Latest Odisha News
Browsing Tag

puri

ବଲିଉଡ୍ କୋରିଓଗ୍ରାଫର ଓଡ଼ିଆ ପୁଅ ସଂଗ୍ରାମ

ପୁରୀ: ଓଡ଼ିଆ ପୁଅ ସଂଗ୍ରାମ । ଏବେ ବଲିଉଡରେ ଦେଖାଉଛନ୍ତି ନିଜ ଡ୍ୟାନ୍ସର ଯାଦୁ । ଶୁଆଇ ଦେଉ ନଥିବା ସ୍ୱପ୍ନ ଆଉ ଅହରହ ସଂଘର୍ଷ ସଂଗ୍ରାମଙ୍କୁ ଦେଇଛି ସଫଳତା । ଶ୍ରୀକ୍ଷେତ୍ର ପୁରୀ ମାଟିର ପୁଅ ସଂଗ୍ରାମ କେଶରୀ ବାରିକ ଏବେ ମାୟାନଗରୀ ମୁମ୍ବାଇରେ କାମ କରୁଛନ୍ତି । ବଲିଉଡର ଜଣାଶୁଣା ପ୍ରଡକ୍ସନ…

ବୃକ୍ଷ ପ୍ରେମରେ କାମଦେବ ମହାରଣା

ପୁରୀ : ଶବ୍ଦକୁ ଦିଅନ୍ତି ଜୀବନ, ବୃକ୍ଷ ସହ ରହିଛି ତାଙ୍କର ନିବିଡ଼ ସମ୍ପର୍କ  । କେତେବେଳେ ସେ ଗଛସହ ଗୁଣୁଗୁଣୁ ହୋଇ କଥା ହୁଅନ୍ତି ତ ପୁଣି କେତେବେଳେ ପରାସ୍ତ ଜହ୍ନରୁ ଜୋତ୍ସନା ତୋଳି ଆଣି ତାକୁ କବିତାର ରୂପ ଦିଅନ୍ତି । ଆମେ କହୁଛୁ ପୁରୀର କାମଦେବ ମହାରଣାଙ୍କ କଥା । ପେଶାରେ ସେ ଜଣେ…

ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ମମତା, କହିଲେ ‘ବଙ୍ଗାଳି ଭବନ ହେବ ନୂଆ ପୁରୀ’

ପୁରୀ: ଓଡ଼ିଶା ମୋର ପ୍ରଥମ ଘର । ଓଡ଼ିଶା ଓ ପଶ୍ଚିମବଙ୍ଗ ଦୁଇ ଭଉଣୀ ବୋଲି କହିଛନ୍ତି ପୁରୀ ଗସ୍ତରେ ଆସିଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଗିରଳ ନିକଟ ସିପସରୁବାଲି ମୌଜା ମଙ୍ଗଳା ମୁହାଣ ନିକଟରେ ବଙ୍ଗାଳି ଅତିଥି ଭବନ ପାଇଁ ଚିହ୍ନଟ ଜମି ବୁଲି ଦେଖିବା ସହ ଖୁସିବ୍ୟକ୍ତ…

ତିନିଦିନିଆ ଓଡ଼ିଶା ଗସ୍ତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ, କାଳିଆ ଦର୍ଶନ ସହ ନବୀନଙ୍କୁ ଭେଟିବେ ମମତା

ଭୁବନେଶ୍ବର : ଆଜିଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଭୁବନେଶ୍ବର ବିମାନବନ୍ଦରରେ ମଙ୍ଗଳବାର ପହଞ୍ଚିବାପରେ ସେଠାରୁ ପୁରୀ ଯାଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସେଠାରେ ରାତ୍ରୀ ଯାପନ କରିବେ । ଆସନ୍ତାକାଲି ଅପରାହ୍ମରେ…

ଡକାୟତି ଓ ଦାଦାବଟି ଆଦାୟ ମାମଲାରେ ୧୨ ଜଣଙ୍କୁ ବାନ୍ଧିଲା ପୋଲିସ

ପୁରୀ: ପୁରୀ ପୋଲିସକୁ ବଡ଼ ଧରଣର ସଫଳତା ମିଳିଛି । ପୁରୀର ବିଭିନ୍ନ ଥାନା ଅଞ୍ଚଳରେ ଡକାୟତି ଓ ଦାଦାବାଟି ଆଦାୟ ଅଭିଯୋଗରେ ସୋମବାର ପୁରୀ ପୋଲିସ ୧୨ ଜଣଙ୍କୁ ଗିରଫ କରିଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ସିଟି ଡିଏସପି କେ.କେ ହରିପ୍ରସାଦ ସୂଚନା ଦେଇଛନ୍ତି । ପୁରୀ ଟାଉନ୍ ଥାନା…

