Latest Odisha News

BREAKING NEWS

Browsing Tag

Puri Sreemandira

ଶ୍ରୀମନ୍ଦିର ଖୋଲିବା ନେଇ ଏସଓପି: କିଏ କେବେ କରିବେ ଦର୍ଶନ, ଜାଣନ୍ତୁ

ପୁରୀ: ଆସନ୍ତା ୧୬ ତାରିଖରୁ ଭକ୍ତଙ୍କ ପାଇଁ ଖୋଲିବ ଜଗା ଦୁଆର । ତାପୂର୍ବରୁ ସେବାୟତ ପରିବାର ମହାପ୍ରଭୁଙ୍କୁ ଦର୍ଶନ କରିବେ । ଶ୍ରୀମନ୍ଦିର ଖୋଲିବା ନେଇ ଜାରି ହୋଇଛି ଏସଓପି । ଆସନ୍ତା ୧୨ ଓ ୧୩ ତାରିଖରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ସେବାୟତ ପରିବାର । ସେହିପରି ୧୬ରୁ ୨୦ ତାରିଖ ଯାଏ…

ରତ୍ନସିଂହାସନରେ ଶ୍ରୀଜିଉଙ୍କ ଦୁର୍ଲଭ ନାଗାର୍ଜୁନ ବେଶ ସଂପନ୍ନ

ପୁରୀ: ଶ୍ରୀକ୍ଷେତ୍ରରେ ସମ୍ପନ୍ନ ହୋଇଛି ଶ୍ରୀଜିଉମଙ୍କ ଦୁର୍ଲଭ ନାଗାର୍ଜୁନ ବେଶ । ଏହି ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ । ନାଗାର୍ଜୁନ ବେଶ ନେଇ ବିଳମ୍ୱ ହୋଇଥିଲା । ପ୍ରାୟ ୩ ଘଣ୍ଟା ବିଳମ୍ବରେ ଆରମ୍ଭ ହୋଇଥିଲା ବେଶ କାର୍ୟ୍ୟ । ଭୋର ୪ଟା ପରିବର୍ତ୍ତେ ସକାଳ ୭ଟାରେ ଆରମ୍ଭ ହୋଇଥିଲା ବେଶ…

ଆଜି ଶ୍ରୀମନ୍ଦିରରେ ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ: ଶ୍ରୀମନ୍ଦିରରେ ପାଳନ ହେଉଛି ଦଶହରା । ଆଜି ବିଜୟାଦଶମୀରେ ମହାପ୍ରଭୁଙ୍କୁ ସୁନାବେଶ ବା ରାଜରାଜେଶ୍ୱର ବେଶରେ ସଜ୍ଜିତ କରାଯିବ । ମହାପ୍ରଭୁଙ୍କ ଅବକାଶ ନୀତି ଶେଷ ହେବା ପରେ ଚନ୍ଦନ ଲାଗି ନୀତି କରାଯିବ । ଏହାପରେ ନୂଆ ଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ଲାଗି ହୋଇ…