Latest Odisha News

BREAKING NEWS

Browsing Tag

PURI SRI JAGANNATH

ଶ୍ରୀମନ୍ଦିର ପରମ୍ପରାରେ ମହାଦୀପ: ନୀଳଚକ୍ରରେ ମହାଦୀପ ଦର୍ଶନ

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ଭାରତୀୟ ସଂସ୍କୃତି ତଥା ପରମ୍ପରାରେ ନିଜର ତଥା ନିଜ ପରିବାରବର୍ଗଙ୍କର ମଙ୍ଗଳ କାମନା କରି ପ୍ରଭୁଙ୍କ ପାଖରେ ଦୀପ ଦାନ କରାଯିବାର ବିଧି ଅତି ଜନପ୍ରିୟ ଓ ଲୋକପ୍ରଚଳିତ । କିନ୍ତୁ,…

ଶ୍ରୀଜୀଉଙ୍କ ଅଣସରରେ ବେଳେ ଶ୍ରଦ୍ଧାଳୁଙ୍କ କର୍ତ୍ତବ୍ୟ

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ସ୍ନାନ ପୂର୍ଣ୍ଣିମା ରାତିରେ ଶ୍ରୀଜୀଉମାନେ ସ୍ନାନ ବେଦୀରୁ ଗଲା ପରେ ଅଣସର ପିଣ୍ଡିରେ ଦଇତା ମାନେ ତାଙ୍କ ଶ୍ରୀମୁଖରେ ଲାଗି ହୋଇଥିବା ରାହୁରେଖା ଓ ଚିତା ବାହାର କରି ଭଣ୍ଡାର…

ତିନିରଥରେ ରୂପକାର ସେବକଙ୍କ ରାହୁଚାପ, ଚାନ୍ଦିଲତା ଖୋଦେଇ; ରଙ୍ଗୀନ୍ ହେଉଛି ନାଟଗୋଜ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ଶ୍ରୀବଳଭଦ୍ର ଓ ସୁନାଭଉଣୀ ଦେବୀ ସୁଭଦ୍ରାଙ୍କ ସହ ଅଣସର ବେଦୀରେ ଅଣସର ନୀତିରେ ରହିଛନ୍ତି । ଆଗକୁ ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ବୁଲିଯିବେ ତିନି ଭାଇଭଉଣୀ । ଏହାକୁ ଦୃଷ୍ଟିରେ ରଖି ରଥଖଳାରେ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ରଥ ନିର୍ମାଣ । କରୋନା…

ରଥଖଳାରେ ଜୋର୍‌ସୋର୍ ଚାଲିଛି ରଥ ନିର୍ମାଣ: ତିନି ରଥର ଉଠିଲା ନାହାକା

ପୁରୀ: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନିମନ୍ତେ ସମସ୍ତ ପ୍ରସ୍ତୁତି ପର୍ବ ପୁରୀରେ ଜୋର୍‌ସୋର୍ ଚାଲିଛି । ଘୋଷଯାତ୍ରା ପୂର୍ବରୁ ଜୁନ୍ ୫ ତାରିଖରେ ଶ୍ରୀଜୀଉମାନଙ୍କ ଦେବସ୍ନାନ ପୂର୍ଣ୍ଣିମା ଉତ୍ସବ ଅନୁଷ୍ଠିତ ହେବ । ସ୍ନାନଯାତ୍ରା ପାଖେଇ ଆସୁଥିବା ବେଳେ ସେପଟେ ରଥଖଳାରେ ସମସ୍ତ କାରିଗର ସେବକମାନେ…

ମହାପ୍ରଭୁଙ୍କ ରଥଯାତ୍ରା ପ୍ରସ୍ତୁତି: ଦ୍ରୁତଗତିରେ ଚାଲିଛି ତିନି ରଥର ନିର୍ମାଣ କାର୍ଯ୍ୟ

ପୁରୀ: ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ନିମନ୍ତେ ତିନିରଥର ନିର୍ମାଣ କାର୍ଯ୍ୟ ଦ୍ରୁତଗତିରେ ଆଗେଇ ଚାଲିଛି । କରୋନା ମହାମାରୀ ହେଉ କି ଅମ୍ଫାନ୍ ମହାବାତ୍ୟା ପ୍ରଚଣ୍ଡ ଖରା ହେଉକି ବର୍ଷା କାହାକୁ ଖାତିର୍ ନକରି ରଥ ନିର୍ମାଣ କରି ଚାଲିଛନ୍ତି ମହାରଣା ସେବକ । ସରକାରଙ୍କ ଲକ୍‌ଡାଉନ୍ କଟକଣାକୁ…

ବଡ଼ଦାଣ୍ଡରେ ଚଳଚଞ୍ଚଳ ରଥଖଳା; ଦ୍ରୁତଗତିରେ ଚାଲିଛି ରଥନିର୍ମାଣ…

ଭୁବନେଶ୍ୱର: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପର୍ବର ପ୍ରାରମ୍ଭିକ ପର୍ବ ବଡ଼ଦାଣ୍ଡର ରଥଖଳାରୁ ଆରମ୍ଭ ହୋଇଛି । ପବିତ୍ର ଅକ୍ଷୟ ତୃତୀୟାରେ ରଥଖଳାରେ ରଥକାଠ ଅନୁକୂଳ ହୋଇ ତିନିରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବାର ବିଧି ରହିଥିଲେ ମଧ୍ୟ ସରକାରଙ୍କ ଲକ୍‌ଡ଼ାଉନ୍ ନିୟମକୁ ପାଳନ କରାଯାଇ ବିଳମ୍ବରେ…