Latest Odisha News

BREAKING NEWS

Browsing Tag

puri

ଶେରଗଡ଼ରୁ-ପୁରୀକୁ ଗଡ଼ିଲା ପ୍ରଥମ ଏସି ବସ୍ ଜଗନ୍ନାଥ ଏକ୍ସପ୍ରେସ୍

ଭୁବନେଶ୍ୱର: ଜଗନ୍ନାଥ ଧାମ୍ ପୁରୀକୁ ଆଜି ଗଞ୍ଜାମ ଜିଲ୍ଲାର ଶେରଗଡ଼ରୁ ଗଡିଛି ପ୍ରଥମ ଏସି ବସ୍ ଜଗନ୍ନାଥ  ଏକ୍ସପ୍ରେସ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫେରେନ୍ସିଂ ଜରିଆରେ ଶେରଗଡ଼-ପୁରୀ ମଧ୍ୟରେ ଜଗନ୍ନାଥ ଏକ୍ସପ୍ରେସ ଏସି ବସ୍ ସେବା ଚଳାଚଳକୁ ପତକା ହଲାଇ ଶୁଭାରମ୍ଭ…

ଆଜି ମହାପ୍ରଭୁଙ୍କ ରୁକ୍ମଣୀ ବିବାହ

ପୁରୀ : ଆଜି ମହାପ୍ରଭୁଙ୍କ ବିବାହ ଉତ୍ସବ । ସ୍ୱତନ୍ତ୍ର ନୀତିକାନ୍ତି ସହ ଶ୍ରୀମନ୍ଦିରରେ ପାଳିତ ହେବ ରୁକ୍ମଣୀ ବିବାହ । ସିଂହଦ୍ୱାର ସମ୍ମୁଖରେ ବାଜୁଛି ତେଲିଙ୍ଗୀ ବାଜା, କାହାଳୀ, ଢୋଲ ଆଦି ବାଜା । ଜ୍ୟେଷ୍ଠ ଶୁକ୍ଲ ଏକାଦଶୀ ତିଥିରେ ବିଧି ଅନୁସାରେ ମହାପ୍ରଭୁଙ୍କ ରୁକ୍ମିଣୀ ବିବାହ ଉତ୍ସବ…

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାଜାନ୍ଦ୍ରାଭିଷେକ ନୀତି, ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ

ପୁରୀ : ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ରାଜାନ୍ଦ୍ରାଭିଷେକ ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ସନ୍ଧ୍ୟାଧୂପ ନୀତି ଶେଷହେବା ପରେ ଆଜ୍ଞାମାଳ ପାଇ ମଦନମୋହନ ଖଟ ଉପରକୁ ମହାପ୍ରଭୁ ବିଜେ କରିବେ । ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ ଭିତର ଅନ୍ଧାର କରାଯିବ ।…

ଗଞ୍ଜେଇ ମାଫିଆ ବାପପୁଅଙ୍କ ୩ କୋଟି ମୂଲ୍ୟର ସମ୍ପତ୍ତି ବାଜ୍ୟାପ୍ତ

ପୁରୀ: ଗଞ୍ଜେଇ ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ । ଗଞ୍ଜେଇ ବ୍ୟବସାୟ କରୁଥିବା ପୁରୀର ବାପପୁଅଙ୍କ ୩ କୋଟି ମୂଲ୍ୟର ସମ୍ପତ୍ତିକୁ ବାଜ୍ୟାପ୍ତ କରାଯାଇଛି । ବାଜ୍ୟାପ୍ତି କରାଯାଇଥିବା ସମ୍ପତ୍ତି ମଧ୍ୟରେ ୯ଟି ପ୍ଲଟ, ୪ଟି ଘର ସହ କାର ଓ ବାଇକ୍ ରହିଛି । ଗଞ୍ଜେଇ କାରବାରର ସମ୍ପୃକ୍ତ…

ରଥଯାତ୍ରା ସମୟରେ ମରାମତି ହେବ ଶ୍ରୀଜୀଉଙ୍କ ରତ୍ନ ପଲଙ୍କ

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ରତ୍ନ ପଲଙ୍କର ମରାମତି କରାଯିବ । ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ଏହି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ । ସିଂହଦ୍ୱାରର ରୂପା ଛାଉଣୀ କରିବାକୁ ମଧ୍ୟ ବୈଠକରେ ନିଷ୍ପତ୍ତି ନିଆଯାଇଛି । ରତ୍ନ ପଲଙ୍କ ମରାମତି ଓ ସିଂହଦ୍ୱାରର…

