Latest Odisha News

BREAKING NEWS

Browsing Tag

Puri Temple

ଆଜି ଶ୍ରୀଜୀଉଙ୍କ ପଇତା ଲାଗି ନୀତି, ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ମାର୍ଗଶୀର କୃଷ୍ଣଦଶମୀ ତିଥି। ଶ୍ରୀମନ୍ଦିରରେ  ମହାପ୍ରଭୁଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଅପରାହ୍ନରେ ଏହି ନୀତି ସମ୍ପନ୍ନ ହେବ। ଏଥିପାଇଁ ଅପରାହ୍ନ ୪ଟାରୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ପାଇଁ ଦର୍ଶନ କଟକଣା ଜାରି…

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ, ଜାଣନ୍ତୁ ଏହାର ମାହାତ୍ମ

ପୁରୀ: ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି । ଏହି ଦିନ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ । ପ୍ରାତଃ ସମୟରେ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଆରମ୍ଭ ହୋଇଥାଏ ଏହି ବେଶ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ…

କୁମାର ପୂର୍ଣ୍ଣିମାରେ ଶ୍ରୀଜୀଉଙ୍କ ସ୍ୱତନ୍ତ୍ର ନୀତି

ପୁରୀ : ଶ୍ରୀମନ୍ଦିରରେ କୁମାର ପୂର୍ଣ୍ଣିମା ଉପଲକ୍ଷେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଶ୍ରୀକ୍ଷେତ୍ରରେ ମାନବୀୟ ଲୀଳା କରୁଥିବା ମହାପ୍ରଭୁ ଆଜି ମହାଲକ୍ଷ୍ମୀଙ୍କ ସହିତ ଜୁଆ ଖେଳରେ ହାରିବେ । ପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀ ମାଧବ ସାତଦିନ ପର୍ଯ୍ୟନ୍ତ ଲକ୍ଷ୍ମୀ…

ଶ୍ରୀଜିଉଙ୍କୁ ଦର୍ଶନ କଲେ ପ୍ରଧାନ ବିଚାରପତି ଜଷ୍ଟିସ୍ ଏନ୍. ଭି. ରମଣା

ପୁରୀ: ଓଡ଼ିଶା ଗସ୍ତରେ ଆସିଥିବା ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍ ଏନ୍. ଭି. ରମଣା ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ପ୍ରଧାନ ବିଚାରପତି ସିଂହଦ୍ୱାରରେ ପହଞ୍ଚିବା ପରେ ଫାଇଭ୍ ଟି ସଚିବ ଭି. କେ. ପାଣ୍ଡିଆନ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର, ପୁରୀ…

ଶ୍ରୀମନ୍ଦିରରେ ପ୍ରବେଶ ପାଇଁ ଭକ୍ତମାନଙ୍କୁ ନକଲି ଆର୍‌ଟିପିସିଆର୍‌ ରିପୋର୍ଟ ବିକ୍ରି କରୁଥିବା ଅଭିଯୋଗରେ ୧୦ ଗିରଫ

ପୁରୀ: ଜଗନ୍ନାଥ ମନ୍ଦିରରେ ପ୍ରବେଶ ପାଇଁ ଭକ୍ତମାନଙ୍କୁ ନକଲି କୋଭିଡ୍‌ ଆର୍‌ଟିପିସିଆର୍‌ ନେଗେଟିଭ ରିପୋର୍ଟ ବିକ୍ରି କରୁଥିବା ଅଭିଯୋଗରେ ପୋଲିସ ଶୁକ୍ରବାର ଦିନ ଏକ ୧୦ ଜଣିଆ ଗ୍ୟାଙ୍ଗକୁ ଠାବ କରିଛି। ପୋଲିସ ସୂତ୍ର ଅନୁଯାୟୀ, ନକଲି ଆର୍‌ଟିପିସିଆର୍‌ ନେଗେଟିଭ ରିପୋର୍ଟ ପାଇଁ…

୩ ଦିନ ଯାଏ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ: ପୁରୀ ଜଗନ୍ନାଥ ମନ୍ଦିର ତିନି ଦିନ ପର୍ଯ୍ୟନ୍ତ ବନ୍ଦ ରହିବ। ଶୁକ୍ରବାର ଗଣେଶ ଚତୁର୍ଥୀ ହୋଇଥିବାରୁ ଆଗାମୀ ୨ ଦିନ ପାଏ ଶ୍ରୀମନ୍ଦିର ଦ୍ବାର ଭକ୍ତଙ୍କ ଲାଗି ବନ୍ଦ ରହିବ ବୋଲି ସୂଚନା ମିଳିଛି। ସେପ୍ଟେମ୍ବର ୯ ରେ SJTA ଦ୍ବାରା ଜାରି ନୂତନ ନିର୍ଦ୍ଦେଶାବଳୀରେ କୁହାଯାଇଛି ଯେ…

ଏଣିକି ସପ୍ତାହରେ ୬ ଦିନ ଶ୍ରୀମନ୍ଦିର ଖୋଲା, ବଢ଼ିଲା ସର୍ବସାଧାରଣ ଦର୍ଶନ ଅବଧି

ପୁରୀ: ଶ୍ରୀଜିଉଙ୍କୁ ଏଣିତିକ ସପ୍ତାହରେ ୬ ଦିନ ଦର୍ଶନ କରିପାରିବେ ଭକ୍ତ । ଶନିବାର ବି ଶ୍ରଦ୍ଧାଳୁଙ୍କ ପାଇଁ ଖୋଲା ରହିବ ବଡ଼ଦେଉଳ ଦୁଆର । ଭିଡିଓ କନଫରେନସିଂ ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟି  ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଏନେଇ ସାନି ଏସଓପି ଜାରି ହୋଇଛି । ଏଥିସହ…

ଆଜି ବସିବ ଶ୍ରୀମନ୍ଦିର ନୂଆ ପରିଚାଳନା କମିଟିର ପ୍ରଥମ ବୈଠକ

ପୁରୀ: ଆଜି ଶ୍ରୀମନ୍ଦିରର ନୂତନ ପରିଚାଳନା କମିଟିର ପ୍ରଥମ ବୈଠକ ବସୁଛି । ପୁରୀ ନିଳାଦ୍ରୀ ଭକ୍ତ ନିବାସଠାରେ ସକାଳ ୧୧ଟା ରେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବାର କାର୍ଯ୍ୟକ୍ରମ…

ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଭାଦ୍ରବ କୃଷ୍ଣ ତୃତୀୟା ତିଥି ଅବସରରେ ଶ୍ରୀଜିଉମାନଙ୍କର ବନକଲାଗି ବା ଶ୍ରୀମୁଖ ସିଂହାର ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ଦତମହାପାତ୍ର…

ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ସେବାୟତଙ୍କ ପରିବାର

ପୁରୀ: ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଦର୍ଶନ । ଆଜି ଓ ଆସନ୍ତାକାଲି ସେବାୟତଙ୍କ ପରିବାର ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ । ଆଜି ସକାଳ ୭ଟାରୁ ଦର୍ଶନ ଆରମ୍ଭ ହୋଇଛି । ସେବାୟତଙ୍କ ପରିବାର ସଦସ୍ୟ ଯେକୌଣସି ଦ୍ୱାର ଦେଇ ମନ୍ଦିର ଭିତରେ ପ୍ରବେଶ କରିପାରୁଛନ୍ତି । ଏଥିପାଇଁ…