Latest Odisha News

BREAKING NEWS

Browsing Tag

puri

ପୋଲିସକୁ ଧକ୍କା ମାରି ଥାନାରୁ ଅଭିଯୁକ୍ତ ଚମ୍ପଟ

ପୁରୀ: କୋର୍ଟ ଚାଲାଣ ପୂର୍ବରୁ ଥାନାରୁ ଖସି ପଳାଇଲା ଅଭିଯୁକ୍ତ । ଅଭିଯୁକ୍ତଠୁ ଧକ୍କା ଖାଇ ରହିଗଲା ପୋଲିସ । ପୁରୀ ବାସେଳୀ ସାହି ଥାନାରୁ ଜଣେ ଅଭିଯୁକ୍ତ ବାବୁନା ଭୋଇ ଖସି ପଳାଇଛି । ଏକ ଚୋରି ମାମଲାରେ ବାସେଳୀ ସାହି ଥାନା ପୋଲିସ ୧୩ ତାରିଖରେ ବାବୁନା ଭୋଇକୁ ଗିରଫ କରିଥିଲା । ହେଲେ…

ପୁଅ କାନ୍ଧରେ ଜଗା ଦର୍ଶନ କଲେ ବାପା, ଲୋକେ କହିଲେ ଏମିତି ପୁଅ ସମସ୍ତଙ୍କୁ ଦିଅ…

ପୁରୀ: ବୃଦ୍ଧ ବାପା-ମା’… କାହା ପାଇଁ  ଅଲୋଡା ତ କାହା ପାଇଁ ବୋଝ । ଏଇ ହାତ ଧରି ଦିନେ ବାପା ଚାଲି ଶିଖେଇଥିଲେ । ବଡ ହେଲା ପରେ ସେଇ  ହାତ ଦୂରେଇ ଦେଉଛି ବାପାଙ୍କୁ । ନିଜ ପରିବାରରେ ଅଦରକାରୀ ହୋଇ ଯାଉଛନ୍ତି  ବାପା ।  ହେଲେ ଧନ୍ୟ ଏଇ ପୁଅ । ବୟସର  ସାୟହ୍ନରେ ବୁଢା ବାପାର ଜଗା ଦର୍ଶନ…

ଅଖିଳ ଭାରତୀୟ ହିନ୍ଦୁ ମହାସଭା ପକ୍ଷରୁ ମନ୍ତ୍ରୀ ଅଖିଳ ଗିରିଙ୍କ ନାଁରେ ଏତଲା

ପୁରୀ : ମହାମହିମ ରାଷ୍ଟ୍ରପତିଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ଦେଇ ବିବାଦରେ ପଶ୍ଚିମବଙ୍ଗ ସରକାର । ମନ୍ତ୍ରୀ ଅଖିଳ ଗିରିଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କଲେ ଅଖିଳ ଭାରତୀୟ ହିନ୍ଦୁ ମହାସଭା  । ଏନେଇ ଭାରତୀୟ ହିନ୍ଦୁ ମହାସଭା ପକ୍ଷରୁ ମନ୍ତ୍ରୀ ଅଖିଳ ଗିରିଙ୍କ…

ହେତୁବାଦୀଙ୍କୁ ଗିରଫ କରିବା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ପୁରୀ : ଧର୍ମ ସଂସ୍କୃତି ଓ ପରମ୍ପରା ସହ ଜଗନ୍ନାଥଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ଦେଇ ବିବାଦ ଘେରରେ ହେତୁବାଦୀ। ହେତୁବାଦୀଙ୍କୁ ଗିରଫ କରିବା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ଛତିଶା ନିଯୋଗ । ହେତୁବାଦୀଙ୍କ ଏଭଳି କଥାବାର୍ତ୍ତା ସେବାୟତଙ୍କ ମନରେ ଗଭୀର ଦୁଃଖ ଦେଇଥିବା…

ଶ୍ରୀଜିଉଙ୍କର ବନକଲାଗି ନୀତି

ପୁରୀ : ଆଜି ଶ୍ରୀ ମନ୍ଦିରରେ ଶ୍ରୀଜିଉଙ୍କର ବନକଲାଗି ନୀତି । ଦ୍ବିତୀୟ ଭୋଗ ମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିରର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ ।  ବୁଧବାର ମହାପ୍ରଭୁଙ୍କ ବନକ ଲାଗି ନୀତି  । ବନକଲାଗି ପାଇଁ ହିଙ୍ଗୁଳ,…

ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ : ଆଜି ପବିତ୍ର କାର୍ତ୍ତକ ପୂର୍ଣ୍ଣମୀ।  ପଞ୍ଚୁକର ପାଞ୍ଚଦିନ ଅବସରରେ ରାଜରାଜେଶ୍ୱର ବା ସୁନାବେଶରେ ଦଶର୍ନ ଦେଉଛନ୍ତି ମହାପ୍ରଭୁ । ଶ୍ରୀଜିଉଙ୍କ ଦର୍ଶନ ପାଇଁ ମଧ୍ୟରାତ୍ରୀରୁ ଭକ୍ତଙ୍କ ଭିଡ଼ ଲାଗିଛି। ସୁନା ବେଶରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ତେବେ ଆଜି ଚନ୍ଦ୍ର…

ଲଷ୍ମୀନୃସିଂହ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ

ପୁରୀ : ଆଜି ପଞ୍ଚୁକ ଶୁକ୍ଲ ଚର୍ତୁଦ୍ଦଶୀ ତିଥି ।  ଲଷ୍ମୀନୃସିଂହ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ। ଆଜି ସକାଳେ ଅବକାଶ ନୀତି ବଢ଼ିବା ପରେ ମହାପ୍ରଭୁଙ୍କୁ ଲଷ୍ମୀ ନୃସିଂହ ବେଶରେ ସଜ୍ଜିତ କରାଯାଇଥିଲା। ମହାପ୍ରଭୁଙ୍କ ଏହି ଦୁର୍ଲ୍ଲଭ ବେଶ ଦେଖିବା ପାଇଁ ଶ୍ରୀମନ୍ଦିରରେ ପ୍ରବଳ…

ଡ୍ରେନରୁ ଜଣେ ଯୁବକଙ୍କ ମୃତ ଦେହ ଠାବ

ପୁରୀ : ନାଳରେ ଭାସୁଛି ଯୁବକଙ୍କ ମୃତ ଦେହ । ଏଭଳି ଅଭାବନୀୟ ଦୃଶ୍ୟ ରେଡକ୍ରସ ରୋଡ ପୁରୀ ପୋଲିସ ହାଇସ୍କୁଲ ନିକଟରେ ଦେଖିବାକୁ ମିଳିଛି । ପୋଲିସ ହାଇସ୍କୁଲ ଗେଟ ଦେଇ ଯାଇଥିବା ନଳାରେ ଜଣେ ଅଜଣା ମୃତ ଦେହ ପାଣିରେ ଭାସମାନ ଅବସ୍ଥାରେ ପଡ଼ିଥିବାର ଦେଖିବାକୁ ମିଳିଛି l ଏନେଇ ମୃତ୍ୟୁର କାରଣ…

ତ୍ରିବିକ୍ରମ ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ: ଆାଜି ହେଉଛି ପଞ୍ଚୁକର ତୃତୀୟ ଦିନ। ତ୍ରିବିକ୍ରମ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ  ତିଥିରେ ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କର ତିବିକ୍ରମ ବେଶ  ଅନୁଷ୍ଠିତ ହୋଇଛି | ଏହି ବେଶରେ ପ୍ରଭୁ ସୁବର୍ଣ୍ଣର ଅଳଙ୍କାରରେ ବିଭୂଷିତ…

ବାଙ୍କଚୂଡ଼ା ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଲେ ମହାପ୍ରଭୁ  

ପୁରୀ : ଆଜି ହେଉଛି ପଞ୍ଚୁକର ଦ୍ବିତୀୟ ଦିନ । ଏହି ଅବସରରେ କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ଦ୍ଵାଦଶୀ ତିଥିରେ ଶ୍ରଦ୍ଧାଳୁଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ  । ଯେତେବେଳେ ଅକ୍ରୁର ଯାଇଥିଲେ ଗୋପପୁରକୁ ଶ୍ରୀକୃଷ୍ଣ ଓ ବଳରାମଙ୍କୁ ମଥୁରାକୁ ଆଣିବାକୁ  ସେ ସମୟରେ ବ୍ରଜ ଦାଣ୍ଡ…