ଆଜି ଅପରାହ୍ନରେ ବସିବ ଛତିଶା ନିଯୋଗ ବୈଠକ, ବିଭିନ୍ନ ନୀତି ନିର୍ଘଣ୍ଟ ନେଇ ହେବ ଆଲୋଚନା

ପୁରୀ : ଆଜି ବସିବ ଛତିଶାନିଯୋଗ ବୈଠକ । ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା, ଦେବସ୍ନାନ ପୂର୍ଣ୍ଣିମା, ରାଜେନ୍ଦ୍ରାଭିଷେକ ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ ନେଇ ବୈଠକରେ ନିଆଯିବ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଆଜି ଅପରାହ୍ନ ୫ଟାରେ ନୀଳାଦ୍ରି ଭକ୍ତନିବାସରେ ଛତିଶାନିଯୋଗ ବୈଠକ…

ଆସନ୍ତାକାଲି ଭକ୍ତଙ୍କ ପାଇଁ ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ : ଆସନ୍ତାକାଲି ଜ୍ୟେଷ୍ଠ-କୃଷ୍ଣ ତ୍ରୟୋଦଶୀ ତିଥି । ମହାପ୍ରଭୁଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ୨ୟ ଭୋଗମଣ୍ଡପ ଭୋଗ ଶେଷ ପରେ ଆରମ୍ଭ ହେବ ଏହି ନୀତି । ତେଣୁ କାଲି ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ । ତେବେ ସନ୍ଧ୍ୟା ୬ଟାରୁ ରାତି…

ମନ ଓ ଦେହକୁ ଶାନ୍ତି ଦେଉଛି ଶୀତଳ ବାମ୍ପ ସେବା

ପୁରୀ : ଦିନକୁ ଦିନ ବଢ଼ିବାରେ ଲାଗିଛି ତାତି । ଏହି ତାତିରେ ଲୋକେ ତ୍ରାହି ତ୍ରାହି ଡାକୁଛନ୍ତି । ପୁରୀ ଟାଉନ ହଲ ଛକ । ଆଉ ଏ ଜାଗା ସଭିଙ୍କର ଭାରୀ ପ୍ରିୟ। ଆପଣ ଅସହ୍ୟ ଖରାରେ ଯାଇ ପହଞ୍ଚିଗଲେ ସେଠି ଚେୟାରଟିଏ ମିଳିଯାଏ ବସିବାକୁ । ମୁଣ୍ଡ ଉପରେ ଚାଳିଆଟି ଛାଇଟିକେ ଦିଏ । ତାପରେ ଆରମ୍ଭ…

ଆଜିଠୁ ଆରମ୍ଭ ହେବ ମହାପ୍ରଭୁଙ୍କ ଭିତର ଚନ୍ଦନଯାତ୍ରା

ପୁରୀ: ଆଜିଠାରୁ ମହାପ୍ରଭୁଙ୍କର ଭିତର ଚନ୍ଦନ ନୀତି ଆରମ୍ଭ ହେଉଛି । ମହାପ୍ରଭୁଙ୍କ ଭିତର ଚନ୍ଦନ ଯାତ୍ରା ୨୧ ଦିନ ଧରି ଅନୁଷ୍ଠିତ ହେବ । ୧୫ ତାରିଖ ଦିନ ଏକାଦଶୀ, ୧୯ ତାରିଖ ଦିନ ସାବିତ୍ରୀ ଅମାବାସ୍ୟା, ୨୪ ତାରିଖ ଦିନ ଶୀତଳ ଷଷ୍ଠୀ ଓ ୩୧ ତାରିଖ ଦିନ ରୁକ୍ମିଣୀ ବିବାହ ମହାପ୍ରଭୁଙ୍କ…

ଆସନ୍ତା ୧୮ରେ ପୁରୀରୁ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ !

ଭୁବନେଶ୍ୱର: ଓଡ଼ିଶାରେ କେବେ ଗଡ଼ିବ ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ୍ । ଏନେଇ ଏବେ ବି ସସପେନ୍ସ ଲାଗି ରହିଥିବା ବେଳେ ତାରିଖକୁ ନେଇ ଦ୍ୱନ୍ଦ୍ୱ ଉପୁଜିଛି । ପ୍ରଥମେ ମେ ୧୫ ତାରିଖରେ ପୁରୀରୁ ହାୱଡ଼ାକୁ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ହେବ ବୋଲି ସ୍ଥିର ହୋଇଥିବା ବେଳେ ପୁଣି ତାରିଖ…