୫ଟି ସଚିବ ଭି.କେ. ପାଣ୍ଡିଆନଙ୍କ ପୁରୀ ଗସ୍ତ ଓ ବିଭିନ୍ନ ପ୍ରକଳ୍ପ ଉନ୍ନତିକରଣର ସମୀକ୍ଷା
ପୁରୀ : ମା ମଙ୍ଗଳା ପୀଠର ଉନ୍ନତିକରଣ କାମ ପରିଦର୍ଶନ କରିଛନ୍ତି ୫ଟି ସଚିବ ଭି. କେ. ପାଣ୍ଡିଆନ। ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସେ ସମୀକ୍ଷା କରିଛନ୍ତି । ପନ୍ଦର ଦିନରେ ଯୋଜନା ପ୍ରସ୍ତୁତ ହେବ । ସେହିପରି ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ ହସପିଟାଲ କାମ ବି ଜୁନ ୨୦୨୩ ସୁଦ୍ଧା ଶେଷ…