Latest Odisha News
Browsing Tag

Puri SwargaDwara

ପୁରୀ ସ୍ୱର୍ଗଦ୍ୱାରରେ ଆଜିଠୁ ଜିଲ୍ଲା ବାହାର ଲୋକ କରିପାରିବେ ଶବ ସତ୍କାର

ପୁରୀ: ଆଜିଠୁ ପୁରୀ ସ୍ୱର୍ଗଦ୍ୱାରରେ ଜିଲ୍ଲା ବାହାର ଲୋକଙ୍କର ଶବ ସତ୍କାର କରିପାରିବେ ଆତ୍ମୀୟ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଜାରି କରିଥିବା କଟକଣାକୁ କୋହଳ କରିଛି । କେବଳ କୋଭିଡ୍ ନେଗେଟିଭ୍ ରିପୋର୍ଟ ଥିବା ବ୍ୟକ୍ତିଙ୍କର ଶବ ସତ୍କାର କରିପାରିବେ । ଅନ୍ତିମ…

ସର୍ବସାଧାରଣଙ୍କ ପାଇଁ ଖୋଲିଲା ସ୍ବର୍ଗଦାର

ପୁରୀ : ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହେଲା ପୁରୀ ସ୍ବର୍ଗଦ୍ବାର । ନବୀକରଣ ପରେ ଏହି ନୂଆ ସ୍ବର୍ଗଦ୍ବାରକୁ ଲୋକାର୍ପିତ କରାଯାଇଛି । ଜିଲ୍ଲାପାଳ ସମର୍ଥ ବର୍ମା ଏହି ନୂଆ ସ୍ବର୍ଗଦ୍ବାରକୁ ଲୋକାର୍ପଣ କରିଛନ୍ତି । ପ୍ରାୟ ୬ କୋଟି ୩୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଛି…

ପଞ୍ଚଭୂତରେ ଲୀନ ହେଲେ ସୁଶୀଳା ଦେବୀ

ପୁରୀ: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ଶେଷକୃତ୍ୟ ସ୍ୱର୍ଗଦ୍ୱାରଠାରେ ଶେଷ ହୋଇଛି । ସାନପୁଅ ତାଙ୍କୁ ମୁଖାଗ୍ନୀ ଦେଇଥିଲେ । ବହୁ ବିଶିଷ୍ଟ ବ୍ୟକ୍ତି ଅନ୍ତିମ ସଂସ୍କାରରେ ଯୋଗ ଦେଇଥିଲେ । ଗତକାଲି ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସାଧୀନ…

ଶବ ସତ୍କାର ଅନୁମତି ପରେ ସ୍ୱର୍ଗଦ୍ୱାରକୁ କରାଗଲା ସାନିଟାଇଜ୍

ପୁରୀ: ସ୍ୱର୍ଗଦ୍ୱାରରେ ବାହାର ଜିଲ୍ଲା ଲୋକଙ୍କ ଶବଦା ସତ୍କାର ଉପରୁ କଟକଣା ହଟିଛି । ଏହାପରେ ଆଜି ଅଗ୍ନିଶମ ବିଭାଗ ପକ୍ଷରୁ ସ୍ୱର୍ଗଦ୍ୱାରକୁ ସାନିଟାଇଜ କରାଯାଇଛି । ସ୍ୱର୍ଗଦ୍ୱାର ପରିସର, ଚାରିପାଖ ଓ ଅଫିସକୁ ବିଶୋଧନୀକରଣ କରାଯାଇଛି । ଗତକାଲି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବାହାର…

ସ୍ୱର୍ଗଦ୍ୱାରରେ ଜଳିଲା ମହାରଥୀଙ୍କ ଜୁଇ

ପୁରୀ: ପଂଚଭୂତରେ ଲୀନ ହେଲେ ମହାରଥୀ । ପୁରୀ ସ୍ୱର୍ଗଦ୍ୱାରରେ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପୁଅ ରୁଦ୍ର ମହାରଥୀ ମୁଖାଗ୍ନି ଦେଇଛନ୍ତି । ପାର୍ଥିବ ଶରୀର ଜଳିଯାଇଛି । ଆଉ, ବିଧାୟକ, ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସମସ୍ତଙ୍କ ଠାରୁ ଶେଷ ବିଦାୟ ନେଇଛନ୍ତି ।…

ମାସେ ଯାଏଁ ପୁରୀ ସ୍ୱର୍ଗଦ୍ୱାରକୁ ବାହାର ଲୋକଙ୍କୁ ପ୍ରବେଶ ମନା

ପୁରୀ: ପୁଣି ବଢ଼ିଲା ପୁରୀ ସ୍ୱର୍ଗଦ୍ୱାର କଟକଣା । ସ୍ୱର୍ଗଦାରରେ ଦାହ ସଂସ୍କରଣ କଟକଣାକୁ ବୃଦ୍ଧି କରାଯାଇଛି । ପୁଣି ଆଉ ମାସେ ଅର୍ଥାତ ସେପ୍ଟେମ୍ବର ୩୦ ଯାଏଁ ଏହି କଟକଣାକୁ ବଢ଼ାଇଛନ୍ତି ଜିଲ୍ଳାପାଳ । ପୁରୀ ଜିଲ୍ଲା ବାହାର ଲୋକଙ୍କୁ ଶବ ସଂସ୍କାର କରିବାକୁ ଅନୁମତି ମିଳିବ ନାହିଁ । କେବଳ ପୁରୀ…