Latest Odisha News

BREAKING NEWS

Browsing Tag

Puri Srimandir

ନ ଥିବ ଭିଡ, ନ ଥିବ ଠେଲାପେଲା- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଦିବ୍ୟାଙ୍ଗଙ୍କୁ ମିଳିବ ସ୍ୱତନ୍ତ୍ର ସୁବିଧା

ପୁରୀ:ଏଣିକି ମହାପ୍ରଭୁଙ୍କ ଦର୍ଶନ ସୁରୁଖୁରୁରେ ପାଇବେ ଦିବ୍ୟାଙ୍ଗ । ଆଉ ଠେଲାପେଲାର ସାମ୍ନା କରିବେ ନାହିଁ । ଦିବ୍ୟାଙ୍ଗମାନେ ବାହାର କାଠ ନିକଟରୁ  ମହାପ୍ରଭୁଙ୍କ ଦର୍ଶନ ସୁବିଧା ପାଇ ପାରିବେ । ଥରେ ନୁହେଁ, ଦିନକୁ ଦୁଇଥର ଏହି ଦର୍ଶନ ମିଳିବ । ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ…

ମକର ସଂକ୍ରାନ୍ତିରେ ଶ୍ରୀମନ୍ଦିରରେ ଭିଡ; ବଡ ଠାକୁରଙ୍କ ପାଖେ ଲାଗି ହେଲା ମକରଚାଉଳ

ପୁରୀ: ଆଜି ପବିତ୍ର ମକର ସଂକ୍ରାନ୍ତି । ସକାଳୁ ସକାଳୁ ମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ବଡଠାକୁରଙ୍କର ହେବ ମକର ନୀତି । ମଧ୍ୟାହ୍ନ ଧୂପ ପରେ  ଏହି ନୀତି ଅନୁଷ୍ଠିତ ହେବ ।ଏହି ଅବସରରେ ବଡଠାକୁରଙ୍କୁ ମକର ଚାଉଳ…

ଶ୍ରୀମନ୍ଦିରରେ ଆଜି ପ୍ରଳମ୍ବାସୁରବଧ ବେଶ

ପୁରୀ:ଆଜି ଭାଦ୍ରବ କୃଷ୍ଣ ପକ୍ଷ ଦ୍ୱାଦଶୀ ତିଥି । ଆଜିର ଦିନରେ ଶ୍ରୀମନ୍ଦିରରେ  ଶ୍ରୀବଳଭଦ୍ରଦେବଙ୍କର ପ୍ରଳମ୍ବାସୁରବଧ ବେଶ ଅନୁଷ୍ଠିତ ହୋଇଥାଏ ।  ଶ୍ରୀଜୀଉମାନଙ୍କ ମଧ୍ୟାହ୍ନ ଧୂପ ସମାପ୍ତି ପରେ ଏହି ବେଶ ହୋଇଥାଏ । ଆଜି ଶ୍ରୀଜଗନ୍ନାଥ ଓ ସୁଭଦ୍ରା ସାଧାରଣ ବେଶରେ ବିରାଜମାନ କରିଥାନ୍ତି ।  …

ଦିବ୍ୟାଙ୍ଗ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିରରେ ହେବ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା

ପୁରୀ: ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା। ଦିବ୍ୟାଙ୍ଗ ଶ୍ରଦ୍ଧାଳୁମାନେ କିପରି ଜଗନ୍ନାଥଙ୍କ ଦର୍ଶନ କରିପାରିବେ ସେନେଇ ବ୍ୟବସ୍ଥା କରାଯାଉଛି। ସ୍ୱତନ୍ତ୍ର ରାମ୍ପ ନିର୍ମାଣ ହେଉଛି। ଉତ୍ତର ଦ୍ୱାର ଦେଇ ପ୍ରବେଶ ଓ ପ୍ରସ୍ଥାନ କରିପାରିବେ। ଦଶରୁ ଅଧିକ ହୁଇଲ…

ଖୋଲିଲା ବଡ଼ଦେଉଳ: ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ଶ୍ରୀକ୍ଷେତ୍ରବାସୀ

ପୁରୀ: ଦୀର୍ଘ ୪ ମାସ ପରେ ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି । ଆଜିଠୁ ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର । କେବଳ ପୁରୀ ସହର ବାସିନ୍ଦା ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି । ଶ୍ରୀମନ୍ଦିର ପ୍ରଶାସନ କରିଥିବା ଟୋକନ୍ ବ୍ୟବସ୍ଥା ଅନୁସାରେ ସକାଳ ୭ଟାରୁ ଆରମ୍ଭ ହୋଇଛି ଓ୍ୱାର୍ଡଓ୍ୱାରୀ…

