Latest Odisha News

BREAKING NEWS

Browsing Tag

Puri Ratha Yatra

ଜଗାକୁ ଦେଖିଲା ସାରା ଜଗତ

ପୁରୀ: ରଥଯାତ୍ରାରେ ଜନ୍ମବେଦୀ ବିଜେ କରିବାକୁ ନୀଳକନ୍ଦରରୁ ବାହାରି ଆସିଛନ୍ତି ମହାପ୍ରଭୁ । ରତ୍ନ ସିଂହାସନ ଛାଡ଼ି ବଡ଼ଦାଣ୍ଡରେ ବିଜେ କରିଛନ୍ତି ଶ୍ରୀଜିଉ । ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦେଖିଲା ସାରା ଦୁନିଆ । ଜଗାକୁ ଦେଖିଲା ଜଗତ । କଳା ବଦନକୁ ଦେଖି ଭକ୍ତର ମନ ପ୍ରଫୁଲ୍ଲିତ ହୋଇଯାଇଛି ।…

ତିନି ରଥକୁ ବିଜେ କଲା ଶ୍ରୀଜିଉଙ୍କ ଆଜ୍ଞାମାଳ, ରଥ ପଥ ପ୍ରସ୍ତୁତ

ପୁରୀ: ଆସନ୍ତାକାଲି ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ରଥ ପ୍ରସ୍ତୁତ । ପଥ ବି ପ୍ରସ୍ତୁତ ଅଛି । ତା ପୂର୍ବରୁ ଆଜି ଶ୍ରୀଜିଉଙ୍କ ଆଜ୍ଞାମାଳ ତିନି ରଥକୁ ବିଜେ କରିଛି । ସେବାୟତମାନେ ମହାପ୍ରଭୁଙ୍କ ଆଜ୍ଞାମାଳ ନେଇ ରଥଖଳାକୁ ଆସିଥିଲେ । ନୀତି ନିର୍ଘଣ୍ଟ ଅନୁସାରେ ମହାପ୍ରଭୁଙ୍କ ଗୋପାଳ ବଲ୍ଲଭ…

ଆଜି ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଉ ତିନି ଦିନ ପରେ ରଥଯାତ୍ରା । ପ୍ରସ୍ତୁତି ଚୂଡ଼ାନ୍ତ ପର୍ୟ୍ୟାୟରେ ପହଞ୍ଚିଛି । ରଥ ନିର୍ମାଣଠାରୁ ଆରମ୍ଭ କରି ପ୍ରଶାସନିକ ପ୍ରସ୍ତୁତି ପର୍ବ ଜୋରସୋରରେ ଚାଲିଛି । କେମିତି ଚାଲିଛି ରଥଯାତ୍ରା ପ୍ରସ୍ତୁତି ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରଥ ନର୍ମାଣଠାରୁ…

ପୁରୀରେ ଛାତ ଉପରୁ ରଥଯାତ୍ରା ଦେଖିବା ମନା, ପୂର୍ବ ନିଷ୍ପତ୍ତି ବଦଳାଇଲା ଜିଲ୍ଲା ପ୍ରଶାସନ

ପୁରୀ: ଆଉ ଦିନ କେଇଟା ପରେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା । କରୋନା ଯୋଗୁ ଏବର୍ଷ ବି ବିନା ଭକ୍ତରେ ହେବ ମହାପ୍ରଭୁଙ୍କ ଘୋଷଯାତ୍ରା । ବଡ଼ଦାଣ୍ଡରେ ଜାରି ହେବ ୧୪୪ ଧାରା । ବଡ଼ଦାଣ୍ଡର ଉଭୟ ପାର୍ଶ୍ୱରେ ଥିବା ଘର ଛାତ ଉପରେ ବି ୧୪୪ ଧାରା ହେବ । ଘରର ପରିବାର ଲୋକ ଛାତ ଉପରୁ ରଥଯାତ୍ରା…

ବଡ଼ଦାଣ୍ଡରେ ଘର କରିଥିବା ଲୋକ କେବଳ ଛାତ ଉପରୁ ଦେଖିପାରିବେ ରଥଯାତ୍ରା

ପୁରୀ: ରଥଯାତ୍ରା ପ୍ରସ୍ତୁତି ଜୋରଦାର ହେଲାଣି। ଆଜି ରଥଯାତ୍ରା ଆୟୋଜନ ନେଇ ବିଭିନ୍ନ ସେବାୟତ ନିଯୋଗ ସହ ଆଲୋଚନା କରିଛନ୍ତି ପୁରୀ ଜିଲ୍ଲାପାଳ। ରଥଯାତ୍ରାରେ ସାମିଲ ହେବାକୁ ଥିବା ସେବାୟତ, ପ୍ରଶାସନିକ କର୍ମଚାରୀ, ପୋଲିସ ଓ ପରିମଳ କର୍ମଚାରୀଙ୍କୁ ମିଶାଇ ମୋଟ୍ ୩୫୦୦ ଜଣଙ୍କର କୋଭିଡ୍ ଟେଷ୍ଟ…

