Latest Odisha News

BREAKING NEWS

Browsing Tag

puri

ସମୁଦ୍ର ବେଳାଭୂମୀରେ ବାଲୁକା ନିର୍ମିତ ମହାଦେବ

ପୁରୀ : ପବିତ୍ର ଶିବରାତ୍ରୀ ପାଇଁ ଚଳଚଞ୍ଚଳ  ବିଭିନ୍ନ ଶୈବପୀଠ । ଚାଲିଛି ମହାପ୍ରଭୁଙ୍କୁ ଆବାହନ। ଜଗତକଲ୍ୟାଣ ପାଇଁ ଜଳୁଛି ମହାଦୀପ । ସେହିପରି ବାଲୁକା କଳା ମାଧ୍ୟମରେ ବିଶ୍ୱଶାନ୍ତି ପାଇଁ କରାଯାଉଛି ଆବାହନ। ପୁରୀ ଶ୍ରୀଲୋକନାଥଙ୍କ ପୀଠରେ ପଙ୍କୋଦ୍ଧାର ଏକାଦଶୀ ଠାରୁ ଜାଗର ଯାତ୍ରା ଆରମ୍ଭ…

ପୁରୀରେ ଭୟଙ୍କର ସଡ଼କ ଦୁର୍ଘଟଣା, ୨ ମୃତ ୧୮ ଆହତ

ପୁରୀ: ପୁରୀ-କୋଣାର୍କ ମେରାଇନ୍ ଡ୍ରାଇଭ୍ ରୋଡରେ ମର୍ମନ୍ତୁଦ ଦୁର୍ଘଟଣା। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୮ ଆହତ। ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଓ ଜଣେ ମହିଳା ରହିଥିବା ସୂଚନା । ଦୁଇ ମୃତକ ହେଲେ ଅଟୋଚାଳକ ଓ ସେଥିରେ ବସିଥିବା ମହିଳା ଯାତ୍ରୀ। ତେବେ ଆହତଙ୍କ ମଧ୍ୟରୁ ୫ ଜଣ…

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୁନଃବିକଶିତ ଜନ୍ମ ପୀଠର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ ଆଜି ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ ଜନ୍ମପୀଠର ପରିଦର୍ଶନ କରି ଏହାର ପୁନଃବିକାଶ କାର୍ଯ୍ୟ ତଦାରଖ କରିଥିଲେ । ଉତ୍କଳମଣିଙ୍କ ଗାଁ ଶିବ ମନ୍ଦିର ଲୋକେଶ୍ୱର…

ଗଜ ଉଦ୍ଧାରଣ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ : ଆଜି ହେଉଛି ପବିତ୍ର ମାଘ ମାସ ପୂର୍ଣ୍ଣିମା  ।ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନ ଉପରେ ଏହି ବେଶ ଅନୁଷ୍ଠିତ ହେବ। ଏହି ଅବସରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି ସମ୍ପନ୍ନ…

ରାମ ଜନ୍ମଭୂମିରୁ ଶ୍ରୀ ଜଗ୍ନନାଥ ଧାମ, ତାହା ପୁଣି ଶୂନ ଗାଡିରେ

ସୁବର୍ଣ୍ଣପୁର(ପ୍ରକାଶ ଚନ୍ଦ୍ର ବେବର୍ତ୍ତା): କୁହାଯାଏ ଦୃଢ ଇଚ୍ଛା ଶକ୍ତି ଥିଲେ ସବୁ କାର୍ଯ୍ୟ ସମ୍ଭବ । ବ୍ୟକ୍ତି ଯଦି କିଛି କରିବା ପାଇଁ ଭାବେ ତାହା ନିଶ୍ଚିନ୍ତ ସଫଳ ହୁଏ । ଏମିତି ମନୋବଳ ନେଇ ଅଯୋଧ୍ୟାରୁ ପୁରୀ ଆସିଛନ୍ତି ଶ୍ରୀ ଜଗଦୀଶ ମହାରାଜ ।  ବୟସ ୮୦ ଟପିଲାଣି । ହାତ ଗୋଡ ଥରୁଛି ।…

