Latest Odisha News

BREAKING NEWS

Browsing Tag

Puri Shreemandira

ରାଜ୍ୟପାଳଙ୍କ ମନ୍ତବ୍ୟକୁ ନେଇ ତେଜିଲା ବିବାଦ; ରାସ୍ତାକୁ ଓହ୍ଲାଇଲା ଜଗନ୍ନାଥ ସେନା

ପୁରୀ:ବିଦେଶୀଙ୍କୁ ଜଗନ୍ନଥ ମନ୍ଦିର ଭିତରକୁ ପ୍ରବେଶ ଅନୁମତି କେତେଦୂର ଯଥାର୍ଥ ? ରାଜ୍ୟପାଳ ବିଦେଶୀଙ୍କ ଶ୍ରୀମନ୍ଦିର ପ୍ରବେଶ ଅନୁମତି ମାଗିବା ପରେ ତେଜିଛି ଅସନ୍ତୋଷ । ରାଜ୍ୟପାଳଙ୍କର ଏପରି ନିବେଦନକୁ ତୀବ୍ର ବିରୋଧ କରିଛି ଜଗନ୍ନାଥ ସେନା ।  ପୁରୀରେ ଶ୍ରୀ ଜଗନ୍ନାଥ ସେନା ସଂଗଠନ ପକ୍ଷରୁ…

ଶ୍ରୀମନ୍ଦିର ଐତିହ୍ୟ କରିଡର ବେଆଇନ ନିର୍ମାଣ; ଫୌଜଦାରୀ ମାମଲା ପାଇଁ କୋର୍ଟରେ ଆବେଦନ କଲା ଜିଲ୍ଲା ଓକିଲ ସଂଘ

ପୁରୀ: ଶ୍ରୀମନ୍ଦିର ଐତିହ୍ୟ ପରିକ୍ରମା ମାର୍ଗରେ ଖନନ ଓ ବେଆଇନ ନିର୍ମାଣ ବିରୋଧରେ ପୁରୀ ଜିଲ୍ଲା ଓକିଲ ସଂଘ ଏସଡିଜେଏମ(ସବ୍-ଡିଭିଜନାଲ ଜୁଡିସିଆଲ ମାଜିଷ୍ଟ୍ରେଟ)ଙ୍କ ଅଦାଲତରେ ଆଜି ଏକ ମାମଲା ରୁଜୁ କରିବାକୁ ଆବେଦନ କରିଛି । ନିର୍ମାଣକାରୀ ସଂସ୍ଥା ଟାଟା, ଓବିସିସି ଓ ପୁରୀ ଜିଲ୍ଲାପାଳଙ୍କ…

ଦୀପ ଶିଖାରେ ଝଲସିବ ପୁରୀ ବଡ଼ଦାଣ୍ଡ

ଭୁବନେଶ୍ୱର : ବିଶ୍ୱକୁ କରୋନାମୁକ୍ତ କରିବା ପାଇଁ ଏବଂ ଶାନ୍ତି ପ୍ରତିଷ୍ଠା ପାଇଁ ଆସନ୍ତା ଡିସେମ୍ବର ୪ ଓ ୫ ତାରିଖରେ ଶ୍ରୀମନ୍ଦିରରେ ଦେବ ଦୀପାବଳି ପାଳନ ଅବସରରେ ସନ୍ଧ୍ୟା ୫ଟା ରୁ ୭ ଟା ମଧ୍ୟରେ ସିଂହଦ୍ଵାରଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ଦୀପ ଲଗାଯିବ। ସିଂହଦ୍ଵାର ସମ୍ମୁଖରେ ଘିଅ…

ଶ୍ରୀମନ୍ଦିରରେ ଆଜି ରାଜେନ୍ଦ୍ରଭିଷେକ ନୀତି

ଜ୍ୟେଷ୍ଠ ଶୁକ୍ଳ ଦଶମୀ ଦିନ ଶ୍ରୀମନ୍ଦିରରେ ରାଜେନ୍ଦ୍ରଭିଷେକ ନୀତି ପାଳନ କରାଯାଇଥାଏ । ଏହି ଦିନ ସନ୍ଧ୍ୟାଧୂପ ନୀତି ବଢ଼ିଲା ପରେ ଶ୍ରୀମଦନମୋହନ ଆଜ୍ଞା ମାଳ ପାଇ ଭୋଗ ବାଟ ଗଣେଶଙ୍କ ଠାରେ ପଡିଥିବା ଖଟ ଉପରେ ବିଜେ ହୁଅନ୍ତି। ଏହାପରେ ଭିତର ଶୋଧ ଜୟ ବିଜୟ ଦ୍ୱାର ବାନ୍ଦ ହୋଇ ଜଗମୋହନ କୁ…

ଆଜିଠାରୁ ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି, ମାସେ ଧରି ଚାଲିବ

ପୁରୀ: ଆଜି ହେଉଛି ଧନୁ ସଂକ୍ରାନ୍ତି । ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି । ମାସେ ଧରି ଆସନ୍ତା ମକର ସଂକ୍ରାନ୍ତି ଯାଏ ଚାଲିବ ମହାପ୍ରଭୁଙ୍କ ଏହି ନୀତି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ସ୍ୱତନ୍ତ୍ର ନୀତି…

ନଭେମ୍ବର ୨୭ରେ ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ, କାର୍ତ୍ତିକ ମାସ ନୀତିକାନ୍ତି ଚୁଡ଼ାନ୍ତ

ପୁରୀ: କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ନୀତିକାନ୍ତ ଚୁଡ଼ାନ୍ତ ହୋଇଛି । କାର୍ତ୍ତିକ ମାସରେ ଭୋର ୪ଟାରେ ମହାପ୍ରଭୁଙ୍କ ଦ୍ୱାର ଫିଟା ଯିବ । ପରେ ମଙ୍ଗଳ ଆଳତି, ମଇଲମ, ତଡପ ଲାଗି, ଭୋଗମଣ୍ଡପ, ମଧ୍ୟାହ୍ନ ଧୂପ ନୀତି ସମ୍ପାଦିତ ହେବ । ପରେ ଶ୍ରୀଜିଭମାନଙ୍କର ଦ୍ୱିତୀୟ ଭୋଗ…