Latest Odisha News
Browsing Tag

Puri Srimandira

ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି ସମୀକ୍ଷା ପାଇଁ ହାଇକୋର୍ଟ ଦେଲେ ନିର୍ଦ୍ଦେଶ

କଟକ : ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି କିପରି ଅଛି ? ରତ୍ନଭଣ୍ଡାର ଚାବି କେଉଁଠି ଅଛି ? ରତ୍ନଭଣ୍ଡାରରେ ଠାକୁରଙ୍କ ରତ୍ନ ଅଳଙ୍କାର ଅଛି କି ନାହିଁ  ? ରତ୍ନ ଭଣ୍ଡାର ଭିତର ଘର ସୁରକ୍ଷିତ ଅଛି ତ ? ଏମିତି ଅନେକ ପ୍ରଶ୍ନ ଏବେ ଜଗନ୍ନାଥ ପ୍ରେମୀଙ୍କ ମନକୁ ଆନ୍ଦୋଳିତ କରୁଛି  । ଏହା ମଧ୍ୟରେ…

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଆଜି ଅପରାହ୍ଣ ୪ଟାରୁ ରାତି ୮ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଶ୍ରୀମନ୍ଦିରରେ ମଧ୍ୟାହ୍ନ…

ଆଜି ଶ୍ରୀନଅର ବିଜେ: ମହାପ୍ରଭୁଙ୍କ ସୁସ୍ଥତା ଖବର ଗଜପତି ମହାରାଜଙ୍କୁ ଦେବେ ସେବାୟତ

ପୁରୀ: ଦଶମୂଳ ମହୌଷଧି ସେବନ ପରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ଶ୍ରୀଜିଉ । ଆଜି ଦ୍ୱାଦଶୀ ତିଥିରେ ଏହି ଖବର ନେଇ ଶ୍ରୀନଅର ଯିବେ ସେବାୟତ । ଗଜପତି ମହାରାଜଙ୍କୁ ମହାପ୍ରଭୁଙ୍କ ସୁସ୍ଥତା ଖବର ଦେବେ । ମହାପ୍ରଭୁ ଆରୋଗ୍ୟ ଲାଭ କରିଥିବା ଖବର ଗଜପତି ମହାରାଜାଙ୍କୁ ସୂଚିତ କରାଇବା ନିମନ୍ତେ…

ଶ୍ରୀମନ୍ଦିରରେ ଦଇତା ସେବା

ଦେବୀ ପ୍ରସନ୍ନ ନନ୍ଦ ଶ୍ରୀମନ୍ଦିରର ବୈଚିତ୍ର‌୍ୟମୟ ସେବା ବ୍ୟବସ୍ଥା ମଧ୍ୟରୁ ଗୋଟିଏ ପ୍ରମୁଖ ସେବା ହେଉଛି ଦଇତାସେବା । କେଉଁ ପ୍ରାଚୀନ କାଳରୁ ଆଦିବାସୀ ସଂପ୍ରଦାୟର ଶବର ଭାବେ କୁହାଯାଇଥିବା ଏହି ସେବକମାନେ ସେବାକାର୍ଯ୍ୟ କରି ଆସୁଛନ୍ତି । ‘ବାମଦେବ ସଂହିତା’ରେ ଏମାନଙ୍କୁ ବିଶ୍ୱାବସୁ…

ବାତ୍ୟା ୟଶ ନେଇ ଶ୍ରୀମନ୍ଦିରର ସ୍ଥିତି ଅନୁଧ୍ୟାନ

ପୁରୀ: ବାତ୍ୟା ୟଶ ନେଇ ଶ୍ରୀମନ୍ଦିରର ସ୍ଥିତି ଅନୁଧ୍ୟାନ । ଏଏସଆଇ ସୁପରିଣ୍ଟେଣ୍ଡେଟ ଅରୁଣ ମଲ୍ଲିକ, କୀର୍ତ୍ତନ ଚକଡା ଓ ଜଗମୋହନ ନିକଟରୁ କଢାଯାଉଛି ସ୍କାଫୋଲ୍ଡିଂ, ପ୍ରାୟ ୮୦ଫୁଟର ଲଗାଯାଇଥିବା ଲୁହାଭାରାକୁ କାଢିବା କାର୍ଯ୍ଯରେ ନିୟୋଜିତ ଅଛନ୍ତି ୩୨ଜଣ ଏଏସଆଇ କର୍ମଚାରୀ । ଆଜି ସୁଦ୍ଧା…