ମହାପ୍ରଭୁଙ୍କର ପ୍ରିୟ ପଖାଳ, ଘିଅ ପଖାଳ ବାସ୍ନାରେ ମହକିବ ବଡ଼ଦେଉଳ

‘ପଖାଳ’ ତା’ର ସ୍ୱାଦ ମଧୁର । କୋଟି କୋଟି ଓଡ଼ିଆଙ୍କ ପସନ୍ଦ ପଖାଳ । ଖାଲି ଓଡ଼ିଆ ମାନଙ୍କର ପଖାଳ ପସନ୍ଦ ତାହା ନୁହେଁ ମହାପ୍ରଭୁ ମଧ୍ୟ ପଖାଳ ପ୍ରିୟ । ବଡ଼ଦେଉଳରେ ମହାପ୍ରଭୁଙ୍କ ପାଖରେ ଛପନ ପଉଟି ଭୋଗ ଲାଗି ହୋଇଥାଏ ହେଲେ ମହାପ୍ରଭୁଙ୍କର ଆଦର ରହିଥାଏ ପଖାଳରେ । ତେଣୁ ମହାପ୍ରଭୁଙ୍କ…

ରାଜସ୍ୱ ବିଭାଗକୁ ଶ୍ରୀମନ୍ଦିର ପ୍ରଶାସନର ଚିଠି: ଜଗନ୍ନାଥଙ୍କ ଜମି ଉପରେ ତିଆରି ହୋଇଛି ସମ୍ରାଟ କମ୍ପ୍ଲେକ୍ସ

ପୁରୀ: ଅସ୍ତିତ୍ୱ ହରାଇବ କି ସମ୍ରାଟ କମ୍ପ୍ଲେକ୍ସ ? ଭଙ୍ଗାଯିବ କି ସମ୍ରାଟ କମ୍ପ୍ଲେକ୍ସର କୋଠା ? ହଟିବ ଜବରଦଖଲ ? ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମ୍ରାଟ କମ୍ପ୍ଲେକ୍ସ ଜମି ନେଇ ତହସିଲଦାରଙ୍କୁ ଚିଠି ଦିଆଯିବା ପରେ ଉଠିଛି ଏମିତି କିଛି ପ୍ରଶ୍ନ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏମିତି…

ପୁରୀରେ ଆଦର୍ଶ ଗୁରୁକୂଳ ପାଇଁ ଖୁବଶୀଘ୍ର ଡକାଯିବ ଟେଣ୍ଡର

ପୁରୀ: ଖୁବଶୀଘ୍ର ସେବାୟତ ପରିବାରର ବିଦ୍ୟାର୍ଥୀଙ୍କ ପାଇଁ ନିର୍ମାଣ ହେବ ଆଦର୍ଶ ଗୁରୁକୂଳ । ଏଥିପାଇଁ ଟେଣ୍ଡର ଡକାଯିବା ପରେ ଭୂମିପୂଜନ କରାଯାଇ ଗୁରୁକୂଳ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ । ସମୁଦାୟ ୩୨ ଏକର ଜମିରେ ଏକାଡେମିକ ଭବନ, ଯଜ୍ଞ ଶାଳା, ଖେଳ ପଡ଼ିଆ, ହଷ୍ଟେଲ ଆଦି ନିର୍ମାଣ କରାଯିବ ।…

ପୁରୀ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ

ପୁରୀ: ମରିଚିକୋଟ ଛକ ନିକଟ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ୩ ମହଲା ବିଶିଷ୍ଟ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି । ନିଆଁ ଲିଭାଇବାକୁ ଅଗ୍ନିଶମ ବାହିନୀର ଉଦ୍ୟମ କରୁଥିବା ବେଳେ ୨ ଜଣ କର୍ମଚାରୀ ଅସୁସ୍ଥ ହୋଇ ପଡ଼ିଥିବା ସୂଚନା ମିଳିଛି ।…

ଦୋଳ ପୂର୍ଣ୍ଣିମାରେ ଅବିର ଖେଳରେ ମାତିଛନ୍ତି ଦୋଳଗୋବିନ୍ଦ

ପୁରୀ : ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଗାଁ ଠାରୁ ସହର ସବୁଠାରେ ଫଗୁଣର ଫଗୁର ରଙ୍ଗରେ ଉତ୍ସବ ମୁଖର ପରିବେଶ । ଏଥିପାଇଁ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଛି ସ୍ୱତନ୍ତ୍ର ନୀତିକାନ୍ତି। ଶ୍ରୀମନ୍ଦିରରେ ପାଳିତ ହେଉଥିବା ଦ୍ୱାଦଶ ଯାତ୍ରା ମଧ୍ୟରେ ଦୋଳ ଉତ୍ସବ ଏକ ପ୍ରମୁଖ ଯାତ୍ରା । ରତ୍ନ…