Latest Odisha News

BREAKING NEWS

Browsing Tag

puri

ଡାକ୍ତରଖାନାରେ ଅଧଘଣ୍ଟା ଧରି ଲିଫ୍ଟ ଅଚଳ, ଲିଫ୍ଟ ଭିତରେ ମୃତ୍ୟୁ ସହ ଲଢୁଥିଲେ ରୋଗୀ

ପୁରୀ:ହାତରେ ଲାଗିଛି ସାଲାଇନ । ଡାକ୍ତର କହିଲେ ଅବସ୍ଥା ଗୁରୁତର । ରେଫର କଲେ କଟକ ନେବାକୁ  । ଷ୍ଟ୍ରେଚରରେ ରୋଗୀଙ୍କୁ ପକାଇ ଲିଫ୍ଟରେ ଆଣିଲେ । ହେଲେ ଏ କ’ଣ ? ଅଧାବାଟରେ ଅଟକି ଗଲା ଲିଫ୍ଟ । ଏଣେ  ମରଣ ସହ ଲଢୁଛନ୍ତି ମହିଳା । ଗୋଟିଏ ମୁହୂର୍ତ୍ତ ବି ତାଙ୍କ ପାଇଁ ଥିଲା ମୂଲ୍ୟବାନ । ହେଲେ…

ପୁରୀରେ ଏୟାରଟେଲ ୫ଜି ପ୍ଲସ ସେବାର ଶୁଭାରମ୍ଭ

ଭୁବନେଶ୍ୱର: ଚଳିତ ମାସ ଆରମ୍ଭରେ ଭୁବନେଶ୍ୱର, କଟକ ଓ ରାଉରକେଲାରେ ଶୁଭାରମ୍ଭ ପରେ ଏବେ ପୁରୀରେ ଅଲ୍‌ଟ୍ରାଫାଷ୍ଟ୍ ଏୟାରଟେଲ୍ ୫ଜି ପ୍ଲସ୍ ସେବା ଉପଲବ୍ଧ ହୋଇଛି । କମ୍ପାନୀ ଏହାର ନେଟ୍‌ୱର୍କ ସ୍ଥାପନ ଓ ରୋଲ୍‌ଆଉଟ୍ ସମ୍ପୂର୍ଣ୍ଣ କରିବା କାର୍ଯ୍ୟ ଜାରି ରଖିଥିବାରୁ ଏୟାରଟେଲ୍ ୫ଜି ପ୍ଲସ୍…

ବିମାନ ବନ୍ଦରରେ ଡାକୋଟା ରହିଲେ ଦେଖିବ କିଏ ?

ପୁରୀ:  ପ୍ରବାଦ ପୁରୁଷ ବିଜୁବାବୁଙ୍କ ବୀରତ୍ୱର  ମୂକସାକ୍ଷୀ ଡାକୋଟା ବିମାନକୁ ନେଇ ପୁଣି ଉଠିିଛି ବିବାଦ । ପ୍ରବାଦ ପୁରୁଷ ବିଜୁବାବୁଙ୍କର ଅନେକ ସ୍ମୃତି ଲୁଚି ରହିଥିବା ଏହି  ଡାକୋଟା ବିମାନ ଭୁବନେଶ୍ୱର ବିମାନବନ୍ଦରରେ କାହିଁକି ରଖାଯାଇଛି ? ଏହାକୁ ସମସ୍ତେ ଦେଖିବା ଉଚିତ । ଧନୀ, ଗରିବ…

ଶ୍ରୀମନ୍ଦିରରେ ଭିଡ଼ ନିୟନ୍ତ୍ରଣରେ ବିଫଳ କି ପ୍ରଶାସନ ? ଅଣନିଶ୍ୱାସୀ ହେଲେ ଭକ୍ତ

ପୁରୀ: ବ୍ୟାରିକେଡ୍, ଧାଡ଼ି ଦର୍ଶନ । ତଥାପି ଶ୍ରୀମନ୍ଦିରରେ ଭକ୍ତ ହେଉଛନ୍ତି ହଇରାଣ । ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥାରେ ସୁଧାର ପାଇଁ ପଦକ୍ଷେପ ସତ୍ତ୍ୱେ ସ୍ଥିତି ସୁଧୁରୁନି । ରବିବାର ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଗହଳି ହୋଇଥିବା ବେଳେ ଠେଲାପେଲା ସ୍ଥିତି…