ଶ୍ରୀମନ୍ଦିର ପରିସର ସାନିଟାଇଜ

ପୁରୀ:ବଢୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ରବିବାର ଶ୍ରୀମନ୍ଦିର ଭିତର ଓ ବାହାର ପରିସରକୁ ବିଶୋଧନ କରାଯାଇଛି । ନୁତନ ଏସଓପି ଜାରି ହେବା ପରେ ଭକ୍ତଙ୍କ ଲାଗି ଆସନ୍ତା ମେ'ମାସ ୧୫ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିର ଦର୍ଶନ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ଅଗ୍ନିଶମ ବିଭାଗର ଦୁଇଟି…

ଶ୍ରୀମନ୍ଦିରରେ ଆଜିଠୁ ନୂଆ SOPରେ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ଆଜିଠାରୁ ଶ୍ରୀମନ୍ଦିର ପ୍ରବେଶ ପାଇଁ ନୂଆ ନିୟମ । ଜଗା ଦର୍ଶନ ପାଇଁ କଡାକଡି ପାଳନ କରାଯାଉଛି ଗାଇଡଲାଇନ୍ । କରୋନା ମହାମାରୀକୁ ଦୃଷ୍ଟିରେ ରଖି ସର୍ବସାଧାରଣ ଦର୍ଶନ ନେଇ ନୂଆ ଏସଓପି ଜାରି କରିଥିଲା ପ୍ରଶାସନ । ଆଜିଠୁ ରାଜ୍ୟ ବାହାର ଭକ୍ତଙ୍କ ପାଇଁ RT-PCR ନେଗେଟିଭ୍ ରିପୋର୍ଟ କିମ୍ବା…

ଶ୍ରୀମନ୍ଦିରରୁ ମୂର୍ତ୍ତି ଖସି ଆହତ ସେବାୟତଙ୍କୁ ସହାୟତାର ହାତ ବଢ଼ାଇଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ: ଶ୍ରୀଜିଉଙ୍କ ସେବାରେ ନିୟୋଜିତ ସେବାୟତଙ୍କ ଆର୍ଥିକ ଓ ସାମାଜିକ ବିକାଶ ପାଇଁ ସରକାର ହାତକୁ ନେଇଛନ୍ତି ଏକାଧିକ ଯୋଜନା । ସେମାନଙ୍କର ସୁଖଦୁଃଖର ଠିଆ ହେଉଛି ଶ୍ରୀମନ୍ଦିର ପ୍ରଶାସନ । ଆଜି ସେବା କରିବା ପରେ ଶ୍ରୀମନ୍ଦିରରେ ମୂର୍ତ୍ତି ଖସି ଆହତ ହୋଇଥିବା ସେବାୟତଙ୍କୁ ସହାୟତାର ହାତ…

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ: ଆଜି ଫାଲଗୁନ୍ କୃଷ୍ଣ ପଞ୍ଚମୀ ତିଥି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର । ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଦତ୍ତ ମହାପାତ୍ର ସେବାୟତମାନେ…

ଶ୍ରୀମନ୍ଦିରରେ ଯାତ୍ରୀ ସହାୟକଙ୍କ ମୁଣ୍ଡକୁ କୁଡୁଆରେ ଛେଚି ଦେଲେ ସୁଆର ସେବାୟତ

ପୁରୀ: ଶ୍ରୀମନ୍ଦିରରେ ଯାତ୍ରୀ ସହାୟକ ଓ ସୁଆର ସେବାୟତ ମୁହାଁମୁହିଁ । ସୁଆର ସେବାୟତ କୁଡୁଆ ନେଇ ମନ୍ଦିରକୁ ଯାଉଥିବା ବେଳେ ଇଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ଏଥିରେ ଉତ୍ତ୍ୟକ୍ତ ହୋଇ ମୁଣ୍ଡକୁ କୁଡୁଆରେ ଛେଚି ଦେଲେ ସୁଆର ସେବାୟତ । ଆହତ ଯାତ୍ରୀ ସହାୟକ ଦାମୋଦର ଗୋଚ୍ଛିକାର ମେଡିକାଲରେ…