ନାଇଟ କର୍ଫ୍ୟୁ ପାଇଁ ଆଜି ରାତି ୮ଟାରୁ ଭକ୍ତଙ୍କୁ ଶ୍ରୀମନ୍ଦିର ମନା

ପୁରୀ: ଆଜିଠୁ ରାଜ୍ୟର ୨୦ଟି ଜିଲ୍ଲାରେ ଆରମ୍ଭ ହେଉଛି ନାଇଟ୍ କର୍ଫ୍ୟୁ । ଏହାକୁ ଦୃଷ୍ଟିରେ ରଖି ଆଜି ରାତି ୮ଟାରୁ ଭକ୍ତଙ୍କୁ ଶ୍ରୀମନ୍ଦିର ମନା । ରାତି ୮ଟା ପରେ ଆଉ ଶ୍ରୀମନ୍ଦିର ଭିତରକୁ ଭକ୍ତଙ୍କୁ ଛଡ଼ା ଯିବନାହିଁ । ରାତି ସାଢ଼େ ୮ଟା ସୁଦ୍ଧା ଶ୍ରୀମନ୍ଦିର ପରିସରକୁ ଖାଲି କରାଯିବ । ରାତି…

ଶ୍ରୀମନ୍ଦିର ପରିସରକୁ କରାଯାଉଛି ସାନିଟାଇଜ୍

ପୁରୀ : ଆଜି ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ । ଗାଇଡ ଲାଇନ୍ ଅନୁସାରେ ଆଜି ସାଧାରଣ ଦର୍ଶନକୁ ବନ୍ଦ ରଖାଯାଇଛି । ଶ୍ରୀମନ୍ଦିର ପରିସରକୁ ସାନିଟାଇଜ୍ କରିବାକୁ ଏପରି ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ଏନେଇ ଏସଓପି ଜାରି କରାଯାଇଥିଲା । ଏବେ ବିନା କୋଭିଡ ରିପୋର୍ଟରେ ସମସ୍ତ ଭକ୍ତ…

କାଲି ଚକାଆଖି ଦର୍ଶନ କରିବେ ସେବାୟତଙ୍କ ପରିବାର

ପୁରୀ: ନଅ ମାସ ପରେ ଖୋଲିବ ଶ୍ରୀମନ୍ଦିର, ମିଳିବ ଜଗା ଦର୍ଶନ। ଆସନ୍ତାକାଲି ସକାଳ ସାଢେ ସାତଟାରୁ ଦର୍ଶନ ଆରମ୍ଭ ହେବ । କେବଳ ସେବାୟତ ଓ ତାଙ୍କ ପରିବାର ସଦସ୍ୟ ଦର୍ଶନ କରିବେ । ପହୁଡ଼ ପଡିବା ପର୍ଯ୍ୟନ୍ତ ସେମାନେ ଜଗା ଦର୍ଶନ କରିପାରିବେ । ଏତେ ଦିନ ପରେ କାଳିଆ ଦର୍ଶନ ହେବାକୁ ଥିବାରୁ…

ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହେଲା ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ

ପୁରୀ: ପୁରୀ ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଛି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ। ଏହି ବୈଠକରେ ମନ୍ଦିର ବଜେଟ, ନାଗାର୍ଜୁନ ବେଶ ଓ ଶ୍ରୀମନ୍ଦିର ଖୋଲିବା ସମ୍ପର୍କରେ ଆଲୋଚନା ହେବା ନେଇ ଜଣାପଡିଛି। ସୂଚନାନୁସାରେ, ନୀଳାଦ୍ରି ଭକ୍ତ ନିବାସରେ ଗଜପତି…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳି ବାମନ ବେଶ

"ଛଳୟସି ବିକ୍ରମଣେ ବଳିମଦଭୁତବାମନ, ପଦନଖନୀରଜନିତଜନପାବନ । କେଶବ ! ଧୃତ ବାମନ ରୂପ, ଜୟ ଜଗଦୀଶ ହରେ । " ଶ୍ରୀମନ୍ଦିରରେ ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥିରେ ଭଗବାନ ବାମନଙ୍କର ଜନ୍ମୋତ୍ସବ ଓ ଶ୍ରୀଜୀଉଙ୍କ ବଳି ବାମନ ବେଶ ଅନୁଷ୍ଠିତ ହୋଇଥାଏ । ଶ୍ରୀଜଗନ୍ନାଥ ହେଉଛନ୍ତି ସ୍ୱୟଂ ମହାବିଷ୍ଣୁ ।…