Latest Odisha News

BREAKING NEWS

Browsing Tag

Puri Srimandir

ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ ଓ ଶ୍ରୀସୁଦର୍ଶନଦେବଙ୍କ ଚାରି ଆଶ୍ରମ ବିଜେ ନୀତି ପାଳିତ

''ଶ୍ରୀ ରାଧିକା ଶୁଭେ ଜାତ ଶ୍ରୀମଦ୍ ବୃନ୍ଦାବନେଶ୍ୱରୀ, ଭାଦ୍ର ମାସେ ସୀତାଷ୍ଟମ୍ୟାଂ ମଧ୍ୟାହ୍ନ ଶୁଭଦାୟିନୀ ।'' ପୁରୁଷୋତ୍ତମ ଶ୍ରୀକୃଷ୍ଣଙ୍କର ଦକ୍ଷିଣ ଅଂଶରୁ ଶ୍ରୀରାଧାଙ୍କର ଉତ୍ପତ୍ତି ଓ ଶ୍ରୀକୃଷ୍ଣଙ୍କର ଜନ୍ମତିଥିକୁ ‘ଜନ୍ମାଷ୍ଟମୀ’ ବା ‘ହରିଜନ୍ମ’ ଇତ୍ୟାଦି ନାମରେ ପାଳନ କରାଯାଏ ଓ…

ରତ୍ନସିଂହାସନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବଣଭୋଜି ବେଶ

ଆଜି ଭାଦ୍ରବ ମାସ କୃଷ୍ଣ ପକ୍ଷ ଦଶମୀ ତିଥିରେ ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ବଣଭୋଜି ବେଶ ଅନୁଷ୍ଠିତ ହୋଇଛି । ହାତରେ ବାଡି ଆଉ ଶିକାରେ ଲହୁଣୀ ଧରି ବେଶ ହୋଇଥାନ୍ତି କଳା ଗୋରା ଦୁଇ ଠାକୁର । ଗଜପତି ପ୍ରତାପରୁଦ୍ର ଦେବଙ୍କ ସମୟରେ ରାୟା ରାମାନନ୍ଦ ଓ ଶ୍ରୀ ଚୈତନ୍ୟଙ୍କ…

ଶ୍ରୀମନ୍ଦିରରେ କୋଳି ଖାଇଲେ କଳାଠାକୁର

'ଫଳ ବିକ୍ରୟିଣୀ ତସ୍ୟ ଚ୍ୟୁତ ଧାନ୍ୟଂ କରଦ୍ୱୟଂ ପଳୈର ପୂରୟଦ ରତ୍ନୈଃ ଫଳଭାଣ୍ଡମ ପୂରି ଚ'  ଆଜି ଭାଦ୍ରବ କୃଷ୍ଣ ଦଶମୀ ତିଥିରେ, ପରମ୍ପରା ଅନୁଯାୟୀ ଶ୍ରୀଜୀଉମାନଙ୍କର ବଣ ଭୋଜି ବେଶ, କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ, କୃଷ୍ଣଲୀଳା ନୀତି ଆଦି ଅନୁଷ୍ଠିତ ହୋଇଛି । ଏହି…

ଶ୍ରୀମନ୍ଦିରରେ ନନ୍ଦ ଉତ୍ସବ ପାଳିତ

'ଭୁବୋଭାରାବତାରକଂ ଭବାବଧୀକର୍ଣ୍ଣଧାରକମ୍ ଯଶୋମତୀ-କିଶୋରକଂ ନମାମି ଦୁଗଧଚୋରକମ ।।' ପବିତ୍ର ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହୋଇଛି । ମଥୁରାରୁ ଯାଇ ଗୋପପୁରରେ ପହଞ୍ଚିଛନ୍ତି କଳା କହ୍ନେଇ । ସେଠାରେ ନାଭିକଟା ନୀତି ସମ୍ପନ୍ନ ହୋଇଛି ।…

