ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି ସମୀକ୍ଷା ପାଇଁ ହାଇକୋର୍ଟ ଦେଲେ ନିର୍ଦ୍ଦେଶ
କଟକ : ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି କିପରି ଅଛି ? ରତ୍ନଭଣ୍ଡାର ଚାବି କେଉଁଠି ଅଛି ? ରତ୍ନଭଣ୍ଡାରରେ ଠାକୁରଙ୍କ ରତ୍ନ ଅଳଙ୍କାର ଅଛି କି ନାହିଁ ? ରତ୍ନ ଭଣ୍ଡାର ଭିତର ଘର ସୁରକ୍ଷିତ ଅଛି ତ ? ଏମିତି ଅନେକ ପ୍ରଶ୍ନ ଏବେ ଜଗନ୍ନାଥ ପ୍ରେମୀଙ୍କ ମନକୁ ଆନ୍ଦୋଳିତ କରୁଛି ।
ଏହା ମଧ୍ୟରେ…