Latest Odisha News
Browsing Tag

Puri Ratha Yatra

ପଢନ୍ତୁ ସୁନାବେଶରେ କେଉଁ ସବୁ ଅଳଙ୍କାର ପିନ୍ଧନ୍ତି ତିନି ଠାକୁର

ପୁରୀ: ମହାପ୍ରଭୁଙ୍କ ଲୀଳା ଅପାର । ନବଦିନାତ୍ମକ ଯାତ୍ରା ସାରି ଗୁଣ୍ଡିଚା ମନ୍ଦିରରୁ ବାହୁଡ଼ିବା ପରେ ସିଂହଦ୍ୱାର ଆଗରେ ତିନି ରଥ ଉପରେ ହୋଇଥାଏ ଶ୍ରୀଜିଉମାନଙ୍କର ସୁନାବେଶ । ଏହାକୁ ରାଜାରାଜେଶ୍ୱର ବେଶ ବି କୁହାଯାଏ । ମହଣ ମହଣ ସ୍ୱର୍ଣ୍ଣ ଅଳଙ୍କାରରେ ହାତ ଓ ପାଦ ଥିବା ବିଗ୍ରହ ରୂପରେ…

ଆଜି ମହାପ୍ରଭୁଙ୍କ ସୁନାବେଶ

ପୁରୀ: ବାହୁଡ଼ା ଯାତ୍ରାରେ ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଆଜି ରଥାରୁଢ଼ ଶ୍ରୀଜିଉଙ୍କର ସୁନାବେଶ ବା ରାଜାରାଜେଶ୍ୱର ବେଶ ଅନୁଷ୍ଠିତ ହେବ । ମହଣ ମହଣ ରତ୍ନ ଖଚିତ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହେବେ ମହାପ୍ରଭୁ । ରଥ ଉପରେ ସମସ୍ତ ଦୈନନ୍ଦିନ…

ଆଜି ତିନି ରଥର ଦକ୍ଷିଣ ମୋଡ଼

ପୁରୀ: ଆଜି ପୁରୀରେ ତିନି ରଥର ହେବ ଦକ୍ଷିଣ ମୋଡ଼ । ସକାଳ ଧୂପ ପରେ ଆଜ୍ଞାମାଳ ବିଜେ ହେବ । ଆଜି ସାଢ଼େ ୧୨ଟା ପରେ ଶରଧାବାଲିରେ ଥିବା ତିନି ରଥକୁ ବିଜେ ହେବ ମହାପ୍ରଭୁଙ୍କ ଆଜ୍ଞାମାଳ । ଏହାପରେ ଆରମ୍ଭ ହେବ ରଥଟଣା । ନାକଚଣା ଦ୍ୱାର ଆଗରେ ଲାଗିବେ ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ…

ବାଣୀବିହାରରେ ବାଲି ରଥ, ପୂଜା ପାଇଲେ ତିନି ଠାକୁର

ଭୁବନେଶ୍ୱର: କରୋନା କଟକଣା ଭିତରେ ପୁରୀରେ ରଥଯାତ୍ରା ହୋଇଛି । ତେବେ ଅନ୍ୟ ସବୁ ସ୍ଥାନରେ କଟକଣା ଜାରି ରହିଛି । ପୁରୀକୁ ଛାଡିଦେଲେ ଆଉ କେଉଁ ସ୍ଥାନରେ ମଧ୍ୟ ରଥ ଗଡିବ ନାହିଁ ବୋଲି ନିର୍ଦ୍ଦେଶ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ । ତେବେ ଏହି କଟକଣା ଭିତରେ ଭୁବନେଶ୍ୱର ବାଣୀବିହାରରେ ତିଆରି…

ରଥାରୁଢ଼ ଚତୁର୍ଦ୍ଧାମୂର୍ତ୍ତି, ଚକା ଆଖି ଦେଖିଲା ଜଗତ

ପୁରୀ: ସିଂହଦ୍ୱାର ଆଗରେ ରଥାରୁଢ଼ ହୋଇଛନ୍ତି ଚତୁର୍ଦ୍ଧା ମୂର୍ତ୍ତି । ନିର୍ଦ୍ଧାରିତ ସମୟ ପୂର୍ବରୁ ସରିଲା ଶ୍ରୀଜିଉଙ୍କ ପହଣ୍ଡି । ଧାଡ଼ି ପହଣ୍ଡିରେ ସେବାୟତମାନେ ମହାପ୍ରଭୁଙ୍କୁ ଆଣି ରଥାରୂଢ କରିଛନ୍ତି । ପ୍ରଥମେ ଆସିଥିଲେ ଶ୍ରୀସୁଦର୍ଶନ । ତାପରେ ବଡ଼େଦେଉଳୁ ବାହାରିଥିଲେ ବଡ଼ଠାକୁର…

ନୀଳକନ୍ଦରରୁ ବାହାରିବେ ନୀଳମଣି

ପୁରୀ:ରତ୍ନ ବେଦୀରୁ ଜନ୍ମ ବେଦୀ । ମହାପ୍ରଭୁଙ୍କ ନବ ଦିନାତ୍ମକ ଯାତ୍ରା । ପତିତ ଉଦ୍ଧାର ପାଇଁ ବଡ଼ଦେଉଳୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ମହାପ୍ରଭୁ । ଭାଇ, ଭଉଣୀଙ୍କୁ ସାଙ୍ଗରେ ନେଇ ଗୁଣ୍ଡିଚା ବାଡି ଯିବେ । ଟାହିଆ ହଲାଇ ନୀଳ କନ୍ଦରରୁ ବାହାରିବେ ନୀଳମଣି । ବାଇଶି ପାହାଚ ଡେଇଁ ବଡ଼ଦାଣ୍ଡରେ…

ଆସନ୍ତାକାଲି ରଥଯାତ୍ରା, ଆଜି ସୁପ୍ରିମ ଫଇସଲାକୁ ଅପେକ୍ଷା

ନୂଆଦିଲ୍ଲୀ: ପୁରୀରେ ରଥଯାତ୍ରା ମାମଲାକୁ ନେଇ ଆଜି ସୁପ୍ରିମକୋର୍ଟରେ ଶୁଣାଣି ରହିଛି । ମାମଲାରେ ପକ୍ଷଭୁକ୍ତ ପାଇଁ ହୋଇଥିବା ଆବେଦନଗୁଡ଼ିକର ଶୁଣାଣି ହେବ । ବିଚାରପତି ଜଷ୍ଟିସ ଏସ୍. ରବୀନ୍ଦ୍ର ଭଟ୍ଟଙ୍କ ଜଣିକିଆ ଖଣ୍ଡପୀଠ ଏହାର ବିଚାର କରିବେ । ଦିନ ୧୧ଟାରେ ଏହାର ଶୁଣାଣି ରହିଛି । କୋର୍ଟ…