ସ୍ନାନଯାତ୍ରା ପାଇଁ ଆଜି ସେବାୟତଙ୍କର ହେବ କୋଭିଡ୍ ଟେଷ୍ଟ

ପୁରୀ: ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା । ପୁରୀରେ ମହାପ୍ରଭୁଙ୍କର ସ୍ନାନଯାତ୍ରା ଅନୁଷ୍ଠିତ ହେବ । ଏଥିରେ ନିୟୋଜିତ ହେବାକୁ ଥିବା ସେବାୟତଙ୍କର ଆଜି କୋଭିଡ୍ ଟେଷ୍ଟ କରାଯିବ । ଏହାସହ ସ୍ନାନଯାତ୍ରାରେ ସାମିଲ ହେବାକୁ ଥିବା ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ କର୍ମଚାରୀଙ୍କର ବି…

ପୁରୀ ରଥଯାତ୍ରା ପାଇଁ ୪ ଥର ହେବ କୋଭିଡ୍ RT-PCR ଟେଷ୍ଟ

ପୁରୀ: ରଥଯାତ୍ରାରେ ସାମିଲ ହେବାକୁ ଥିବା ସେବାୟତଙ୍କର ଚାରି ଥର କୋଭିଡ୍ ଟେଷ୍ଟ ହେବ । ବିଭିନ୍ନ ପର୍ଯ୍ୟାୟରେ RT-PCR ଟେଷ୍ଟ କରାଯିବ । ସେହିପରି ପୋଲିସ୍ କର୍ମଚାରୀ ଓ ମନ୍ଦିର ଅଧିକାରୀଙ୍କର ମଧ୍ୟ ୪ ଥର RT-PCR ଟେଷ୍ଟ ହେବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ରଥଯାତ୍ରା ପ୍ରସ୍ତୁତି: ଶ୍ରୀକ୍ଷେତ୍ରରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥ କାଠ

ପୁରୀ: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଚାଲିଛି । ନୟାଗଡ ବନଖଣ୍ଡରୁ ଆଜି ତୃତୀୟ ପର୍ଯ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ ପୁରୀରେ ପହଞ୍ଚିଛି । ଏଥିରେ ମୋଟ୍ ୧୭ଖଣ୍ଡ ଅସନ ଓ ଧଉରା କାଠ ରହିଛି । ଚଳିତବର୍ଷ ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ । ପୂର୍ବବର୍ଷର ୬୯ ଖଣ୍ଡ…

ବିଦାୟ ୨୦୨୦: ଏବର୍ଷ ଓଡ଼ିଶାର ଏସବୁ ପର୍ବପର୍ବାଣୀ ଓ ପରମ୍ପରାରେ ଲକ୍ଷ୍ମଣରେଖା ଟାଣିଲା କରୋନା

ଭୁବନେଶ୍ୱର: କରୋନା କାୟା ଭିତରେ ଚାଲିଗଲା ବର୍ଷ ୨୦୨୦ । ପର୍ବପର୍ବାଣୀ କୁହନ୍ତୁ କି ମନୋରଞ୍ଜନର ଯେଉଁ ସବୁ ମାଧ୍ୟମ ଥିଲା ସବୁ ଏକ ପ୍ରକାର ଠପ୍ ହୋଇଗଲା । ଲୋକଙ୍କ ପାଖରୁ ଖୁସିକୁ ଛଡ଼ାଇ ନେଲା ମହାମାରୀ । ଘରେ ବନ୍ଦୀ ଜୀବନ ବିତାଇବାକୁ ପଡ଼ିଲା । କୋଭିଡ୍ କଟକଣା ଭିତରେ ପରମ୍ପରା ବଞ୍ଚାଇ…

ରଥଯାତ୍ରା ସଫଳ ଆୟୋଜନ ନେଇ ଧନ୍ୟବାଦ ଜଣାଇଲେ ଗଜପତି ମହାରାଜ

ପୁରୀ: ଶ୍ରୀକ୍ଷେତ୍ରରେ ଶେଷ ହୋଇଛି ଘୋଷଯାତ୍ରା । ସଫଳତାର ସହ ସମାପନ ହୋଇଛି । ସଫଳ ଆୟୋଜନ ନେଇ ରାଜ୍ୟ ସରକାର, ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ । ସେ କହିଛନ୍ତି, ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଚଳିତ ରଥଯାତ୍ରା ସଫଳ…