ମକର ସଂକ୍ରାନ୍ତିରେ ଶ୍ରୀମନ୍ଦିରରେ ଭିଡ; ବଡ ଠାକୁରଙ୍କ ପାଖେ ଲାଗି ହେଲା ମକରଚାଉଳ

ପୁରୀ: ଆଜି ପବିତ୍ର ମକର ସଂକ୍ରାନ୍ତି । ସକାଳୁ ସକାଳୁ ମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ବଡଠାକୁରଙ୍କର ହେବ ମକର ନୀତି । ମଧ୍ୟାହ୍ନ ଧୂପ ପରେ  ଏହି ନୀତି ଅନୁଷ୍ଠିତ ହେବ ।ଏହି ଅବସରରେ ବଡଠାକୁରଙ୍କୁ ମକର ଚାଉଳ…

ଗତ ଜୁନରେ ଅଭିଯୋଗ କରିଥିଲେ, ଜାନୁଆରୀରେ ନିଜେ ଧରା ପଡ଼ିଲେ

ପୁରୀ: ପୋଲିସ ବଟି ନେଇ ନିଶା କାରବାରକୁ ପ୍ରୋତ୍ସାହନ ଦେଉଛି, ଅବକାରୀ ବିଭାଗ କଣ କରିବ ? ଗତବର୍ଷ ଜୁନ୍ ପ୍ରଥମ ସପ୍ତାହରେ ଏଭଳି ଏକ ଚିଠି ପୁରୀ ସମେତ ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା । ସେତେବେଳେ ଏ ଚିଠି ଅବକାରୀ କମିଶନରଙ୍କୁ ଲେଖିଥିଲେ ପୁରୀ ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ।…

ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀଜୀଉ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନକୁ ୪ ଘଣ୍ଟା ପାଇଁ ବନ୍ଦ ରଖାଯାଇଛି । ଏହା ଏକ ଗୁପ୍ତନୀତି ହୋଇଥିବାରୁ ଏହି ନୀତି ସମୟରେ ଅର୍ଥାତ୍‌ ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ…

ଆସନ୍ତୁ ଜାଣିବା କାଳିଆର ପୁଷ୍ପଶୃଙ୍ଗାର ଓ ନାକଚଣା ରହସ୍ୟ

ପୁରୀ: ଶୃଙ୍ଗାରପ୍ରିୟ ଆମ କଳାଠାକୁର ।ଶୃଙ୍ଗାରରେ ତାଙ୍କର ଭାରି ଆଦର।କଳାଠାକୁରଙ୍କ ଦିନଚର୍ଯ୍ୟାରେ ଯୋଡି ହୋଇଥାଏ ଦିନର ଅନ୍ତିମ ବେଶ ବଡ଼ସିଂହାର ବେଶ ବା ବଡ଼ଶୃଙ୍ଗାର ବେଶ ।ରାତିରେ ଚନ୍ଦନ ଲାଗି ନୀତି ପରେ ବଡ଼ସିଂହାର ବେଶରେ ନାନାଦି ପୁଷ୍ପ ଅଳଙ୍କାରରେ ସଜେଇ ହୁଅନ୍ତି ବଡ଼…

ଠାକୁର ଅନୁକୂଳଚନ୍ଦ୍ରଙ୍କ ଆଗମନର ଶତବର୍ଷ ପୂର୍ତ୍ତି ମହୋତ୍ସବ

ପୁରୀ : ପୁରୀ ତାଳବଣିଆ ସ୍ପୋର୍ଟସ କମ୍ପ୍ଲେକ୍ସ ଠାରେ ସତସଙ୍ଗ ଠାକୁରବାଡ଼ି ପକ୍ଷରୁ ଠାକୁର ଅନୁକୂଳଚନ୍ଦ୍ରଙ୍କ ଆଗମନର ଶତବର୍ଷ ପୂର୍ତ୍ତି ମହୋତ୍ସବ ଆୟୋଜିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇଥିଲେ । ସେ କହିଥିଲେ ସତସଙ୍ଗ ସମଗ୍ର ଦେଶରେ…

୧୫ ଦିନ ବନ୍ଦ ରହିବ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖ ରାସ୍ତା

ପୁରୀ: ଶ୍ରୀକ୍ଷେତ୍ରରେ ଶ୍ରୀମନ୍ଦିର ଐତିହ୍ୟ ପରିକ୍ରମ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି । ନିର୍ମାଣ ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ଠାରୁ ଶ୍ରୀମନ୍ଦିରର ସିଂହଦ୍ଵାର ସମ୍ମୁଖ ପର୍ଯ୍ୟନ୍ତ ରାସ୍ତା ୧୫ ଦିନ ଯାଏ ବନ୍ଦ ରହିବ । ନିର୍ମାଣ କାର୍ଯ୍ୟ ଚାଲିଥିବାରୁ ଜନସାଧାରଣଙ୍କ ସୁରକ୍ଷାକୁ…