ପୁରୀ ରେଳଷ୍ଟସନରେ ପହଞ୍ଚିଲା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌

ପୁରୀ: ଆଜି ଶ୍ରୀଜଗନ୍ନାଥ ଏକ୍ସପ୍ରେସ ପୁରୀ ରେଳଷ୍ଟେସନରେ ପହଞ୍ଚିଛି । ସଫଦରଜଙ୍ଗ ଷ୍ଟେସନରେ ପତାକା ଦେଖାଇ ଗତ ବୁଧବାର ଦିନ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ରେଳସେବାର ଶୁଭରାମ୍ଭ କରିବା ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି…

ବିଶ୍ୱପ୍ରସିଦ୍ଧ ଘୋଷ ଯାତ୍ରା ପାଇଁ ପୂଜାର୍ଚ୍ଚନା କରାଯିବ ରଥ କାଠ

ପୁରୀ:  ଆଜି ହେଉଛି ପବିତ୍ର ଶ୍ରୀପଞ୍ଚମୀ । ଏହି ତିଥି  ଅବସରରେ ଆଗାମୀ ବିଶ୍ୱପ୍ରସିଦ୍ଧ ଘୋଷ ଯାତ୍ରା ପାଇଁ ଆଜି ସନ୍ଧ୍ୟାରେ ରଥ କାଠକୁ ପୂଜାର୍ଚ୍ଚନା କରାଯିବ । ପରମ୍ପରା ଅନୁସାରେ ରାଜପୁରୋହିତ ଓ ଶ୍ରୋତୀୟ ବ୍ରାହ୍ମଣଙ୍କ ଦ୍ୱାରା ମା ସରସ୍ବତୀଙ୍କ  ନିକଟରେ ସ୍ୱତନ୍ତ୍ର ପୂଜା କରାଯିବା ପରେ  …

ଆଜିଠୁ ଗଡ଼ିବ ଶ୍ରୀଜଗନ୍ନାଥ ଯାତ୍ରା ଟ୍ରେନ୍

ନୂଆଦିଲ୍ଲୀ: ଆଜିଠୁ ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନର ଶୁଭାରମ୍ଭ ହେବ । ଆଇଆରଟିସି ପକ୍ଷରୁ ମିଳିଛି ସୂଚନା । ଏହି ଟ୍ରେନର ଶୁଭାରମ୍ଭ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କରିବେ । ୮ଦିନର ଯାତ୍ରାରେ ୪ ରାଜ୍ୟର ପ୍ରସିଦ୍ଧ ତୀର୍ଥ ସ୍ଥାନ ଦେଇ ଏହି ଟ୍ରେନ୍‌ ଯାତ୍ରା କରିବ । ୮ ଦିନିଆ…

ପଦ୍ମବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ: ଆଜି ଶ୍ରୀମନ୍ଦିରେରେ ମହାପ୍ରଭୁଙ୍କ ପଦ୍ମବେଶ ଅନୁଷ୍ଠିତ ହେବ । ବଡ଼ସିଂହାର ବେଶ ପରେ ପଦ୍ମ ବେଶରେ ସଜ୍ଜିତ ହେବେ ମହାପ୍ରଭୁ । ପ୍ରତିବର୍ଷ ତ୍ରିବେଣୀ ଅମାବାସ୍ୟା ପରବର୍ତ୍ତୀ ବୁଧବାର କିମ୍ବା ଶନିବାର ଏହି ବେଶରେ ଦର୍ଶନ ଦିଅନ୍ତି ଭାବମୂର୍ତ୍ତୀ। ଚଳିତ ବର୍ଷ ତ୍ରିବେଣୀ ଅମାବାସ୍ୟା ୨୧…

ବିନା ପାପୁଲି ଓ ପାଦରେ ବି କାର୍ଯ୍ୟ କରିବାକୁ ସକ୍ଷମ

କାକଟପୁର : “ମୁଁ କାହା ଉପରେ ବୋଝ ହେବାକୁ ଚାହେଁ ନାହିଁ। ଯଦି ପଶୁପକ୍ଷୀମାନେ ନିଜେ ଖାଦ୍ୟ ଯୋଗାଡ଼ କରିପାରୁଛନ୍ତି, ତେବେ ମଣିଷ ଜନ୍ମ ନେଇ ମୁଁ କାହିଁକି ଅନ୍ୟ ଉପରେ ନିର୍ଭର କରିବି” । ଏମିତି ଚିନ୍ତାଧାରା ରଖି ଆଗକୁ ବଢ଼ିଛନ୍ତି ଜଣେ ନିଆରା ମଣିଷ ଜଗନ୍ନାଥ ମହାନ୍ତି। ବିନା ପାପୁଲି ଓ…