ଶ୍ରୀମନ୍ଦିରରେ କୃଷ୍ଣ ଜନ୍ମ ନୀତି

'ବସୁଦେବ ସୁତ ଦେବଂ କଂସ,ଚାଣୁର ମର୍ଦନଂ। ଦେବକୀ ପରମାନଂଦମ କୃଷ୍ଣମ ବନ୍ଦେ ଜଗତଗୁରୁମ। ।' ଭାଦ୍ରବ କୃଷ୍ଣ ଅଷ୍ଟମୀ ଦିନ ସାନ୍ଧ୍ୟ ଧୂପ ଶେଷ ହେବା ପରେ ଜୟ ବିଜୟ ଦ୍ୱାର ବନ୍ଦ ହୋଇଥାଏ । ସୁଧସୁଆର ସେବକ ଭଣ୍ଡାର ଦ୍ୱାର ଆଗରେ (ଭିତର କାଠ ସମ୍ମୁଖ) ପୋଛା ମାରନ୍ତି । ତତ୍ପରେ, ପୂଜାପଣ୍ଡା…

ଆଜି ପବିତ୍ର ଜନ୍ମାଷ୍ଟମୀ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ

'କର୍ପୂର ତିଳକଂ ଲଲାଟ ପଟଳେ, ବକ୍ଷସ୍ଥଳେ କୌସ୍ଥଭଂ। ନାସାଗ୍ରେ ବରମୌକ୍ତିକଂ କରତଳେ, ବେଣୁ କରେ କଙ୍କଣମ୍। ସର୍ବାଙ୍ଗେ ହରିଚନ୍ଦନଂ ସୁଲଳିତଂ, କଣ୍ଠେ ଚ ମୁକ୍ତାବଳି। ଗୋପସ୍ତ୍ରୀ ପରିବେଷ୍ଟିତେ ବିଜୟତେ, ଶ୍ରୀଗୋପାଳ ଚୂଡ଼ାମଣୀ ।' ଆମ କାଳିଆ ସାଆନ୍ତ ବଡ଼ ବିଚିତ୍ର ଦିଅଁ ଆଉ ବହୁତ…

ଶ୍ରୀମନ୍ଦିରରେ ବଳଭଦ୍ର ଜନ୍ମ ନୀତି..

''ସୁଦ୍ଧ ସ୍ପଟିକ ପ୍ରାୟେକ ତନୁ ବର୍ଣ୍ଣ ଶଙ୍ଖ ଆକାର କୁଣ୍ଡଳ ବେନି କର୍ଣ୍ଣ ।। ଶିରେଶ ସପତ ଅହରି ମୁକୁଟ ମୁକୁତା କଦମ୍ବ ହାର ଶୋହେ କଣ୍ଠତଟ ।।'' ଶ୍ରାବଣ ପୂର୍ଣ୍ଣିମା ବା ଗହ୍ମାପୂର୍ଣ୍ଣିମା ଦିନ ବଡ଼ଠାକୁର ଶ୍ରୀ ବଳଭଦ୍ରଙ୍କ ଜନ୍ମୋତ୍ସଵ ପାଳନ କରା ଯାଇଥାଏ । ଏହି ପବିତ୍ର ଜନ୍ମୋତ୍ସଵ…

ଆଜି ପବିତ୍ର ହରିଶୟନ ଏକାଦଶୀରେ ମହାପ୍ରଭୁଙ୍କ ଶୟନ ନୀତି

ଚଳିତ ବର୍ଷ ଆଷାଢ଼ ଶୁକ୍ଳ ଏକାଦଶୀ ଦିନ ରଥ ଉପରେ ହରିଶୟନ ଏକାଦଶୀ (ବଡ ଏକାଦଶୀ) ପାଳନ ହୋଇ ନାହିଁ । ଆଜି ଶ୍ରାବଣ ମାସ ଶୁକ୍ଳପକ୍ଷ ଏକାଦଶୀ ଦିନ ପବିତ୍ର ହରିଶୟନ ଏକାଦଶୀ ନୀତି ପାଳନ ହେବ । “ ନୀଳାଦ୍ରି ମହୋଦୟ ” ର ସଂଗୃହିତ ... ଚାତୁର୍ମାସ୍ୟାନ୍ତରେ ରାଜନ୍ ମାସବୃଦ୍ଧିର‌୍ୟଥାଭବେତ୍…