ଼ି ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଜନ୍ମବେଦୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ଶ୍ରୀଜଗନ୍ନାଥ । ରଥ ଉପରେ ସମସ୍ତ ନୀତିକାନ୍ତି ସରିବା ପରେ ବଡ଼ଦାଣ୍ଡରେ ଗଡ଼ିଛି ତିନି ରଥ । ନିର୍ଦ୍ଧାରିତ ସମୟର ବହୁ…

ରଥ ଉପରେ ଛେରା ପହଁରା କଲେ ଗଜପତି ମହାରାଜ

ପୁରୀ: ସିଂହଦ୍ୱାର ଆଗରେ ତିନି ରଥରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ରଥ ଉପରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ଛେରା ପହଁରା ନୀତି । ଗଜପତି ମହାରାଜ ଦିଂବ୍ୟସିଂହ ଦେବ ତିନି ରଥରେ ଛେରା ପହଁରା କରିଛନ୍ତି । ଆଜି ଶ୍ରୀନଅରରୁ ସେ ତାମଯାନରେ ଆସି ବଡ଼ଦାଣ୍ଡରେ ରଥ ନିକଟରେ…

ରଥାରୁଢ଼ ଶ୍ରୀବିଗ୍ରହଙ୍କୁ ଦର୍ଶନ କଲେ ଜଗତଗୁରୁ ଶଙ୍କରାଚାର୍ଯ୍ୟ

ପୁରୀ: ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ଭକ୍ତିମୟ ପରିବେଶ । ବଡ଼ଦେଉଳରୁ ବାହାରି ଆସିଛନ୍ତି ମହାପ୍ରଭୁ । ସିଂହଦ୍ୱାର ଆଗରେ ରଥ ଉପରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ରଥାରୁଢ଼ ମହାପ୍ରଭୁଙ୍କୁ ଯାଇ ଦର୍ଶନ କରିଛନ୍ତି ପୁରୀ ଗୋବର୍ଦ୍ଧନ ପୀଠାଧୀଶ ତଥା ଶଙ୍କରାଚାର୍ଯ୍ୟ ସ୍ୱାମୀ…

ରଥାରୁଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି, ବଡ଼ଦାଣ୍ଡରେ ଭକ୍ତିମୟ ପରିବେଶ

ପୁରୀ: ରଥାରୁଢ଼ ହେଲେ ଶ୍ରୀଜିଉ । ଧାଡ଼ି ପହଣ୍ଡିରେ ରଥକୁ ବିଜେ କଲେ ଚତୁର୍ଦ୍ଧାମୂର୍ତ୍ତି । ପ୍ରଥମେ ପହଣ୍ଡିରେ ଆସିଥିଲେ ଶ୍ରୀସୁଦର୍ଶନ । ଦେବଦଳନ ରଥରେ ବିଜେ କରିଥିଲେ । ପରେ ପରେ ବଡ଼ଦେଉଳରୁ ବାହାରିଥିଲେ ଶ୍ରୀବଳଭଦ୍ର । ସେବାୟତଙ୍କ ଗହଣରେ ଟାହିଆ ହଲାଇ ତାଳଧ୍ୱଜ ରଥରେ ବିଜେ କରିଛନ୍ତି…